ଅପରାଧ

ଧନୁଯାତ୍ରା ଦେଖିବାକୁ ଆସି ବଳାତ୍କାରର ଶିକାର ହେଲେ ଯୁବତୀ: ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୧୬ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ତାଙ୍କୁ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ…

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ ନବରଙ୍ଗପୁର ସହରସ୍ଥିତ ଘରେ ପଶି ୨୦ ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇ…

ମୋହନାରୁ ଗଞ୍ଜେଇ ନେଇ ବ୍ରହ୍ମପୁର ଯାଉଥିଲେ ଅଭିଯୁକ୍ତ, ହାଜତ ପଠାଇଲା ଅବକାରୀ

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏସ୍‌ଆଇ ଅନୀତା ପ୍ରଧାନ ଗଜପତି ଜିଲା ମୋହନା ଥାନା କୀର୍ତ୍ତିଗି ଗ୍ରାମର ଜିତେନ୍ଦ୍ର ପାଇକଙ୍କୁ ଶୁକ୍ରବାର ବ୍ରହ୍ମପୁର ଜିଲା ଦୌରା ଜଜ କୋର୍ଟକୁ ଚାଲାଣ କରିଛନ୍ତି। ଅବକାରୀ ମାମଲା ନଂ.୧୮୧/୨୪-୨୫…

ସ୍ବାମୀଙ୍କ ସହ ଜେଲ୍‌ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା

ଭୁବନେଶ୍ୱର,୧୦ା୧: ବ୍ରାଉନଗୁଗାର ବିକ୍ରି ଏବଂ ରସୁଲଗଡ଼ ବ୍ରିଜ୍‌ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା…

ସ୍ବାମୀ ସାଜିଲେ ସଇତାନ: ସାମାନ୍ୟ କଥାରେ ଗର୍ଭବତୀ ସ୍ତ୍ରୀଙ୍କ ବେକକୁ ଧାନକଟା ଦା’ରେ କାଟିଦେଲେ…

ପାତ୍ରପୁର, ୯ା୧(ଉମା ଚରଣ ନେପାକ)- ଜରଡା ଥାନା ସାମନ୍ତିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡକେରି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ସାମାନ୍ୟ କଥାକୁ ନେଇ ଛଅ ମାସର ଗର୍ଭବତୀ ସ୍ତ୍ରୀ ପ୍ରମିତାଙ୍କ ବେକ କାଟି ଦେଇଛନ୍ତି ସ୍ବାମୀ। ସ୍ତ୍ରୀ…

ଶୌଚ ପାଇଁ ଯାଇଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ପରେ ଛୁରାମାଡ଼ କଲେ ଯୌନ ପିପାସୁ

କୋରାପୁଟ,୯ା୧: କୋରାପୁଟ ଜିଲା ନନ୍ଦପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯିବା ପରେ ଏଥିରେ ବିଫଳ ହେବାରୁ ଛୁରାମାଡ଼ କରିଛନ୍ତି ଯୌନ ପିପାସୁ ଜଣକ।…

ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ…

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପରେଶନ ଚାଲିଥିବାବେଳେ ସିଆରପିଏଫ ଏବଂ ଏସ୍‌ଓଜି ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ…

ଧରାପଡ଼ିଲେ ରସୁଲଗଡ଼ ବିଚ୍‌ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼ ଜିଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ…

ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ

ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍‌ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ…

ରାଜଧାନୀରେ ମର୍ଡର: ଯୁବକଙ୍କୁ ହତ୍ୟା କରି ରେଳଧାରଣାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଭୁବନେଶ୍ୱରୀ,୨ା୧: ରାଜଧାନୀ ଭୁବନେଶ୍ବରରେ ଥମୁନି ମର୍ଡର। ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇ ଚାଲିଛନ୍ତି ଦୁର୍ବୃତ୍ତ। ଗୁରୁବାର ପୁଣି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ…

ଆଇଡି ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ୨ ମାଓବାଦୀଙ୍କୁ ବାନ୍ଧିଲା ସୁକ୍‌ମା ପୋଲିସ

ମାଲକାନଗିରି,୧ା୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ମାଓବାଦୀଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋଡି ମୁକା ଓ ସୋଡି ଭୀମା। ସୂଚନାଯୋଗ୍ୟ, କୁନ୍ଦେଡ ଗ୍ରାମ ନିକଟରେ ମାଓବାଦୀମାନେ ଥିବା ଖବର ପାଇ ଜଗରଗୁଣ୍ଡା ଥାନା ୧୬୫ ସିଆର୍‌ପିଏଫ୍‌ ବାହିନୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?