ଅପରାଧ

ରାଜଧାନୀରେ ନକଲି ତେଲ, ଘିଅ କାରଖାନା ଠାବ: ପୂଜକଙ୍କ ସମେତ ୪ ଅଟକ

କଟକ ରୋଡ୍‌,୩।୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଲକ୍ଷ୍ମୀସାଗର ଥାନା ପୋଲିସ ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ହାଉସିଂ ରୋଡ୍‌ ଷ୍ଟେଜ୍‌-୧ ଅଞ୍ଚଳରେ ଚଢ଼ାଉ କରି…

7 years ago

ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ ଜଣେ…

7 years ago

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ସ୍ବାମୀ ଗିରଫ

ଡାବୁଗାଁ,୨।୯(ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ସରଗୁଡା ଗ୍ରାମରେ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଟାଙ୍ଗିଆରେ ହାଣି ରବିବାର ବିଳମ୍ବିତ ରାତିରେ ହତ୍ୟା କରଛି।…

7 years ago

କୁଖ୍ୟାତ ଅପରାଧୀ ମୁସିମ ଏନ୍‌କାଉଣ୍ଟରରେ ଆହତ

ସମ୍ବଲପୁର ଅଫିସ୍‌,୨।୯: ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ମୁସିମ ଅଖତାର ଆହତ ହୋଇଛି। ସୋମବାର ଭୋର ୫ଟା ୨୦ ମିନଟରେ ସିଟି ଷ୍ଟେସନ ନିକଟରେ ଏହି ଏନକାଉଣ୍ଟର ଘଟିଛି।…

7 years ago

ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ

କେସିଙ୍ଗା,୧।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି ହତ୍ୟା…

7 years ago

ଉଦ୍ଧାର ଗାଡ଼ି ଛାଡ଼ିବାକୁ ଲାଞ୍ଚ ଦାବି: ନୟାପଲ୍ଲୀ ଥାନା ଏସ୍‌ଆଇ ନିଲମ୍ବିତ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଉଦ୍ଧାର ହୋଇଥିବା ଚୋରି ଗାଡ଼ି ଦେବା ପାଇଁ ମାଲିକଠାରୁ ୭ହଜାର ଟଙ୍କା ଲାଞ୍ଚ ଦାବି କରି ନିଲମ୍ବିତ ହୋଇଛନ୍ତି ନୟାପଲ୍ଲୀ ଥାନାର ଏସ୍‌ଆଇ ସୁଧାଂଶୁ…

7 years ago

ଟ୍ୟୁଶନ ଯିବାବେଳେ ଛାତ୍ରୀଙ୍କୁ ଅସଦାଚରଣ ମାମଲା: ପୋଲିସକୁ ଡେମୋ ଦେଖାଇଲେ ଅଭିଯୁକ୍ତ; ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

କଟକରୋଡ,୧ା୯(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଥିବା ଏକ ଅସଦାରଚରଣ ଘଟଣାରେ ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ କଟକ ଜିଲା ବାଙ୍କୀ ଥାନା…

7 years ago

୧୫ଲକ୍ଷ ଟଙ୍କାର ଚୋରି ସାମଗ୍ରୀ ଉଦ୍ଧାର, ୬ ଗିରଫ

ବାଲେଶ୍ୱର ଅଫିସ, ୩୧।୮-ବାଲେଶ୍ୱର ଟାଉନ ଥାନା ଅଧୀନ ସୁନହଟ କନକଦୁର୍ଗା ମନ୍ଦିର ନିକଟସ୍ଥ ପରମେଶ୍ୱର ପ୍ରଧାନଙ୍କ ଭଉଣୀ ଘରୁ ଗତ ୨୭ତାରିଖ ରାତିରେ ସୁନାଗହଣା, ନଗଦ ଟଙ୍କା…

7 years ago

ଭିଜିଲାନ୍ସ ଜାଲରେ ସମଲ ବ୍ୟାରେଜ ବରିଷ୍ଠ କିରାଣୀ

ତାଳଚେର,୩୦।୮(ସ୍ବ.ପ୍ର.): ସମଲ ବ୍ୟାରେଜର ବରିଷ୍ଠ କିରାଣୀ ପ୍ରଦ୍ୟୁମ୍ନ କୁମାର ବେହେରା ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସରକିଶୋରିପାଳ ଗ୍ରାମର ଅକ୍ଷୟ କୁମାର ସାହୁଙ୍କଠାରୁ କଣ୍ଟ୍ରାକ୍ଟର ଲାଇସେନ୍ସ…

7 years ago

ବେଆଇନ୍‌ ବାଲି ଚାଲାଣ: ୨ ଟ୍ରାକ୍ଟର ଜବତ

ଆନନ୍ଦପୁର,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ପକ୍ଷରୁ ଆନନ୍ଦପୁର ଥାନା ଶାଳବଣି ଗ୍ରାମରେ ଶୁକ୍ରବାର ଚଢ଼ାଉ କରାଯାଇ ବେଆଇନ ବାଲି ଚାଲାଣ କରୁଥିବା ଦୁଇଟି ଟ୍ରାକ୍ଟର ଜବତ…

7 years ago