ବଇଣ୍ଡା,୨୭।୮(ଡି.ଏନ.ଏ.)-ଠାକୁରଗଡ଼ ଥାନା ନାକିଚି ରୋଡ ଛକ ନିକଟରେ ମଙ୍ଗଳବାର ସକାଳେ ପୋଲିସ ଚଢାଉ କରି ୧୫ ଲିଟର ଦେଶୀ ମଦ ଜବତ କରିବା ସହ ୨ ଜଣଙ୍କୁ…
ଜଗନ୍ନାଥପ୍ରସାଦ,୨୭ା୮(ଡି.ଏନ.ଏ.)- ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ନାବାଳିକା(୧୫)ଙ୍କୁ ଅପହରଣ ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପାଙ୍କ ଅଭିଯୋଗକ୍ରମେ ପୋଲିସ ନଂ.୧୨୯/୧୯ରେ ଏକ ମାମଲା ରୁଜୁ କରି ଭଞ୍ଜନଗରର ଚିତ୍ତରଞ୍ଜନ…
ବସ୍ତା, ୨୭।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ଲୁଟେରାଙ୍କ ଦୌରାତ୍ମ୍ୟ ଲୋକଙ୍କ ନିଦ ହଜାଇ ଦେଇଥିଲା। ଶେଷରେ ପୋଲିସ ୪ ବାଇକ୍ ଲୁଟେରାଙ୍କୁ କାବୁ କରିବାରେ ସକ୍ଷମ ହୋଇଛି।…
ଜୟପୁର, ୨୭।୮(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ନନ୍ଦପୁର ବ୍ଲକର ବଲଡ଼ା ରାଜସ୍ବ ମଣ୍ଡଳର ଅତିରିକ୍ତ ରାଜସ୍ବ ନିରୀକ୍ଷକ କୈଳାସ ଚନ୍ଦ୍ର ବିଶ୍ୱାଳ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ…
କେନ୍ଦୁଝର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଆଞ୍ଚଳିକ ପରିବହନ ଅଫିସ ନିକଟରେ ଥିବା ମୋବାଇଲ ଦୋକାନରୁ ରବିବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ୍ ଚୋରି ହୋଇଛି।…
କାକଟପୁର,୨୬।୮(ଡି.ଏନ୍.ଏ.): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଚରିତ୍ରକୁ ସନ୍ଦେହ କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ପିଟିପିଟି…
ନିରାକାରପୁର, ୨୬।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାମ ମନ୍ଦିର ଓ ସାଇ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିରର…
କେନ୍ଦୁଝର, ୨୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ବନ ଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ଗ୍ରାମ ମେଡିକାଲ ନିକଟରୁ ରବିବାର ରାତିରେ ହରିଚନ୍ଦନପୁର ଓ ଭଗାମୁଣ୍ଡା…
ଭୁବନେଶ୍ୱର,୨୬ା୮(ବ୍ୟୁରୋ) : କମିଶନରେଟ୍ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇ ପୁଣି ଲୁଟେରା ମାତିଛନ୍ତି। ପାତ୍ରପଡା ଅଞ୍ଚଳରେ ଥିବା ଦୋକାନରେ ପଶି ମୁଣ୍ଡରେ ପିସ୍ତଲ ଲଗାଇ ଟଙ୍କା ଓ…
ପୁରୀ ଅଫିସ, ୨୫।୮: କିଛିଦିନର ନୀରବତା ପରେ ପୁଣି ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଶୁକ୍ରବାର ନରେନ୍ଦ୍ରକୋଣରେ ଜଣେ ଲଜ୍ ମାଲିକଙ୍କୁ ଆକ୍ରମଣ ଘଟଣାର…