ଅପରାଧ

ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ

ପଟ୍ଟାମୁଣ୍ଡାଇ, ୨୮ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମାଟିଆ ଗ୍ରାମରେ ଅଧିକ ଯୌତୁକ ପାଇଁ ଶନିବାର ଜନୈକା ବଧୂଙ୍କୁ ହତ୍ୟା କରାଯାଇଥିବା…

1 year ago

ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ ଜ୍ୱାଇଁଙ୍କ…

1 year ago

ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ କରିଥିବା…

1 year ago

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ…

1 year ago

ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ

କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍‌): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ…

1 year ago

ଖଲ୍ଲିକୋଟର ୩ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ:୮୧୯ ଲିଟର ଦେଶୀମଦ ଜବତ, ୪ ଗିରଫ

ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଗୁରାପଲ୍ଲୀ ଟୋଲ ଗେଟ, ଚିକିଲି ଓ ତାଳପଡ଼ା ରାସ୍ତାରେ ଅବକାରୀ ବିଭାଗ ଚଢ଼ାଉ କରି ୮୧୯…

1 year ago

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ ଚିକିଲି…

1 year ago

ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା ଲେଙ୍କା…

1 year ago

ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ଠିକାଦାର

ଭୁବନେଶ୍ୱର,୨୫ା୪: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ନୂଆପଡ଼ା ଜିଲା ଖଡ଼ିଆଳରେ ବିନା କାମରେ ସେ ୫୭…

1 year ago

ନବ ଦାସ ହତ୍ୟା ଘଟଣା: ଗୋପାଳଙ୍କ ପୂର୍ବ କଲ୍‌ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସଙ୍କ ପୁରୁଣା କଲ୍‌ ଡିଟେଲ ଖୋଲିଛି କ୍ରାଇମବ୍ରାଞ୍ଚ। ବୈଦ୍ୟନାଥପୁର ଥାନାରେ କ୍ରାଇମବ୍ରାଞ୍ଚର ତିନି ଜଣିଆ…

1 year ago