ଅପରାଧ

ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ: ୩ ଯୁବକଙ୍କୁ ପଡ଼ିଲା ମହଙ୍ଗା

ଭୋଗରାଇ,୫।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଭିଡିଓ ଉତ୍ତୋଳନ ସମୟରେ ଗ୍ରାମବାସୀ ସେମାନଙ୍କୁ କାବୁ…

7 years ago

କୂଅରୁ ମିଳିଲା ମିଠା ବ୍ୟବସାୟୀଙ୍କ ମୃତଦେହ

ଭୁବନେଶ୍ୱର,୫।୧(ବ୍ୟୁରୋ): ନୟାପଲ୍ଲୀ ଥାନା ବେହେରାସାହିସ୍ଥିତ କ୍ରିଷ୍ଣା ଟାଓ୍ବାର ନିକଟ ଏକ ପରିତ୍ୟକ୍ତ କୂଅରୁ ଜଣେ ମିଠା ବ୍ୟବସାୟୀଙ୍କ ମୃତଦେହକୁ ପୋଲିସ ଶନିବାର ଉଦ୍ଧାର କରିଛି। ମୃତ ଯୁବକ…

7 years ago

ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୫।୧: ବ୍ରହ୍ମଗିରି ଅଞ୍ଚଳରେ ଜଣେ ଯୁବକଙ୍କଠାରୁ ୫.୩ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ। ବ୍ରାଉନସୁଗାର କାରବାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ…

7 years ago

ପୁଣି ଲଜ୍ଜା: ବଳାତ୍କାର ପାଇଁ ନେଉଥିବା ବେଳେ ଗାଡ଼ି ଦୁର୍ଘଟଣା, ଲୋକଲୋଚନକୁ ଆସିଲା ଘଟଣା

କେନ୍ଦୁଝର,୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଞ୍ଚଳରେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ଶୁକ୍ରବାର ଗଣବଳାତ୍କାର ପାଇଁ ହାଟରୁ ନିଆଯାଉଥିବା ବେଳେ ବାଟରେ ଗାଡ଼ି ଦୁର୍ଘଟଣା…

7 years ago

୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ

ଜୟପୁର,୪।୧(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ନୂଆଗୁଡ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାତ୍ର ୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ…

7 years ago

ପୂର୍ବ ଶତ୍ରୁତାରୁ ମରଣାନ୍ତକ ଆକ୍ରମଣ: ଗୋଟିଏ ପରିବାରର ୭ ଆହତ

ଜଗତ୍‌ସିଂହପୁର ଅଫିସ, ୩।୧: ଜଗତ୍‌ସିଂହପୁର ଥାନା ଅଧୀନ ଯଶୋବନ୍ତପୁର ପଞ୍ଚାୟତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତା ଯୋଗୁ ଗୋଟିଏ ପରିବାରର ୭ ଜଣ…

7 years ago

କରାତଳି ଗାଁରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଛତ୍ରପୁର,୩୧ା୧୨(ଡି.ଏନ୍‌.ଏ.): ଛତ୍ରପୁର ଥାନା କରାତଳି ଗାଁର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଝିଲି ଖୁଣ୍ଟିଆ। ଏ ନେଇ ଝିଲ୍ଲିଙ୍କ ସ୍ବାମୀଙ୍କଠାରୁ ଖବରପାଇ ଛତ୍ରପୁର…

7 years ago

ମାଟିତଳୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ, ହତ୍ୟା ପରେ ପୋତି ଦିଆଯାଇଥିବା ସନ୍ଦେହ

ଦଶମନ୍ତପୁର,୩୧ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଞ୍ଚଳରୁ ମାଟିତଳୁ ଜଣେ ନିଖୋଜ ଯୁବକଙ୍କ ଅସ୍ଥି କଙ୍କାଳ ମିଳିଛି। ପଞ୍ଚାୟତର ବୋନାସିଲ ଓ ଧର୍ମଗୁଡ଼ା ଗ୍ରାମର…

7 years ago

ସଫା କରିବା ବାହାନାରେ ଚେନ୍‌, କାନଫୁଲ ଲୁଟ୍‌

ଭଣ୍ଡାରିପୋଖରୀ, ୩୧ା୧୨(ଡି.ଏନ୍‌.ଏ.)- ଭଣ୍ଡାରିପୋଖରୀ ଥାନା ଦକ୍ଷିଣବାଡ଼ ପଞ୍ଚାୟତ ଫତେପୁର ଗ୍ରାମରେ ସୁନା, ରୁପା ସଫା କରିଦେବା କହି ଜଣେ ମହିଳାଙ୍କଠାରୁ ଦୁଇଜଣ ଯୁବକ ସୁନାହାର ଓ କାନଫୁଲ…

7 years ago

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ପର୍ଦ୍ଦାଫାଶ: ୫ ଗିରଫ

କୋଟଗଡ଼,୨୯।୧୨ (ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ଗତ ୧୦ ତାରିଖରେ ଗୁଳିକରି ହତ୍ୟା କରାଯାଇଥିଲା। ଏହି ବହୁ ଚର୍ଚ୍ଚିତ…

7 years ago