ଅପରାଧ

ନର୍ସିଂହୋମ କାନ୍ଥରେ ଝୁଲୁଛି ନର୍ସଙ୍କ ମୃତଦେହ; ଦିନକ ପୂର୍ବରୁ ଚାକିରିରେ ଯୋଗ ଦେଇଥିଲେ

ଉନ୍ନାଓ,୧।୫: ଉତ୍ତରପ୍ରଦେଶର ଉନ୍ନାଓର ବଙ୍ଗରାମାଉ ଥାନା ଅଞ୍ଚଳରେ ଏକ ଘରୋଇ ନର୍ସିଂହୋମର କାନ୍ଥରେ ଜଣେ ନର୍ସଙ୍କ ମୃତଦେହ ଝୁଲୁଥିବା ଦେଖାଯାଇଛି। ଚାକିରିରେ ଯୋଗ ଦେବାର ଦିନକ ପରେ…

2 years ago

ଫ୍ରେଣ୍ଡ ରିକ୍ୟୁଏଷ୍ଟ ପଠାଇ ଫସାଉଥିଲେ,୪୫ ନାବାଳିକାଙ୍କୁ ବ୍ଲାକ୍‌ମେଲ୍‌ ପାଇଁ କରିଥିଲେ ଯୋଜନା

କଟକ ଅଫିସ, ୨୯ା୪: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଏଡିଟିଂ କରି ସେମାନଙ୍କୁ ବ୍ଲାକ୍‌ମେଲ୍‌ କରୁଥିଲେ। ଏହି ଅଭିଯୋଗରେ କଟକ ସାଇବର ଥାନା ପୋଲିସ ଜଣେ ଯୁବକଙ୍କୁ ଶୁକ୍ରବାର…

2 years ago

କାର୍ଯ୍ୟାନୁଷ୍ଠାନ: ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କ ସମ୍ପତ୍ତି ଜବତ କଲା ଇଡି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପୂର୍ବତନ ଆଇଏଫ୍‌ଏସ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯.୮୩ ଲକ୍ଷ ଟଙ୍କାର ସମ୍ପତ୍ତିକୁ ଜବତ କରିଛି। ପ୍ରିଭେନସନ ଅଫ ମନି ଲଣ୍ଡ୍ରିଂ ଆକ୍ଟ(ପିଏମଏଲଏ) ଅନ୍ତର୍ଗତ…

2 years ago

ନାବାଳିକାଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ହତ୍ୟା: ୨ଜଣଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କଲେ ପୋକ୍ସୋ କୋର୍ଟ

ଜୟପୁର,୨୯।୪: ଗତ ବର୍ଷ ଜଣେ ୧୫ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର ଏବଂ ନିର୍ମମ ଭାବେ ହତ୍ୟା ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କରିଛନ୍ତି ରାଜସ୍ଥାନର ଏକ…

2 years ago

ବନ୍ଧୁ ହେବ ତ ଏମିତି; ଚହଲ ଜିତନ୍ତୁ ବୋଲି କହି ଚର୍ଚ୍ଚାରେ କୁଲଦୀପ

ମୁମ୍ବାଇ,୨୯।୪: ଚଳିତ ବର୍ଷ ଟି-୨୦ କ୍ରିକେଟର ସବୁଠାରୁ ବଡ଼ ଟୁର୍ନାମେଣ୍ଟ ‘ଆଇସିସି ଟି୨୦ ବିଶ୍ୱକପ୍‌’ର ଆୟୋଜନ ହେବାକୁ ଯାଉଛି। ଏବେ ଆଇପିଏଲ୍‌ ଚାଲିଥିବାରୁ ସମସ୍ତ ଦେଶର ନଜର…

2 years ago

ଝିଅ ସାମ୍ନାରେ ବାପାଙ୍କୁ ହାଣିଲେ

ପଦ୍ମପୁର,୨୯ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆନ୍ଦଲା ପଞ୍ଚାୟତର ଜୋରଗଡ଼ିଆ ଗ୍ରାମର କରୁଣାକର ପ୍ରଧାନ(୫୦)ଙ୍କୁ ଗ୍ରାମର କିଛି ଦୁର୍ବୃତ୍ତ ସଙ୍ଗବଦ୍ଧ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ…

2 years ago

ଆର୍‌ଏମ୍‌ସି କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଟାଉନ,୨୮ା୪(ଡି.ଏନ୍‌.ଏ.): ଯାଜପୁର ଆର୍‌ଏମ୍‌ସି କର୍ମଚାରୀ ଗୟାଧର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି…

2 years ago

ମାଲକାନଗିରିର ପୂର୍ବତନ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି, ୨୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ…

2 years ago

ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର

ଭୁବନେଶ୍ୱର,୨୮।୪(ବ୍ୟୁରୋ): ସାବଧାନ! ସହରରେ ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର। ଦେଖାଉଛନ୍ତି ଦିବ୍ୟାଙ୍ଗ ପ୍ରମାଣପତ୍ର। ଭିକ୍ଷା ମାଗିବା ଆଳରେ ଘରକୁ ଘର, ହଷ୍ଟେଲ, ମେସ୍‌ ବୁଲି…

2 years ago

ଜେଲ୍‌ରୁ ମୁକୁଳିଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ,୨୭।୪: ଜାମିନରେ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ୭ ଦିନିଆ ଅନ୍ତରୀଣ ଜାମିନରେ ବାଣପୁର ଉପକାରାଗାରରୁ ମୁକୁଳିଛନ୍ତି। ଗତ ଏପ୍ରିଲ…

2 years ago