ଅପରାଧ

ହିଞ୍ଜିଳି ପୋଲିସ ଦ୍ୱାରା ଗଞ୍ଜେଇ ଚୋରାଚାଲାଣ ର଼୍ୟାକେଟ ଠାବ: ୨ବସ୍ତା ଗଞ୍ଜେଇ ଜବତ, ୩ ଗିରଫ

ହିଞ୍ଜିଳିକାଟୁ,୨୨ା୭(ଡି.ଏନ୍‌.ଏ): କନ୍ଧମାଳଠାରୁ ରାଜଧାନୀ ନୂଆଦିଲୀ ପର୍ଯ୍ୟନ୍ତ ଲମ୍ବିଥିବା ଏକ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ରବିବାର ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଠାବ କରିବା ସହ ଗ୍ୟାଙ୍ଗର ୩…

7 years ago

ଦୋକାନ ସଟର୍‌ ଭାଙ୍ଗି ଚୋରି କରି ନେଲେ ୮୦ ହଜାର ଟଙ୍କା

ବ୍ରହ୍ମପୁର ଅଫିସ, ୨୨।୭: ଟାଉନ ଥାନା ଅନ୍ତର୍ଗତ ଭାପୁର ବଜାର ରେ ଥିବା ସାହୁ ଫୁଡ୍ସରୁ ରବିବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ତାଲା ଭାଙ୍ଗି…

7 years ago

ଗୋଡ଼ାଇ ଗୋଡ଼ାଇ ହାଣିଲେ, ଯୁବକ ଗୁରୁତର

ବୋଲଗଡ଼,୨୨।୭(ଡି.ଏନ୍‌.ଏ.): ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ସାନକୁମାରୀ ମଙ୍ଗଳା ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସାନକୁୁମାରୀ ଗ୍ରାମର ଗଣେଷ ଖଣ୍ଡାଇ(୨୫)ଙ୍କୁ…

7 years ago

ବିଞ୍ଝାରପୁରରେ ନବବଧୂଙ୍କୁ ତଣ୍ଟିକାଟି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଯାଜପୁର ଅଫିସ,୨୨।୭: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବାଙ୍ଗରା ଗ୍ରାମ ଗୁଣ୍ଡିରିପଡ଼ା(ବିଲସାହି)ରେ ରବିବାର ବିଳମ୍ବିତ ରାତିରେ ଜଣେ ନବବଧୂଙ୍କୁ ଧାରୁଆ ଅସ୍ତ୍ରରେ ତଣ୍ଟିକାଟି ହତ୍ୟା କରାଯାଇଛି…

7 years ago

୩ ମାସରେ ୫୦୨ ଝିଅ ନିଖୋଜ : ଭୁବନେଶ୍ୱର, କଟକ ସ୍ଥିତି ଉଦ୍‌ବେଗଜନକ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ) : ରାଜ୍ୟରେ ବଢୁଛି ନିଖୋଜ ଝିଅଙ୍କ ସଂଖ୍ୟା। ଚଳିତ ବର୍ଷ ଜାନୁୟାରୀରୁ ମାର୍ଚ୍ଚ ମାସ ମଧ୍ୟରେ ୫୦୨ଜଣ ଝିଅ ନିଖୋଜ ହୋଇଛନ୍ତି। ସେଥିମଧ୍ୟରୁ ୭୯…

7 years ago

ଡକାୟତି ଯୋଜନା: ଗିରଫ ହେଲେ ୭ ଅଭିଯୁକ୍ତ

ବାରଙ୍ଗ,୨୨ା୭(ଡି.ଏନ୍‌.ଏ.) : ବାରଙ୍ଗ ଥାନା ଅଞ୍ଚଳରେ ଶନିବାର ରାତିରେ ଡକାୟତି ପାଇଁ ଯୋଜନା ଚାଲିଥିବାବେଳେ ପୋଲିସ ହାବୁଡରେ ୭ଜଣ ଧରାପଡିଛି। ରବିବାର ସେମାନଙ୍କ ବିରୋଧରେ ୧୧୮/୧୯ନଂରେ ଏକ…

7 years ago

୨ ଅପରାଧ ଘଟଣାରେ ୭ ଗିରଫ : ବ୍ରାଉନ୍‌ସୁଗାର, ବିପୁଳ ଟଙ୍କା, ମାରଣାସ୍ତ୍ର ଜବତ

ଜଟଣୀ,୨୨ା୭(ଡି.ଏନ.ଏ.) : ପୃଥକ୍‌ ଦୁଇ ଅପରାଧ ଘଟଣା ଚୋରା ବ୍ରାଉନ୍‌ସୁଗାର କାରବାର ଓ ଡକାୟତି ଯୋଜନା କରୁଥିବା ସମୟରେ ଜଟଣୀ ଥାନା ପୋଲିସ ଚଢାଉ କରି ୭…

7 years ago

ନାବାଳକ ପୁଅ ସମ୍ମୁଖରେ ମା’ଙ୍କୁ ଅସଦାଚରଣ : ଅଭିଯୁକ୍ତଙ୍କୁ ଛାଡ଼ି ନାବାଳକଙ୍କୁ ୩୦ ଘଣ୍ଟା ଅଟକ ରଖିଲା ପୋଲିସ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ନାବାଳକଙ୍କ ସମ୍ମୁଖରେ ତାଙ୍କ ମା’ଙ୍କୁ ଅସଦାଚରଣ। ପ୍ରତିରୋଧ କରିବାରୁ ନାବାଳକଙ୍କୁ ଆକ୍ରମଣ। ପରେ ଆକ୍ରଣକାରୀ ଓ ନାବାଳକଙ୍କ ମଧ୍ୟରେ ମାର୍‌ପିଟ୍‌। ହେଲେ ଅସଦାଚରଣ କରିଥିବା…

7 years ago

ସିରିଜ ଚୋରି ଘଟଣା : ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର ଓ ଟଙ୍କା ଜବତ

ବ୍ରହ୍ମପୁର ଅଫିସ,୨୧।୭: ସଦର ଥାନା ପୋଲିସ ଫେରାର ଥିବା ଏକ ପେସାଦାର ଚୋର ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଅପରାହ୍ନରେ…

7 years ago

ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣା: ନିଜ ଆଡୁ ମାମଲା ରୁଜୁ କଲା ପୋଲିସ, ଅଭିଯୁକ୍ତଙ୍କୁ ଧରିବା ଲାଗି ଗଠନ ହେଲା ୩ ଟିମ୍‌

ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋଲିସ ରବିବାର ନିଜ ଆଡ଼ୁ ବଳାତ୍କାର ଓ ହତ୍ୟା ଉଦ୍ୟମ…

7 years ago