ଅପରାଧ

ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ

ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ଅତି…

7 years ago

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍‌ରେ…

7 years ago

ମାଡ଼ିଗଲା କାର୍‌: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର

ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ…

7 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ।…

7 years ago

ଭିଜିଲାନ୍ସ ଜାଲରେ ଅମିନ

ବାରିପଦା ଅଫିସ,୭।୬: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଅମିନ ସୁମନ୍ତ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଭିଜିଲାନ୍ସ…

7 years ago

ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ

ବୌଦ୍ଧ,୭ା୬(ସ୍ବ.ପ୍ର.): ବୌଦ୍ଧ ସହର ନିକଟବର୍ତ୍ତୀ ମୁରୁଷୁଣ୍ଡି ପଞ୍ଚାୟତର ସରଣ୍ଡା ଗ୍ରାମରେ ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ ଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ…

7 years ago

ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ…

7 years ago

ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍‌

ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍‌ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି…

7 years ago

ବଞ୍ଚିଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୬।୬(ଡି.ଏନ.ଏ)- ନୂତନ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…

7 years ago

ତାଲା ଭାଙ୍ଗି ଚୋରି

ଆସିକା,୬।୬(ଡି.ଏନ୍‌.ଏ.)- ଆସିକା ସହରାଞ୍ଚଳରେ ପୁଣି ଲୁଟେରା ସକ୍ରିୟ ହୋଇଉଠିଛନ୍ତି। ବୁଧବାର ରାତିରେ ଆସିକା ଏନ୍‌ଏସିର ଅଶୋକା ସିନେମା ରୋଡରେ ଦୁର୍ବୃତ୍ତ ଏକ ସେଲୁନ୍‌ ଦୋକାନ ତାଲା ନଗଦ…

7 years ago