ଅପରାଧ

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ, ଏକକାଳୀନ ୪ ସ୍ଥାନରେ ଚାଲିଛି ଚଢ଼ାଉ

ବ୍ରହ୍ମପୁର,୩୧ା୫(ସୁବାସ ପାଢ଼ୀ): ଆଉ ଜଣେ ସରକାରୀ ବାବୁ ପଡ଼ିଛନ୍ତି ଭିଜିଲାନ୍ସ ଜାଲରେ। ବ୍ରହ୍ମପୁର ଆର୍‌ ଆଣ୍ଡ୍‌ ବି ଡିଭିଜନ-୧ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଏନ୍‌.ଦିଲ୍ଲୀପ କୁମାର…

6 months ago

‘ସାକ୍ଷୀ ଦେଲେ ବାପାଙ୍କୁ ଜୀବନରୁ ମାରିଦେବୁ’; ବଳାତ୍କାର କରିଥିବା ଅଭିଯୁକ୍ତଙ୍କ ପରିବାରର ଧମକ ପରେ…

ଦିଗପହଣ୍ଡି,୩୦ା୫(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଗତ ପ୍ରାୟ ୮ ମାସ ତଳେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ଏନେଇ…

6 months ago

ନିଜ ଜନ୍ମକଲା ଝିଅଙ୍କୁ ଡରାଇ, ଧମକାଇ ଘରେ କରିଥିଲେ ବଳାତ୍କାର; ସଇତାନ ବାପାଙ୍କୁ ଏଭଳି ଦଣ୍ଡ ଦେଲେ…

ବ୍ରହ୍ମପୁର, ୩୦।୫(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସ ବିଚାରପତି ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ତଥା ପିଡ଼ିତାଙ୍କ ବାପାକୁ…

6 months ago

ଡେଙ୍ଗୁରା ପିଟି ଓ୍ବାରେଣ୍ଟିଙ୍କ ନାଁରେ ଲଟ୍‌କା ଜାରି କଲା ପୋଲିସ

ବଲାଙ୍ଗୀର,୨୯ା୫(ସୁନୀଲ କୁମାର ମହାନ୍ତି): କୋର୍ଟରେ ହାଜର ହୋଇ ନ ଥିବା ବିଭିନ୍ନ ମାମଲାର ଓ୍ବାରେଣ୍ଟିମାନଙ୍କ ବିରୋଧରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପକ୍ଷରୁ ଲଟ୍‌କା ଜାରି କରାଯାଇଛି।…

6 months ago

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା,୨୯ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ…

6 months ago

୫ ଟନ୍‌ ମାଓବାଦୀ ବିସ୍ଫୋରକ ଲୁଟ୍‌ ଘଟଣା: ରାଉରକେଲାରେ NIAଟିମ୍‌-DG

ରାଉରକେଲା,୨୯ା୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା କାର୍ଯ୍ୟାଳୟରେ ପୋଲିସ ଡିଜି, ଆଇଜି, ପଶ୍ଚିମାଞ୍ଚଳ ଡିଆଇଜି, ସୁନ୍ଦରଗଡ଼ ଏସ୍‌ପି ଏବଂ ପୋଲିସ ଜିଲାର ଅଧିକାରୀମାନଙ୍କୁ ନେଇ ଚାଲିଥିବା ବୈଠକ…

6 months ago

ଫୋନ୍‌ ପେ’ରେ ଲାଞ୍ଚ ନେଇ ଧରାପଡ଼ିଲେ କ୍ଷୁଦ୍ର ଜଳସେଚନ ବିଭାଗର ୨ କର୍ମଚାରୀ, ବିଲ୍‌ କରାଇବାକୁ କହି…

ପାରଳାଖେମୁଣ୍ଡି,୨୯ା୫(ଗିରିଧାରୀ ପରିଚ୍ଛା): କ୍ଷୁଦ୍ର ଜଳସେଚନ ବିଭାଗ ୨ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୨ ଜଣ ହେଲେ କ୍ୟାସିଅର ନରେଶ ପଟ୍ଟନାୟକ, ଆକାଉଣ୍ଟାଣ୍ଟ ସୁରଜ ପ୍ରସାଦ ଜୟସ୍ବାଲ।…

6 months ago

ଭିଜିଲାନ୍ସ ଜାଲରେ ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ଗାଡ଼ିରୁ ମିଳିଲା ପୁଳା ପୁଳା ଟଙ୍କା…

ରାୟଗଡ଼ା,୨୮।୫(ଆଶିଷ ରଞ୍ଜନ ପଣ୍ଡା)- ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ଜାଲରେ ପଡ଼ିଲେ ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସହଦେବ କିଶନ। ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କା…

6 months ago

ଜମିବାଡ଼ି ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ RI

ଢେଙ୍କାନାଳ,୨୮ା୫(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ରାସୋଳ ଥାନା ଗଣ୍ଡାନାଳୀ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଶଶିଭୂଷଣ ବେହେରା ବୁଧବାର ସକାଳେ ନିଜ କାର୍ଯ୍ୟାଳୟରେ ୪ଟି…

6 months ago

ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଜବତ, ୨୨ଜଣଙ୍କୁ ବାନ୍ଧିଲା…

କୋରାପୁଟ,୨୭।୫(ଅମିତାଭ ବେହେରା): କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଜବତ ହୋଇଥିବା ବେଳେ…

6 months ago