ଅପରାଧ

ଝିଅ ବିବାହ ଲାଗି ଗାଁକୁ ଆସିଥିଲେ, ପୋଖରୀ ହୁଡ଼ାରୁ ମିଳିଲା ବାପାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ

ସୋରଡ଼ା,୧୯।୧(ରଜନୀ ମହାପାତ୍ର): ଝିଅକୁ ବିବାହ କରାଇବା ଲାଗି ଗାଁକୁ ଆସିଥିଲେ ବାହାର ରାଜ୍ୟରେ ଦାଦନ ଖଟିବାକୁ ଯାଇଥିବା ବାପା। ହେଲେ ତା’ ପୂର୍ବରୁ ପୋଖରୀ ହୁଡ଼ାରୁ ମିଳିଛି…

1 year ago

ଲାଞ୍ଜିଗଡ଼ ବ୍ଲକ ଯନ୍ତ୍ରୀଙ୍କୁ ମାଡ଼ ମାରି ଗାଳିଗୁଲଜ କରିଥିଲେ, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ

ଲାଞ୍ଜିଗଡ, ୧୮।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ମାଡ ମାରିବା ଓ ଗାଳିଗୁଲଜ ଅଭିଯୋଗରେ ୩ ଜଣ ଅଭିଯୁକ୍ତକୁ କୋର୍ଟ ଚାଲାଣ…

1 year ago

ପ୍ରେମିକଙ୍କ ଫଟୋ ଧରି ଆତ୍ମହତ୍ୟା କରିଥିଲେ ନାବାଳିକା, ବାପା ଆଣିଲେ ଏମିତି ସାଂଘାତିକ ଅଭିଯୋଗ ଜାଣିଲେ…

କେନ୍ଦୁଝର,୧୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମର ଉଦୟ ବଲ୍ଲଭ ବାରିକଙ୍କ ଝିଅ ରୂପଶ୍ରୀ (୧୬) ଗତ ୧୩ ତାରିଖ ରାତିରେ ଦଉଡ଼ି ଦେଇ…

1 year ago

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ…

1 year ago

ନିଶା ଦେଇ ଜେଜେମା’-ନାତୁଣୀଙ୍କୁ ଅପହରଣ ଘଟଣା: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ସୁନା ଜବତ

ପୁରୁଷୋତ୍ତମପୁର,୧୭ା୧ (ସୀମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଯାହାକି ଏକ ଅଟୋ ଯୋଗେ ଘରକୁ ଫେରୁଥିବା ବେଳେ ଅଟୋ ଚାଳକ ଜଣେ ୬୦…

1 year ago

ବସଷ୍ଟାଣ୍ଡରେ ସାଙ୍ଗଙ୍କୁ ଛାଡ଼ିବାକୁ ଯାଇ ଘରକୁ ଫେରି ନ ଥିଲେ, ସାପୁଆ ନାଳରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଗୋପାଳପୁର,୧୭।୧(ନବୀନ ରାଜ ଆଚାରୀ): ଗତ ୧୪ ତାରିଖରୁ ନିଖୋଜ ଥିଲେ ଯୁବକ। ଶୁକ୍ରବାର ନାଳରେ ଭାସୁଥିବା ଅବସ୍ଥାରେ ଠାବ ହୋଇଛି ମୃତଦେହ। ମୃତକ ହେଲେ ଗଞ୍ଜାମ ଜିଲା…

1 year ago

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୧୭ା୧(ସତ୍ୟଜିତ୍‌ ରାଉତ): ରୋଜଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର କୋର୍ଟ (ପିଏମ୍‌ଏଲ୍‌ଏ) ତଥା ଜିଲା ଓ ଦୌରା ଜଜ୍‌ ଚାର୍ଜଫ୍ରେମ୍‌ କରିଛନ୍ତି। ରୋଜ୍‌ଭ୍ୟାଲି ଚେୟାରମ୍ୟାନ ଗୌତମ…

1 year ago

ଧନୁଯାତ୍ରା ଦେଖିବାକୁ ଆସି ବଳାତ୍କାରର ଶିକାର ହେଲେ ଯୁବତୀ: ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୧୬ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର…

1 year ago

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ ନବରଙ୍ଗପୁର…

1 year ago

ମୋହନାରୁ ଗଞ୍ଜେଇ ନେଇ ବ୍ରହ୍ମପୁର ଯାଉଥିଲେ ଅଭିଯୁକ୍ତ, ହାଜତ ପଠାଇଲା ଅବକାରୀ

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏସ୍‌ଆଇ ଅନୀତା ପ୍ରଧାନ ଗଜପତି ଜିଲା ମୋହନା ଥାନା କୀର୍ତ୍ତିଗି ଗ୍ରାମର ଜିତେନ୍ଦ୍ର ପାଇକଙ୍କୁ ଶୁକ୍ରବାର…

1 year ago