ରାୟଗଡ଼ା ଅଫିସ,୬।୧୦: ରାୟଗଡ଼ା ଜିଲା ଇନ୍ଦିରାନଗରର ୬ ଲେନ୍ରେ ଜୁଆଆଡ୍ଡା ଚାଲିଥିବା କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ ଶନିବାର ରାତିରେ ଚଢ଼ାଉ କରିଥିଲା। ଆଇଆଇସି…
ଜଗତ୍ସିଂହପୁର ଅଫିସ,୬।୧୦: ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଅନ୍ତର୍ଗତ ଦାଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗାଁରେ ଥିବା ବିଦ୍ୟାଳୟ…
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ଟିଟୋଙ୍କ ଡାହାଣ ହାତ କୁହାଯାଉଥିବା ସେକ୍ ଜାବିଦ୍ ଓରଫ ଡାଙ୍ଗଙ୍କୁ ଏସ୍ଟିଏଫ୍ ଶନିବାର ସକାଳେ କେନ୍ଦ୍ରାପଡ଼ାର ଏକ ହୋଟେଲରୁ ଗିରଫ କରିଛି। ଡାଙ୍ଗଙ୍କ…
ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୋଲିସ ଠିକ୍ ଭାବେ ତଦନ୍ତ କରୁନି। ଫଳରେ ଦୋଷୀ ଖସି ଯାଉଥିବାବେଳେ ନିର୍ଦ୍ଦୋଷ ଜେଲ୍ ଯାଉଛି। ବିନା ତଦନ୍ତରେ ମଧ୍ୟ ମନଇଚ୍ଛା ଦଫା ଲଗାଉଥିବାରୁ ନ୍ୟାୟିକ…
ରେମୁଣା, ୫ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଶେରଗଡ ଛକରେ ଶନିବାର ଅପରାହ୍ନ ୩ଟା ବେଳେ ଜଣେ ବ୍ୟବସାୟୀଙ୍କୁ ଗୁଳିମାଡ କରାଯାଇଛି। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର…
ଯୋଡ଼ା,୫।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟାଷ୍ଟିଲ ପୂର୍ବଯୋଡ଼ା ଲୌହଖଣିରେ କାର୍ଯ୍ୟରତ ଜଣେ ସୁରକ୍ଷାକର୍ମୀଙ୍କୁ ଦୁର୍ବୃତ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର…
କେନ୍ଦୁଝର,୫।୧୦(ଡି.ଏନ୍.ଏ.) : କେନ୍ଦୁଝରରେ କଳା ପଲସର ଆତଙ୍କ ଦେଖାଦେଇଛି। ଟାଉନ ଥାନାଠାରୁ ମାତ୍ର ୫ଶହ ମିଟର ଦୂର ତଥା ସ୍ପଷ୍ଟ ଦିବାଲୋକରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ…
ଜୟପୁର,୫।୧୦(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ପୋଲିସ ୭ କୁଖ୍ୟାତ ଡକାୟତଙ୍କୁ ଗିରଫ କରିଛି। ଏ ନେଇ ଶନିବାର ଏସ୍ଡିପିଓ ହରେକୃଷ୍ଣ ମାଝି ଏକ ଖବରଦାତା ସମ୍ମିଳନୀରେ ସୂଚନା…
ନୟାଗଡ଼ ଅଫିସ,୫।୧୦: ନୟାଗଡ଼ ଜିଲା ଓଡ଼ଗାଁ ଥାନା ଦ୍ୱିତିକେଶ୍ୱର ମନ୍ଦିର ନିକଟସ୍ଥ ଶୁଳିଆ ସଂରକ୍ଷିତ ଜଙ୍ଗଲରୁ ଶନିବାର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ…
ଆନନ୍ଦପୁର,୫। ୧୦(ସ୍ବ.ପ୍ର.): ଚେନ୍ନାଇରୁ ଚୋରି କରିଥିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ଦରଡ଼ିପାଳ ଗ୍ରାମର ଜଣେ ଯୁବକଙ୍କୁ ଶୁକ୍ରବାର ରାତିରେ ଚେନ୍ନାଇ ପୋଲିସ ଗିରଫ କରିଛି।…