ଶେଷ ହେଲା ଧୀରଜ ସାହୁଙ୍କ ଉପରେ ଚାଲିଥିବା ଆୟକର ଚଢ଼ାଉ: ୩ ରାଜ୍ୟରୁ ଜବତ ହେଲା ୩୫୦ କୋଟିରୁ ଅଧିକ ନଗଦ ଟଙ୍କା
ନୂଆଦିଲ୍ଲୀ,୧୫।୧୨: କଂଗ୍ରେସ ଏମ୍ପି ଧୀରଜ ସାହୁଙ୍କ ଉପରେ ଚାଲିଥିବା ଆୟକର ବିଭାଗର ଚଢ଼ାଉ ଶୁକ୍ରବାର ଶେଷ ହୋଇଛି। ଦୀର୍ଘ ୧୦ ଦିନ ଧରି ଝାଡ଼ଖଣ୍ଡ, ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଏହି ଚଢ଼ାଉ ଜାରି ରହିଥିଲା। ଏହି ଚଢ଼ାଉରେ ୩୫୧ କୋଟି ଟଙ୍କା…
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ ହେଲେ ସାବତ ବାପା
କେନ୍ଦୁଝର,୧୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୧୬ ବର୍ଷର ନାବାଳିକା ବଳାତ୍କାର ମାମଲାରେ ସାବତ ବାପା ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି। ନାବାଳିକାଙ୍କ ମାନସିକ ଅବସ୍ଥା ଭଲ ନ ଥିବାରୁ ଶିଶୁକେନ୍ଦ୍ରରେ ରଖାଯାଇ କାଉନସେଲିଂ ଚାଲିଛି। ଗିରଫ ସାବତ ବାପାଙ୍କ ନାମ…
ଲେଡି ଡନ୍ ପୂଜା ସାଇନି କିଏ? କର୍ନି ସେନା ଅଧ୍ୟକ୍ଷ ସୁଖଦେବଙ୍କ ହତ୍ୟା ମାମଲାରେ ହୋଇଛନ୍ତି ଗିରଫ, ଜାଣନ୍ତୁ…
ଜୟପୁର,୧୨।୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ କର୍ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗମେଦିଙ୍କୁ ଘରେ ପଶି ଗୁଳି କରି ହତ୍ୟା କରିବା ମାମଲାରେ ମଙ୍ଗଳବାର ପୋଲିସ ପୂଜା ସାଇନି ନାମକ ମହିଳାଙ୍କୁ ଗିରଫ କରିଛି। ଏହି ଲେଡି ଡନ୍ଙ୍କ ଘରେ ଶୁଟ୍ର…
ପ୍ରାତଃଭ୍ରମଣରେ ଯାଇଥିବା ବେଳେ ବୃଦ୍ଧଙ୍କ ଗଳାକାଟି ହତ୍ୟା
ବ୍ରହ୍ମପୁର,୧୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ଦ୍ବିତୀୟ ଲାଇନ୍ରେ ସୋମବାର ଏକ ଘର ସମ୍ମୁଖରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ବୃଦ୍ଧଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ହତ୍ୟା କରାଯାଇଛି।…
ଜମିଜମା ବିବାଦ: ସାନଭାଇ, ପୁତୁରା ଆକ୍ରମଣରେ ବଡ଼ଭାଇଙ୍କ ଜୀବନ ଗଲା
ବରୀ,୧୧ା୧୨(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ବାଲିବିଲ ପଞ୍ଚାୟତ ବାଲିବିଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ମୁତାବକ ବନୋଜ କବି(୬୨) ଓ ତାଙ୍କ ସାନ ଭାଇ ସନାତନ କବି(୫୭)ଙ୍କ ମଧ୍ୟରେ ଜମିଜମା ଘଟଣାକୁ ନେଇ…
କର୍ନି ସେନା ଅଧ୍ୟକ୍ଷଙ୍କୁ ଘରେ ପଶି ହତ୍ୟା ଘଟଣା: ଧରାପଡ଼ିଲେ ୨ ଶୁଟର୍ ସମେତ ୩ ଅଭିଯୁକ୍ତ
ଜୟପୁର,୧୦।୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ କର୍ନି ସେନା ଅଧ୍ୟକ୍ଷ ସୁଖଦେବ ସିଂହ ଗୋଗମେଦିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ହତ୍ୟା ମାମଲାରେ ଦିଲ୍ଲୀ ଏବଂ ରାଜସ୍ଥାନ ପୋଲିସ ଚଣ୍ଡିଗଡ଼ର ଏକ ହୋଟେଲରୁ ୨ଜଣ ଶୁଟର୍ଙ୍କ ସମେତ ୩ ଜଣଙ୍କୁ ଗିରଫ…
ସଂଘବଦ୍ଧ ଆକ୍ରମଣରେ ଭାରତୀୟ ସେନା କର୍ମଚାରୀଙ୍କ ମୃତ୍ୟୁ ଘଟଣା: ଆଉ ଜଣେ ଅଭିଯୁକ୍ତ ଗିରଫ
ଛତ୍ରପୁର,୯ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ହରିପୁର ଛକଠାରେ ଭାରତୀୟ ସେନା କର୍ମଚାରୀ ଜେ. ଡିଲେଶ୍ୱର ପାତ୍ରଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଘଟଣାରେ ଶନିବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଶୁକ୍ରବାର ଘଟଣାରେ ସମ୍ପୃକ୍ତ ୫…
ପୂର୍ବଶତ୍ରୁତାରୁ ଠେଙ୍ଗା-ପଥରମାଡ଼: ୫ ଗୁରୁତର
ଘସିପୁରା,୬ା୧୨(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଆଗର୍ଦା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ୫ ଗୁରୁତର ହୋଇଥିବା ସୂଚନା ମିଳିଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ସଂଘର୍ଷରେ ଗୋଲକ ଜେନା, ସଞ୍ଜୟ ଜେନା,…
ନିଶ୍ଚିନ୍ତକୋଇଲି ପୋଲିସର ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ
ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ ଗୁଳି ବାଜିଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର…
ଷ୍ଟାଫ୍ କଲୋନୀରୁ ସୁନାଗହଣା ଲୁଟ୍ ଘଟଣା: ସିକ୍ୟୁରିଟି ଅଟକ
ଗଞ୍ଜାମ,୨ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ସହର ନିକଟସ୍ଥ ଗ୍ରାସୀମ କମ୍ପାନୀ ଷ୍ଟାଫ୍ କଲୋନୀରେ ଦୀର୍ଘଦିନ ହେବ ରହି ଆସୁଥିବା ସନଟେକ କମ୍ପାନୀ ପରିଚାଳକ ହିମାଂଶୁ ମିଶ୍ରଙ୍କ କ୍ୱାର୍ଟର୍ସରୁ ୮ ଲକ୍ଷ ଟଙ୍କା ସମେତ ସୁନା ଗହଣା ଲୁଟ୍ ହୋଇଥିବା ନେଇ ବୁଧବାର ଗଞ୍ଜାମ…
ଘରୁ ଟଙ୍କା ନେଇଗଲେ କାମବାଲି, ସିସିଟିଭି ଫୁଟେଜ୍ ଭାଇରାଲ୍
ଭୁବନେଶ୍ୱର,୩୦।୧୧(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗାର ଥାନା ଅନ୍ତର୍ଗତ ଝାରପଡ଼ା ଜଗନ୍ନାଥନଗରରେ ଜଣଙ୍କ ଘରୁ କାମବାଲି ଟଙ୍କା ଚୋରି କରିଛନ୍ତି। ମହିଳା ଜଣକ ମାଲିକଙ୍କ ବେଡ୍ରୁମ୍ରେ ଥିବା ଆଲ୍ମିଲାରର ଲକର୍ ଖୋଲି ଟଙ୍କା ଚୋରି କରୁଥିବାର ସିସିଟିଭି ଫୁଟେଜ୍ ସୋସିଆଲ୍ ମିଡିଆରେ ଭାଇରାଲ୍…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍ଦଣ୍ଡ
କେନ୍ଦୁଝର,୨୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ଶୁକ୍ରବାର ଏକ ୧୩ ବର୍ଷ ବୟସ୍କା ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଚତୁର୍ଭୁଜ ପାତ୍ର (୨୫)ଙ୍କୁ ୨୦ ବର୍ଷ ଜେଲ ଓ ୨୫ ହଜାର ଟଙ୍କା ଫାଇନ ଦଣ୍ଡାଦେଶ କରିଛନ୍ତି।…
Archives


