ଅପରାଧ

Sahadev Nayak Murder Case: ସହଦେବ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ କଲେ ଆତ୍ମସର୍ମପଣ

ଭୁବନେଶ୍ୱର,୧୬ା୨: ରାଜଧାନୀ ଭୁବନେଶ୍ୱରରେ ବହୁ ଚର୍ଚ୍ଚିତ ସହଦେବ ନାୟକଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ରମା ନାୟକ ରବିବାର ଥାନାରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ ପରେ ପୋଲିସ ତାଙ୍କୁ ଗିରଫ କରିଛି। ଘଟଣା ଦିନ ସହଦେବଙ୍କୁ ବିଚ୍‌ ରାସ୍ତାରେ ଖଣ୍ଡାରେ ହାଣି…

ଡକାୟତି ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ

ବାଲିଗୁଡ଼ା,୧୪ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ୨୦୧୩ରେ ଏକ ଡକାୟତି ଗ୍ୟାଙ୍ଗ ଘର ଭିତରେ ପଶି ସୁନା, ରୁପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ। ଦୀର୍ଘ ୧୧ ବର୍ଷ ପରେ ଆଜି…

ଗେଷ୍ଟ୍‌ ହାଉସ୍‌ରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ଜଣେ ଯୁବତୀଙ୍କ ସହ ୩ ଗ୍ରାହକଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୩ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ସହର ଭିତରେ ସେକ୍ସ ର଼୍ୟାକେଟ୍‌ ଠାବ ହୋଇଛି। ରାଜେନ୍ଦ୍ର ପାର୍କ ନିକଟରେ ଥିବା ତିରୁପତି ଗେଷ୍ଟ ହାଉସ୍‌ରେ ସେକ୍ସ ର଼୍ୟାକେଟ୍‌ ଚାଲିଥିବା ନେଇ ଖବର ପାଇଥିଲା ଟାଉନ ଥାନା ପୋଲିସ। ଏକ ସ୍ବତନ୍ତ୍ର ଟିମ୍‌ ଗେଷ୍ଟ୍‌ ହାଉସ୍‌…

ଉଦ୍ଧାର ହେଲା ଚୋରି ବାଇକ୍‌, ୨ ଅଭିଯୁକ୍ତ ଗିରଫ

ଅତାବିରା/ସରଣ୍ଡା,୧୩ା୨(ହୃଷୀକେଶ ଖମାରୀ/ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରୁ ମଙ୍ଗଳବାର ଚୋରି ହୋଇଥିବା ବାଇକ୍‌(ନଂ-ଓଡି ୧୭ ଏସ୍‌ ୧୫୭୯)କୁ ପୋଲିସ ଜବତ କରିଛି। ଏହା ସହିତ ଏହି ଚୋରି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…

ବିବାହର ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ , ଗର୍ଭପାତ ପାଇଁ ଚାପ ପକାଇ ବନ୍ଧାହେଲେ ପ୍ରେମିକ

ରାଜକନିକା,୧୧ା୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଦିନକୁ ଦିନ ପ୍ରେମ ଓ ପ୍ରତାରଣା ମାମଲା ବଢ଼ିବାରେ ଲାଗିଛି। ଏ ନେଇ ଥାନା ଅଞ୍ଚଳରେ ସୋମବାର ଏମିତି ଏକ ପ୍ରେମ, ବିବାହ ପ୍ରତିଶ୍ରୁତି ପରେ ଗର୍ଭବତୀ ଓ ଧୋକା…

ଧରାପଡ଼ିଲେ ଆନ୍ତଃରାଜ୍ୟ ସାଇବର ଠକ, ନଗଦ ୨ ଲକ୍ଷ ଟଙ୍କା ଜବତ

କୋରାପୁଟ,୧୦ା୨(ଅମିତାଭ ବେହେରା): କୋରାପୁଟ ସାଇବର ପୋଲିସ ଦ୍ୱାରା ସୋମବାର ଜଣେ ଆନ୍ତଃରାଜ୍ୟ ସାଇବର ଠକକୁ ଗିରଫ କରାଯିବା ସହ ତାଙ୍କ ଠାରୁ ନଗଦ ୨ ଲକ୍ଷ ଟଙ୍କା୧୦ ଟି ଚେକ୍‌ ବୁକ୍‌ ଓ ଗୋଟିଏ ମୋବାଇଲ ଜବତ କରିଥିବା ସୋମବାର ସ୍ଥାନୀୟ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା, ବାଇକ୍‌ ସହ ମୃତଦେହ ଜବତ

ଦିଗପହଣ୍ଡି,୧୦ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ଡୋଳବ ଗାଁ ନିକଟ ରାସ୍ତାକଡ ଚାଷଜମିରୁ ଜଣେ ଯୁବକଙ୍କ ମୃତଦେହକୁ ସୋମବାର ସକାଳେ ପାଟପୁର ପୋଲିସ ଜବତ କରିଛି। ମୃତକ ଜଣକ ହେଲେ ପୋଡ଼ାମାରି ଗ୍ରାମ ଢ଼ିମିରା ସାହିର…

ମଦ୍ୟପଙ୍କୁ ମାରି ପୋତିଦେଲେ ସ୍ତ୍ରୀ-ପୁଅ-ଜ୍ୱାଇଁ, ମାଟିତଳୁ ବାହାରିଲା…

କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଗ୍ରାମରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ମୁନୁଗାପଦର ଗ୍ରାମର ଯଦୁ ଦଳପତିଙ୍କୁ ତାଙ୍କ ସ୍ତ୍ରୀ ରୁକ୍ମିଣୀ ଦଳପତି, ଦୁଇ ପୁଅ…

ଡ୍ୟୁଟିରେ ଥିବା SIଙ୍କୁ ନିର୍ଧୂମ ପିଟିଲେ..ଗାଡ଼ିରେ ବସାଇ କ୍ଷମା ମାଗିବାକୁ କହି ଭିଡିଓ ଶୁଟ୍‌ କଲେ… ଚକିତ କରୁଛି Video

ଇନ୍ଦୋର,୬।୨: ଦିନ ଥିଲା ପୋଲିସକୁ ଦେଖି ଲୁଚି ଯାଉଥିଲେ ଅପରାଧୀ। ହେଲେ ଏବେ ଖୁଲମ୍‌ଖୁଲା ଭାବେ ଚାଲିଛି ଅପରାଧ। ରୋକିବାକୁ ଯାଇ ପୋଲିସ ହଟହଟା ହେବା ସହ ମାଡ଼ ଖାଉଛନ୍ତି। ମଧ୍ୟପ୍ରଦେଶରେ ଏଭଳି କିଛି ଦୃଶ୍ୟ ଖବର ଶିରୋନାମା ପାଲଟିଛି। ଏଠାରେ…

ପଦ୍ମପୁରରେ ବଡ଼ଧରଣର ବାଇକ୍‌ ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ, ୭ ଗିରଫ

ପଦ୍ମପୁର,୫ା୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ବାଇକ ଚୋର ମାତିଥିବାରୁ ପୋଲିସ ପକ୍ଷରୁ ଏକ ବଡ଼ଧରଣର ପଦକ୍ଷେପ ନେବାକୁ ଆରକ୍ଷୀ ଅଧୀକ୍ଷକ ପିଏସ୍‌ ମୀନା ଆଦେଶ ଦେଇଥିଲେ। ପଦ୍ମପୁର ଉପଖଣ୍ଡ ପୋଲିସ ଅଧିକାରୀ ଅମ୍ରିତ ପାଳ କୌର ଓ ଥାନା…

ପ୍ରେମ ବିବାହ ପରେ ସ୍ତ୍ରୀଙ୍କୁ ନିର୍ଯାତନା ଦେଲେ ସ୍ବାମୀ, ଥାନାର ଦ୍ୱାରସ୍ଥ ହୋଇ ସ୍ତ୍ରୀ କହିଲେ…

ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମ କୁମ୍ଭାର ସାହିର ଜ୍ୟୋତ୍ସ୍ନାରାଣୀ ପ୍ରଧାନଙ୍କୁ ତାଙ୍କ ସ୍ବାମୀ କିଶୋର ପ୍ରଧାନ ଅଧିକ ଯୌତୁକ ପାଇଁ ଶାରିରୀକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ଏପରିକି ତାଙ୍କ ବିରୋଧରେ…

ମନ୍ଦିର ଯାଇଥିବାବେଳେ ମହିଳାଙ୍କୁ ହତ୍ୟା ଧମକ, ଅଭିଯୁକ୍ତଙ୍କ ନାଁରେ ମାମଲା

ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଜଣେ ମହିଳାଙ୍କୁ ତାଙ୍କ ଗ୍ରାମର ପିଣ୍ଟୁ ପ୍ରଧାନ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ କେସ୍‌ ନଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?