ଅପରାଧ

ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର ପୋଲିସ…

7 years ago

ରାଜଧାନୀରେ ଯୁବକଙ୍କୁ ଗଳାକାଟି ହତ୍ୟା, କାର୍ଟୁନରେ ଗୁଡ଼ାଇ ଫିଙ୍ଗିଦେଲେ

ଭୁବନେଶ୍ୱର,୨।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟରେ ଥିବା ଏକ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରୁ ଶନିବାର ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

7 years ago

ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ

ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍‌)ରେ ଚାଲୁଥିଲା ବେଆଇନ୍‌ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ ଏ…

7 years ago

କୋଟିପତି ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା, ସୁନା, ଗାଡ଼ି ଜବତ

ଚଢ଼େଇଧରା,୨।୬(ଡିଏନଏ)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ସାମସୁନ୍ଦରପୁର ୟୁଜିଏମ୍‌ଇ ସ୍କୁଲର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ମିଶ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ…

7 years ago

ଅଚିହ୍ନା ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା: ପଥର ତଳେ ମୃତଦେହ ଚାପି ଦେଇ ଦୁର୍ବୃତ୍ତ ଫେରାର

ପାଟକୁରା, ୨ା୬(ଡ଼ି.ଏନ.ଏ.)-କେନ୍ଦ୍ରାପଡା ଜିଲା ପାଟକୁରା ଥାନା ଅନ୍ତର୍ଗତ ପଳସୁଧା ପଞ୍ଚାୟତ ନିକଟ ପାଇକା ନଦୀର ପଥର ବୁରୁଜ ନିକଟରେ ଶୁକ୍ରବାର ରାତିରେ ଜଣେ ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା…

7 years ago

ଝିଅ ବାହାଘର ପାଇଁ ଥିବା ସୁନାଅଳଙ୍କାର ଚୋରି ଘଟଣା: ୪ ଅଭିଯୁକ୍ତ ଗିରଫ; ଅଳଙ୍କାର, ଟଙ୍କା ଜବତ

ଭାପୁର/ଖଣ୍ଡପଡା,୨ା୬(ଡି.ଏନ୍‌.ଏ./ସ୍ବ.ପ୍ର.)- ଭାପୁର ଅଞ୍ଚଳରେ ଜଣେ ବ୍ୟକ୍ତି ଝିଅର ବାହାଘର ପାଇଁ ରଖିଥିବା ଲକ୍ଷାଧିକ ଟଙ୍କା ଓ ସୁନା, ରୂପା ଗହଣା ଚୋରି ହେବା ଘଟଣାରେ ଫତେଗଡ଼ ପୋଲିସ…

7 years ago

ବହୁଚର୍ଚ୍ଚିତ ସୁଦାମ ସ୍ବାଇଁ ହତ୍ୟା ମାମଲା: ମହିଳାଙ୍କ ସମେତ ୪ଜଣଙ୍କୁ ଆଜୀବନ କାରାଦଣ୍ଡ

ନୟାଗଡ଼ ଅଫିସ,୨ା୬- ୨୦୧୬ରେ ବହୁଚର୍ଚ୍ଚିତ ସୁଦାମ ସ୍ବାଇଁ ହତ୍ୟା ମାମଲାର ଶୁଣାଣି କରି ଶନିବାର ନୟାଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ପ୍ରସନ୍ନ କୁମାର ପଣ୍ଡା ଜଣେ…

7 years ago

ଶିକ୍ଷକ ସ୍ବାମୀକୁ ଲଣ୍ଡା, ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଲେ; ଲଜ୍ଜାରେ ଶିକ୍ଷୟିତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଜଣେ ଶିକ୍ଷକଙ୍କୁ ଲୋକେ ଲଣ୍ଡା କରିବା ସହ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଛନ୍ତି। ଭୁବନେଶ୍ୱରର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଧିରୁକିଟି ବସ୍ତିରେ…

7 years ago

କାମ ଦେବା ନଁ।ରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲାପାଳ,ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

  ଗଞ୍ଜାମ,୧ା୬(ଡି.ଏନ.ଏ.)- ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସ୍ଥାନୀୟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ କାମ ଦେବା…

7 years ago

ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ପୁରୁଷୋତ୍ତମପୁର,୧।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କଇଠଡା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ କଇଠଡାର ଡାକ୍ତର ପ୍ରଧାନ…

7 years ago