ପୁରୀ ଅଫିସ, ୨୬।୭: ପୁରୀ ସଦର ଥାନା ଅଧୀନ ଗଡଭିଙ୍ଗୁରା ଛକରୁ ବୁଧବାର ଜଣେ ଯୁବକଙ୍କୁ ଅପହରଣ କରି ନିଆଯାଇଛି। ସେ ହେଲେ ନୂଆଗାଁର ଅଜୟ ବେହେରା।…
କ.ନୂଆଗଁା,୨୪ା୭(ଡି.ଏନ୍.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)।…
କେନ୍ଦୁଝର ୨୩ା୭ (ସ୍ବ.ପ୍ର./ଡି.ଏନ.ଏ.)- ଘରୋଇ ବସକୁ ଅଟକାଇ କର୍ମଚାରୀଙ୍କୁ ମାଡ ମାରିବା ଅଭିଯୋଗରେ ସ୍ଥାନୀୟ ସିଜେଏମ କୋର୍ଟ ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଓ ୯୩୦୦…
ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ। ଏହି…
ଜଟଣୀ, ୨୩।୭(ଡି.ଏନ୍.ଏ.): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଖୋର୍ଦ୍ଧା ଜିଲା ଜଟଣୀ କୁଦିଆରି ଦଳିତ ସାହିରୁ ମଙ୍ଗଳବାର ୧୭ ଗ୍ରାମ୍ ବ୍ରାଉନ୍ସୁଗାର ସହ ନଗଦ ୬…
ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲା…
ଭୁବନେଶ୍ୱର, (ବ୍ୟୁରୋ)/ପୁରୀ ଅଫିସ, ୨୩।୭: ପୁରୀର ଜଣେ ମହିଳାଙ୍କୁ ପାଣିରେ ନିଶା ଦେଇ ଭୁବନେଶ୍ୱରର ଏକ ହୋଟେଲରେ ବଳାକତ୍ାର କରିବା ଓ ପରେ ଅଶ୍ଳୀଳ ଭିଡିଓ ଦେଖାଇ…
ବୋଲଗଡ଼,୨୩ା୭(ଡି.ଏନ.ଏ.)-ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ଅନ୍ତର୍ଗତ ସାନକୁମାରୀସ୍ଥିତ ମା’ମଙ୍ଗଳା ମନ୍ଦିର ନିକଟରେ ରବିବାର ରାତିରେ କେହି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଗୁରୁତର କରିଛନ୍ତି।…