ଅପରାଧ

ଜଳେଶ୍ବରରୁ ୬ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ବର, ୩୦।୮(ବ୍ୟୁରୋ): କଟକ ଅବକାରୀ ବିଭାଗର ଭ୍ରାମ୍ୟମାଣ ଫ୍ଲାଇଂ ସ୍କ୍ବାଡ୍‌ ତରଫରୁ ଅଚାନକ ଚଢ଼ାଉ କରାଯାଇ ଜଳେଶ୍ୱର ଷ୍ଟେଶନବଜାର କାଳୀମନ୍ଦିର ସମ୍ମୁଖରୁ ୧ଶହ ଗ୍ରାମର ବ୍ରାଉନସୁଗାର ଜବତ…

7 years ago

ଗ୍ରାମବାସୀଙ୍କୁ ଭୟଭୀତ କରିବା ମହଙ୍ଗା ପଡ଼ିଲା: ଯୁବକ ଗିରଫ, ଦେଶୀ ବନ୍ଧୁକ ଜବତ

ପଦ୍ମପୁର,୩୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଜମଲା ଗ୍ରାମର ଜଣେ ଯୁବକଙ୍କୁ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଇବା ମହଙ୍ଗା ପଡ଼ିଛି। ପଦ୍ମପୁର ଥାନା ପୋଲିସ ଯୁବକଙ୍କ ଘରେ ଚଢ଼ାଉ…

7 years ago

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ କୋର୍ଟଚାଲାଣ

ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏକ ବିଦ୍ୟାଳୟରେ ଗତ ବୁଧବାର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବାନେଇ ଛାତ୍ରୀଙ୍କ ବାପା ଗୁରୁବାର ତୁରୁମୁଙ୍ଗା…

7 years ago

ଦୁର୍ଘଟଣା ପରେ ଡ଼ମ୍ପର ଚାଳକଙ୍କୁ ମାଡ଼ ମାରିବା ଘଟଣା : ୭ ଗ୍ରାମବାସୀଙ୍କୁ ଗିରଫ କଲା ପୋଲିସ

ରାଇରଙ୍ଗପୁର,୨୯ା୮(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଏକ ଦୁର୍ଘଟଣାକୁ ନେଇ ଡମ୍ଫର ଚାଳକ ବିଶ୍ୱନାଥ ହଁାସଦାଙ୍କୁ ମାଡ଼ ମାରିବା ଓ ଲୁହାଖଣି ମାଲିକଙ୍କ…

7 years ago

ବିବାହର ୭ ମାସ ନ ପୂରୁଣୁ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ପୋଖରୀରୁ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ତିର୍ତ୍ତୋଲ,୨୯।୮(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ବଣିତୋ ଗ୍ରାମରେ ଗୁରୁବାର ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ରାଜକିଶୋର ବେହେରାଙ୍କ ସ୍ତ୍ରୀ…

7 years ago

ବେତନଟୀ ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଦୋଷୀ ଯୁବକଙ୍କୁ ଫାଶୀ

ବାରିପଦା ଅଫିସ,୨୮ା୮- ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ମୟୂରଭଞ୍ଜ ଅତିରିକ୍ତ ଜିଲା ଦୌରାଜଜ ବୁଧବାର ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ପ୍ରଦାନ କରିଛନ୍ତି।…

7 years ago

ଶିମିଳିପାଳ ଜଙ୍ଗଲରୁ ୨ ଶିକାରୀ ଗିରଫ: ମାଂସ, ଧନୁ, ତୀର ଜବତ

ଠାକୁରମୁଣ୍ଡା, ୨୮।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ମଣ୍ଡଳଝରୀ ବିଟ ଶିମିଳିପାଳ କମ୍ପାର୍ଟମେଣ୍ଟ ନଂ-୩ ସଂରକ୍ଷିତ ଜଙ୍ଗଲରୁ ସମ୍ବର ମାଂସ ସହ ୨ ଶିକାରୀଙ୍କୁ ବନ ବିଭାଗ…

7 years ago

ମହିଳାଙ୍କୁ ପ୍ରତାରଣା କରି ଫେରାର ହେବା ଘଟଣା: ଦୁଇ ବର୍ଷ ପରେ ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୮।୮: ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେବା ସହ ଶାରୀରିିକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

7 years ago

ଫୁଲନଖରା ନକଲି ତେଲ କାରଖାନା ଉପରେ ଚଢ଼ାଉ: ମେଶିନ ସହ ବିଭିନ୍ନ ସାମଗ୍ରୀ ଜବତ

ଫୁଲନଖରା,୨୮।୮(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଫୁଲନଖରା ନିକଟ ବମ୍ଫକୁଦଠାରେ ଚାଲିଥିବା ନକଲି ଖାଇବାତେଲ କାରଖାନା ଉପରେ ବୁଧବାର ସକାଳେ ପୋଲିସ ଚଢ଼ାଉ…

7 years ago

ପୂର୍ବ ଶତ୍ରୁତାରୁ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଧରିବା ଦାବିରେ ଥାନା ସମ୍ମୁଖରେ ଧାରଣା

ଗୋପ, ୨୭।୮(ଡି.ଏନ୍‌.ଏ.)-ପୂର୍ବ ଶତ୍ରୁତାରୁ ଜଣେ ମହିଳାଙ୍କ ଆକ୍ରମଣ ପରେ ତାଙ୍କୁ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ୨୨ ଦିନ ବିତିଥିଲେ ବି ପୋଲିସ ଅପରାଧୀଙ୍କୁ ଧରିବାରରେ ସକ୍ଷମ…

7 years ago