ଅପରାଧ

ଭିଜିଲାନ୍ସ ଜାଲରେ ସମଲ ବ୍ୟାରେଜ ବରିଷ୍ଠ କିରାଣୀ

ତାଳଚେର,୩୦।୮(ସ୍ବ.ପ୍ର.): ସମଲ ବ୍ୟାରେଜର ବରିଷ୍ଠ କିରାଣୀ ପ୍ରଦ୍ୟୁମ୍ନ କୁମାର ବେହେରା ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସରକିଶୋରିପାଳ ଗ୍ରାମର ଅକ୍ଷୟ କୁମାର ସାହୁଙ୍କଠାରୁ କଣ୍ଟ୍ରାକ୍ଟର ଲାଇସେନ୍ସ…

6 years ago

ବେଆଇନ୍‌ ବାଲି ଚାଲାଣ: ୨ ଟ୍ରାକ୍ଟର ଜବତ

ଆନନ୍ଦପୁର,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ପକ୍ଷରୁ ଆନନ୍ଦପୁର ଥାନା ଶାଳବଣି ଗ୍ରାମରେ ଶୁକ୍ରବାର ଚଢ଼ାଉ କରାଯାଇ ବେଆଇନ ବାଲି ଚାଲାଣ କରୁଥିବା ଦୁଇଟି ଟ୍ରାକ୍ଟର ଜବତ…

6 years ago

ଜଳେଶ୍ବରରୁ ୬ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ବର, ୩୦।୮(ବ୍ୟୁରୋ): କଟକ ଅବକାରୀ ବିଭାଗର ଭ୍ରାମ୍ୟମାଣ ଫ୍ଲାଇଂ ସ୍କ୍ବାଡ୍‌ ତରଫରୁ ଅଚାନକ ଚଢ଼ାଉ କରାଯାଇ ଜଳେଶ୍ୱର ଷ୍ଟେଶନବଜାର କାଳୀମନ୍ଦିର ସମ୍ମୁଖରୁ ୧ଶହ ଗ୍ରାମର ବ୍ରାଉନସୁଗାର ଜବତ…

6 years ago

ଗ୍ରାମବାସୀଙ୍କୁ ଭୟଭୀତ କରିବା ମହଙ୍ଗା ପଡ଼ିଲା: ଯୁବକ ଗିରଫ, ଦେଶୀ ବନ୍ଧୁକ ଜବତ

ପଦ୍ମପୁର,୩୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଜମଲା ଗ୍ରାମର ଜଣେ ଯୁବକଙ୍କୁ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଇବା ମହଙ୍ଗା ପଡ଼ିଛି। ପଦ୍ମପୁର ଥାନା ପୋଲିସ ଯୁବକଙ୍କ ଘରେ ଚଢ଼ାଉ…

6 years ago

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ କୋର୍ଟଚାଲାଣ

ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏକ ବିଦ୍ୟାଳୟରେ ଗତ ବୁଧବାର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବାନେଇ ଛାତ୍ରୀଙ୍କ ବାପା ଗୁରୁବାର ତୁରୁମୁଙ୍ଗା…

6 years ago

ଦୁର୍ଘଟଣା ପରେ ଡ଼ମ୍ପର ଚାଳକଙ୍କୁ ମାଡ଼ ମାରିବା ଘଟଣା : ୭ ଗ୍ରାମବାସୀଙ୍କୁ ଗିରଫ କଲା ପୋଲିସ

ରାଇରଙ୍ଗପୁର,୨୯ା୮(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଏକ ଦୁର୍ଘଟଣାକୁ ନେଇ ଡମ୍ଫର ଚାଳକ ବିଶ୍ୱନାଥ ହଁାସଦାଙ୍କୁ ମାଡ଼ ମାରିବା ଓ ଲୁହାଖଣି ମାଲିକଙ୍କ…

6 years ago

ବିବାହର ୭ ମାସ ନ ପୂରୁଣୁ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ପୋଖରୀରୁ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ତିର୍ତ୍ତୋଲ,୨୯।୮(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ବଣିତୋ ଗ୍ରାମରେ ଗୁରୁବାର ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ରାଜକିଶୋର ବେହେରାଙ୍କ ସ୍ତ୍ରୀ…

6 years ago

ବେତନଟୀ ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଦୋଷୀ ଯୁବକଙ୍କୁ ଫାଶୀ

ବାରିପଦା ଅଫିସ,୨୮ା୮- ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ମୟୂରଭଞ୍ଜ ଅତିରିକ୍ତ ଜିଲା ଦୌରାଜଜ ବୁଧବାର ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ପ୍ରଦାନ କରିଛନ୍ତି।…

6 years ago

ଶିମିଳିପାଳ ଜଙ୍ଗଲରୁ ୨ ଶିକାରୀ ଗିରଫ: ମାଂସ, ଧନୁ, ତୀର ଜବତ

ଠାକୁରମୁଣ୍ଡା, ୨୮।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ମଣ୍ଡଳଝରୀ ବିଟ ଶିମିଳିପାଳ କମ୍ପାର୍ଟମେଣ୍ଟ ନଂ-୩ ସଂରକ୍ଷିତ ଜଙ୍ଗଲରୁ ସମ୍ବର ମାଂସ ସହ ୨ ଶିକାରୀଙ୍କୁ ବନ ବିଭାଗ…

6 years ago

ମହିଳାଙ୍କୁ ପ୍ରତାରଣା କରି ଫେରାର ହେବା ଘଟଣା: ଦୁଇ ବର୍ଷ ପରେ ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୮।୮: ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେବା ସହ ଶାରୀରିିକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

6 years ago