ଅପରାଧ

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି। ଉକ୍ତ…

1 year ago

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର ରାତିରେ…

1 year ago

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା…

1 year ago

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ ଆଗରେ…

1 year ago

୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍‌ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା ଜଣାପଡ଼ିଛି।…

1 year ago

ବୁଦାମୂଳରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ପାଖରେ ପଡ଼ିଥିଲା ମଦ ବୋତଲ

ବୌଦ୍ଧ,୧୪ା୧୦(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ମଣିପୁର ନର୍ସରୀ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ,…

1 year ago

ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର ଭୀମ୍‌ସାରରେ…

1 year ago

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର…

1 year ago

୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୯ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଜଗଦଲପୁରରେ ୧ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣ ବୁଧବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଛୋଟା…

1 year ago

ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ ଚୋରି…

1 year ago