ଅପରାଧ

ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣି, ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି ଝରକା ପଟେ ଫିଙ୍ଗିଦେଲେ ବିଡ଼ାବିଡ଼ା ନୋଟ୍‌

ଭବାନୀପାଟଣା,୧୩ା୧୧(ଉତ୍ତମ ଦାଶ): ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଡିଭିଜନର ବରିଷ୍ଠ କିରାଣି ଟି. ଭେଙ୍କଟଗିରି ରାଓ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କ ସରକାରୀ କ୍ୱାର୍ଟର୍ସରେ ପେନ୍‌ସନ୍‌ ସୁବିଧା ବୃଦ୍ଧି ପାଇଁ…

11 months ago

ଦିଗପହଣ୍ଡି ସହରରେ ଛିନତାଇ ମାମଲା: ନାବାଳକଙ୍କ ସମେତ ୨ ଅଭିଯୁକ୍ତ କୋର୍ଟଚାଲାଣ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଗତ କିଛିଦିନ ଧରି ଆତଙ୍କ ସୃଷ୍ଟି କରୁଥିବା ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀର ଜଣେ ନାବାଳକଙ୍କ ସମେତ ୨…

11 months ago

ଇନଷ୍ଟାଗ୍ରାମରୁ ପ୍ରେମ, ଲଜ୍‌ରେ କଲେଜ ଛାତ୍ରୀଙ୍କୁ ବଳାତ୍କାର; ଘରୁ ସୁନା-ଟଙ୍କା ଆଣିବାକୁ କହି…

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ କଲେଜ ଛାତ୍ରୀଙ୍କୁ ପ୍ରଲୋଭିତ କରି ଲଜ୍‌ରେ ରଖି ବଳାତ୍କାର କରିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ବ୍ରହ୍ମପୁର ବଡ଼ବଜାର ପୋଲିସ ବାନ୍ଧିଛି। ସେ…

11 months ago

ଫେସ୍‌ବୁକ୍‌ରେ ରାୟଗଡ଼ା ଜିଲାପାଳଙ୍କ ନାଁରେ ନକଲି ଆକାଉଣ୍ଟ,ପୋଲିସକୁ ସୂଚନା ଦେଲେ…

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ସାଇବର ଅପରାଧୀମାନେ ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନାଁରେ ଏକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜିଲାର ଜନସାଧାରଣଙ୍କୁ ଭୁଆଁ ବୁଲାଉଛନ୍ତି। ରାୟଗଡ଼ା…

11 months ago

ଠିକାକାମକୁ ନେଇ ଗୋଷ୍ଠୀ ସଂଘର୍ଷ: ଜେଲ ଗଲେ ସରପଞ୍ଚଙ୍କ ସ୍ବାମୀ ସମେତ ଅନ୍ୟଜଣେ…

ଦିଗପହଣ୍ଡି,୧୨ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକାକାମକୁ ନେଇ ଦୀର୍ଘଦିନ ଧରି ଭାଜପା ସମର୍ଥିତ…

11 months ago

ଜଙ୍ଗଲରେ ଚଳାଇଥିଲେ ବେଆଇନ କାରବାର, ଅତର୍କିତ ଚଢ଼ାଉ କରି ଅବକାରୀ ବିଭାଗ…

ମୋହନା, ୧୨।୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅବକାରୀ ବିଭାଗ ଅତର୍କିତ ଭାବେ ଚଢ଼ାଉ କରି ଦେଶୀ ମହୁଲି ମଦ ଓ ପୋଚ଼ ଜବତ କରିଛି। ବୁଧବାର…

11 months ago

ଖାଇବା ଦେବାରେ ବିଳମ୍ବ ହେଲା ବୋଲି ବାପାଙ୍କ ବେକରେ ଛିଡ଼ା ହୋଇ ପଡ଼ିଲେ ପୁଅ, ଚାଲିଗଲା ଜୀବନ

କେନ୍ଦୁଝର,୧୨।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଇବାକୁ ନେଇ ଏକମାତ୍ର ପୁଅ ମାଡରେ…

11 months ago

ମହିଳାଙ୍କୁ ପନିକିରେ ହାଣିଲେ ପଡ଼ୋଶୀ

ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ ଦେଉଳପଲ୍ଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ମଙ୍ଗଳବାର…

11 months ago

ଦିଗପହଣ୍ଡିରେ ଅସାମାଜିକ ତତ୍ତ୍ୱଙ୍କ ଆତଙ୍କରାଜ: ଏତଲା ପରେ ୩ ଯୁବକଙ୍କୁ ଅଟକ ରଖି…

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ କିଛିଦିନର ନୀରବତା ପରେ ପୁଣି ଅସାମାଜିକ ତତ୍ତ୍ୱଙ୍କ ଆତଙ୍କରାଜ ଦେଖାଦେଇଛି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ…

11 months ago

ଉତ୍ତରାଖଣ୍ଡରେ ରାୟଗଡ଼ା ଯୁବତୀଙ୍କୁ ହତ୍ୟା କରି ନଦୀରେ ଫିଙ୍ଗିଦେଲେ

ରାୟଗଡ଼ା,୭।୧୧ (ଆଶିଷ ରଞ୍ଜନ ପଣ୍ଡା): ଉତ୍ତରାଖଣ୍ଡରେ ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ହତ୍ୟା କରାଯାଇ ମୃତଦେହକୁ ଏକ ନଦୀରେ ଫିଙ୍ଗି ଦିଆଯାଇଥିଲା। ଉତ୍ତରାଖଣ୍ଡ…

11 months ago