ଅପରାଧ

ଗୁଧିରାମପଡ଼ାରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ପାଟଣା, ୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣିଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା। ୫ ଦିନ…

7 years ago

ଦାଦାବଟି ମାଗିବା ସହ ବୋମାମାଡ଼ ମାମଲା : ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୨।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅଞ୍ଚଳରେ ଦାଦାବଟି ମାଗିବା ସହ ଜଣେ ବ୍ୟବସାୟୀଙ୍କ ଉପରକୁ ବୋମାମାଡ଼ କରିଥିବା ମାମଲାର ଶୁଣାଣି କରି ଅତିରିକ୍ତ ମୁଖ୍ୟ…

7 years ago

ଟ୍ରେନ୍‌ ଲାଇନ୍‌ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର/ରାଇସୁଆଁ,୧୨।୯(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ହରିଡ଼ାଗୋଠ ନିକଟ ଟ୍ରେନ୍‌ ଲାଇନ୍‌ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି। ମୃତଦେହଟି ମୁହଁମାଡ଼ି ପଡ଼ିଥିଲା।…

7 years ago

ନୂଆଖାଇ ପାଳନ ବେଳେ ବଚସା: ବନ୍ଧୁଙ୍କୁ ହତ୍ୟା କଲେ ଦୁଇ ସାଙ୍ଗ

କୋଟଗଡ଼,୧୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଗ୍ରାମରେ ବୁଧବାର ନୂଆଖାଇ ପର୍ବ ପାଳନ ବେଳେ କୌଣସି କାରଣକୁ ନେଇ ତିନି ବନ୍ଧୁଙ୍କ ମଧ୍ୟରେ ବଚସା ହୋଇଥିଲା।…

7 years ago

ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ: ୩୦୦ ଗ୍ରାମ ବ୍ରାଉନସୁଗାର ଓ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କମିଶନରେଟ ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ କୁମାର ପଣ୍ଡା। ୫ବର୍ଷ ଧରି ପୋଲିସ ଆଖିରେ ଧୂଳି ଦେଇ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳକୁ…

7 years ago

ନାବାଳିକାଙ୍କୁ ବଳାତ୍କାର ମାମଲା: ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ

କେନ୍ଦୁଝର, ୧୦ା୯(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ମଙ୍ଗଳବାର କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ବିଚାରପତି ଲୋକନାଥ ସାହୁ ୬…

7 years ago

ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଜଗତ୍‌ସିଂହପୁର କୋର୍ଟରେ ପ୍ରଥମ ଫାଶୀ ଦଣ୍ଡାଦେଶ

ଜଗତ୍‌ସିଂହପୁର ଅଫିସ,୧୦।୯: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଗଡ଼ହରିପୁରରେ ୨୦୧୮ ମାର୍ଚ୍ଚ ମାସରେ ଜନୈକା ନାବାଳୀକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର…

7 years ago

ରାଜଧାନୀରୁ ୨ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

କଟକ ରୋଡ଼,୧୦।୯(ଡି.ଏନ୍‌.ଏ): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ମଙ୍ଗଳବାର ରାଜଧାନୀ କିଟ୍‌ ଛକରେ ଚଢ଼ାଉକରି ଜଣେ ବ୍ରାଉନ୍‌ସୁଗାର ବ୍ୟବବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର…

7 years ago

ସମ୍ବଲପୁରରେ ଏନ୍‌କାଉଣ୍ଟର୍‌: କୁଖ୍ୟାତ ଅପରାଧୀ ତ୍ରିଦେବ ଆହତ

ସମ୍ବଲପୁର,୧୦ା୯(ବ୍ୟୁରୋ): ସମ୍ବଲପୁର ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତ୍ରିଦେବ ବାଗ(୨୫) ମଙ୍ଗଳବାର ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି । ଆହତ ଅବସ୍ଥାରେ ତାଙ୍କୁ…

7 years ago

ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ତାଳଚେର,୧୦।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଅନ୍ତର୍ଗତ ବଲଣ୍ଡା ଗୁରୁଦ୍ୱାର ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

7 years ago