ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ
ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଘଟଣା ପଛର କାରଣ ଆଶ୍ଚର୍ଯ୍ୟଜନକ । ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ରୋଷେଇ କରିବାକୁ…
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ
ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ ଅଳିଆ ପକାଇବାକୁ ନେଇ ଗ୍ରାମର କପିଳ ପାଢ଼ୀଙ୍କ ସହ ସୀମାଞ୍ଚଳଙ୍କ ବଚସା ହୋଇଥିଲା।…
ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ
ଟେନ୍ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି। ସୂଚନାଯୋଗ୍ୟ, କୋଇଡ଼ା ଥାନା ଅନ୍ତର୍ଗତ ଗତ ପୁଣ୍ଢି ପୋଖରୀ ଜଙ୍ଗଲ ଅଞ୍ଚଳରେ ଗଛ…
ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…
ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ ନିଜ ଆଡୁ ମାମଲା…
ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…
ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ବଢୁଥିବା ବେଳେ ସେମାନଙ୍କ ପରିବାର ନଷ୍ଟ…
ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…
ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ ପାଇଖାନା ସଫା କରିବା ଏସିଡ୍ ମିଶ୍ରିତ ସ୍ପ୍ରାଇଟ୍ ପାନୀୟ ପିଆଇବା ପରେ ଲୁହାର…
ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…
ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ନୀତେଶ ନାୟକ ଓ…
ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…
ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍ କ୍ୟାଡର ମାଓବାଦୀ ସୁଖରାମ ମରକମ୍ ଓରଫ ସୁରେଶ ଓରଫ ୟୋଗେସ୍ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ଏ ସମ୍ବନ୍ଧରେ ଆଜି ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି…
ରେଲଓ୍ବେ ଟ୍ରାକ୍ରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ, ହତ୍ୟା ନା ଆତ୍ମହତ୍ୟାକୁ ନେଇ ଚାଲିଛି…
ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ରେଲଓ୍ବେ ଟ୍ରାକ୍ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିରହିଛି। ଅଜଣା ବ୍ୟକ୍ତିଙ୍କ ପରିଚୟ ଏ ଯାଏ ମିଳି ପାରି ନ ଥିବାବେଳେ,…
୪ ବର୍ଷ ଧରି ଝିଅକୁ ବଳାତ୍କାର କରୁଥିଲେ ବାପା, ଅଶ୍ଳୀଳ ଭିଡିଓ ଦେଖାଇ…
ଗାନ୍ଧୀନଗର,୨।୨: ଗୁଜୁରାଟର ରାଜକୋଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୧୯ ବର୍ଷୀୟ ଝିଅକୁ ଚାରି ବର୍ଷ ଧରି ନିଜ ବାପା ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ତେବେ ଝିଅଟି କିଛି ଦିନ ତଳେ ଘରୁ ପଳାଇବା…
କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…
ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର…
ପଥର କୋଇଲା ବୋଝେଇ ପିକ୍ଅପ୍ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ
ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍ଅପ୍କୁ ପୋଲିସ ଜବତ କରିଛି। ଏହି ଘଟଣାରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ଆଠମଲ୍ଲିକ ଥାନା ଗୋପାଳପୁର…
Archives


