ଥାନାରୁ ହତ୍ୟା ଅଭିଯୁକ୍ତ ଫେରାର
କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ଥାନାରୁ ଜଣେ ହତ୍ୟା ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତଙ୍କୁ ନିଜେ ଧରି ବର୍ଷେ ପରେ ପୋଲିସକୁ ଜିମା ଦେଇଥିଲେ ପରିବାର ଲୋକେ। ଜିମା ଦେବାର ୧ ଘଣ୍ଟା ମଧ୍ୟରେ ପୋଲିସ ଉପସ୍ଥିତିରେ ଥାନା ଭିତରୁ ଫେରାର…
ବନ୍ଧୁକମୁନରେ ପେଟ୍ରୋଲ ପମ୍ପ୍ରୁ ୫ ଲକ୍ଷ ଟଙ୍କା ଲୁଟିନେଲେ ଲୁଟେରା
କେନ୍ଦୁଝର,୧୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ବନ୍ଧୁକମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୁର୍ବୃତ୍ତମାନେ ୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ଏଭଳି ଏକ ବଡ଼ଧରଣର ଡକାୟତି ଘଟଣା ବାଂଶପାଳ ବ୍ଲକ…
ବାଲାଜୀ ମନ୍ଦିର ହୁଣ୍ଡି ଚୋରିର ପର୍ଦ୍ଦାଫାଶ: ୩ କୋର୍ଟଚାଲାଣ
କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। କୋରାପୁଟ ବାଲାଜୀ ମନ୍ଦିରର ହୁଣ୍ଡି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଥିବା ବେଳେ ଏଥିରେ ସଂପୃକ୍ତ ୩ ଜଣ ଯୁବକକୁ କୋରାପୁଟ ଟାଉନ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା…
ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ଗିରଫ ହେଲେ ଲଶ୍କରର ୨ ଆତଙ୍କବାଦୀ
ଅମୃତସର,୧୪।୧୦: ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ପଞ୍ଜାବ ପୋଲିସ ଲଶ୍କର-ଏ-ତାଇବାର ୨ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନେ ଦେଶରେ ବିସ୍ଫୋରଣର ଷଡ଼ଯନ୍ତ୍ର କରିଥିବା ବେଳେ ଅମୃତସରରୁ ସେମାନଙ୍କୁ ଗିରଫ କରାଯାଇଛି। ପୋଲିସ କେନ୍ଦ୍ରୀୟ ଏଜେନ୍ସି ସହଯୋଗରେ ଏକ ଅପରେଶନ କରି ସଫଳତା ହାସଲ…
ଆର୍ବିଆଇ ଆଗରେ ନୋଟ୍ ଫିଙ୍ଗି ପ୍ରତିବାଦ
ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍ ରାଉତ)ଚିରାଫଟା ନୋଟ୍ ବଦଳାଇବାକୁ ଲୋକେ ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆର୍ବିଆ)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ଥିବା କାଉଣ୍ଟର ବନ୍ଦ ହୋଇଯାଇଥିବାବେଳେ ବିଭିନ୍ନ ବ୍ୟାଙ୍କ୍ ମନା କରୁଛି। ଫଳରେ ଟଙ୍କା ବଦଳାଇବାକୁ ଆସିଥିବା କେତେଜଣ…
ଯାନବାହନ ଯାଞ୍ଚ ବେଳେ ବିଦେଶୀ ମଦ ଜବତ, ୩ ଗିରଫ
ବାଲିଗୁଡ଼ା,୧୧ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ପକ୍ଷରୁ ଯାନବାହନ ଯାଞ୍ଚ ବେଳେ ଏକ ଗାଡ଼ିରୁ ପାଖାପାଖି ୨୨ ଲିଟର ବିଦେଶୀ ମଦ ପୋଲିସ ଜବତ କରି ତିନି ଜଣଙ୍କୁ ଗିରଫ କରାଯାଇଛି।…
ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍
କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ଶୁଭଶ୍ରୀ ତ୍ରିପାଠୀ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୦ ବର୍ଷ ଯୁବକ ମହା ଟୁଡୁଙ୍କୁ ୨୦ ବର୍ଷ ଜେଲ ଓ ୨୩ ହଜାର ଟଙ୍କା ଜରିମାନା…
ନାବାଳକ ହତ୍ୟା ଘଟଣା: ପଲିଗ୍ରାଫ୍ ଟେଷ୍ଟରୁ ଅଭିଯୁକ୍ତ ଚିହ୍ନଟ
ବ୍ରହ୍ମପୁର,୧୧ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଅନ୍ତର୍ଗତ ଜଗଦଳପୁର ନିକଟ ବାଉରି କମାପଲ୍ଲୀରେ ଗତ ମେ’ ମାସରେ ଶିବ ଦାସ ନାମକ ଜଣେ ନାବାଳକ (୭)ଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ପ୍ରଥମେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ…
ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଯୁବକଙ୍କ ଗଳାକାଟି ହତ୍ୟା
ଅନୁଗୋଳ,୯ା୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଓଲାବିର ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛ। ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଜଣେ ଯୁବକଙ୍କ ବେକକୁ କେହି ଦୁର୍ବୃତ୍ତ ଆକ୍ରମଣ କରି ହତ୍ୟା କରିଛି। ସୂଚନାନୁଯାୟୀ,…
ଯୁବକଙ୍କୁ ଅପହରଣ ସହ ନିସ୍ତୁକ ମାଡ଼ ଅଭିଯୋଗ: ୩ ଦିନ ପରେ ବି ମିଳୁନି ପତ୍ତା
ଛତ୍ରପୁର,୮ା୧୦(ସନ୍ତୋଷ ପାଢ଼ୀ): ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଅପହରଣ କରି ଦୁର୍ବୃତ୍ତମାନେ ନେଇଯାଇଛନ୍ତି । ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ଜେ ଛଚିନାଠାରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ବେଳେ ପୋଲିସ ପାଇଁ ଏହି ଘଟଣା ଏବେ ଚ୍ୟାଲେଞ୍ଜ…
କୁଳିଆ ବଜାର ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ପୁତୁରା ସମେତ ୫ ଗିରଫ
ସାଲେପୁର/ନିଶ୍ଚିନ୍ତକୋଇଲି, 8।୧୦ (ଅରବିନ୍ଦ ଭୂୟାଁ/ଅଶୋକ ମହାପାତ୍ର)ସାଲେପୁର ଥାନା ଅନ୍ତର୍ଗତ କୁଳିଆ ବଜାର ପୋଲ ନିକଟରେ ଚା’ ଏବଂ ଜଳଖିଆ ଦୋକାନ କରିଥିବା ଦମ୍ପତିଙ୍କୁ ୪ ତାରିଖ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଫଳରେ ହରେକୃଷ୍ଣ ପୃଷ୍ଟିଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଅନ୍ନପୂର୍ଣ୍ଣା…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ, ୫୦୦ କୋଟି ଟଙ୍କା ଦାବି କରିଛନ୍ତି ଇମେଲ୍ ପ୍ରେରକ
ନୂଆଦିଲ୍ଲୀ,୬।୧୦: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍ଆଇଏ) ଏକ ଧମକପୂର୍ଣ୍ଣ ଇମେଲ୍ ପାଇଛି। ଏହି ଇମେଲ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହା ବ୍ୟତୀତ ଅହମ୍ମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମକୁ ମଧ୍ୟ ବିସ୍ଫୋରଣରେ ଉଡାଇ ଦେବାକୁ ଧମକ ମିଳିଛି।…
Archives


