ରିଅଲ ଇଷ୍ଟେଟ୍ ବ୍ୟବସାୟୀ ତପନ ମହାନ୍ତିଙ୍କୁ ଇଓଡବ୍ଲ୍ୟୁର ଜେରା
ଭୁବନେଶ୍ୱର,୧୬ା୯(ସୂର୍ଯ୍ୟକାନ୍ତ ବେହେରା): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ) ରାଜ୍ୟର ଜଣାଶୁଣା ରିଅଲ ଇଷ୍ଟେଟ ବ୍ୟବସାୟୀ ତଥା ଜେଡ୍ ଓ୍ବାନର ମାଲିକ ତପନ ମହାନ୍ତିଙ୍କୁ ଶନିବାର କାର୍ଯ୍ୟାଳୟକୁ ଡାକି ଜେରା କରିଛି। ଇଓଡବ୍ଲ୍ୟୁର ଜଣେ ମହିଳା ଡିଏସ୍ପି ରାଙ୍କର ଅଧିକାରୀଣୀ ତାଙ୍କୁ…
ଦମ୍ପତିଙ୍କଠାରୁ ଲୁଟ୍
ହିଞ୍ଜିଳିକାଟୁ,୧୬ା୯(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବସ୍ଷ୍ଟାଣ୍ଡ ପରିସରରୁ ଶନିବାର ପୂର୍ବାହ୍ନରେ ଦମ୍ପତିଙ୍କଠାରୁ କିଛି ଦୁର୍ବୃତ୍ତ ବ୍ୟାଗ୍ ଝାମ୍ପି ନେଇଛନ୍ତି। ଲୁଟ୍ର ଶିକାର ହୋଇଥିବା ଦମ୍ପତି କୋରାପୁଟ ଅଞ୍ଚଳର ସୁରେନ୍ଦ୍ର ଦାଶ ଓ ସୁମିତ୍ରା ଦାଶ। ସେମାନେ ବିଶାଖାପାଟଣାଠାରେ ଏକ ମେଡ଼ିକାଲରୁ ଚିକିତ୍ସିତ ହୋଇ…
ବଲିଉଡ୍ ଷ୍ଟାର ଗୋବିନ୍ଦାଙ୍କୁ ଜେରା କରିବ ଇଓଡବ୍ଲ୍ୟୁ
ଭୁବନେଶ୍ୱର,୧୫।୯(ସୂର୍ଯ୍ୟକାନ୍ତ ବେହେରା): ଏସ୍ଟିଏ ଟୋକନ କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ତଦନ୍ତ ଜାରି ରଖିଛି। ତେବେ ଏହି ମାମଲାରେ ବଲିଉଡ ଷ୍ଟାର୍ ଗୋବିନ୍ଦାଙ୍କୁ ସମନ…
ଇରାନୀଙ୍କ ମାୟାଜାଲରେ ଫସିଛନ୍ତି ବଡ଼ବଡ଼ିଆ
ଭୁବନେଶ୍ୱର,୧୫।୯(ସତ୍ୟଜିତ୍ ରାଉତ): ଡାକ୍ତରଙ୍କୁ ହନିଟ୍ରାପ୍ ମାୟାଜାଲରେ ଫସାଇ ଲୁଟିବା ମାମଲାରେ ତମାଣ୍ଡୋ ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିବା ଇରାନୀ ପାତ୍ର, ତାଙ୍କ ସ୍ବାମୀ ଏବଂ ସହଯୋଗୀଙ୍କ ସମ୍ପର୍କରେ ବହୁ ଗୁମର ଖୋଲିବାରେ ଲାଗିଛି। ଅର୍ଚ୍ଚନା ନାଗଙ୍କ ଭଳି ଇରାନୀ ଜଣେ…
ବଢୁଛି ବ୍ରାଉନସୁଗାର ବ୍ୟବସାୟ
ଯାଜପୁର ଟାଉନ,୧୫ା୯(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଦିନକୁ ଦିନ ଯାଜପୁର ସହର ଏବଂ ଏହାର ଉପକଣ୍ଠ ଅଞ୍ଚଳରେ ବ୍ରାଉନସୁଗାର ବ୍ୟବସାୟ ବଢ଼ିବାରେ ଲାଗିଛି। କେତେଜଣ ବେକାର ଯୁବକ ରାଜନୈତିକ ବ୍ୟକ୍ତିଙ୍କୁ ଢାଲ କରି ଏହି କାରବାର ଚଳାଉଛନ୍ତି। ଅବକାରୀ ବିଭାଗ ଓ ପୋଲିସ…
ପୂର୍ବତନ ସରପଞ୍ଚ, ଗ୍ରାମରକ୍ଷୀଙ୍କୁ ହତ୍ୟା କରି କୂୂଅରେ ଫିଙ୍ଗିଦେଲେ
ହାଟଡିହୀ,୧୪ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ମୟୂରନଚା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଉଭୟ ସ୍ତ୍ରୀ ଏବଂ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ରମ୍ଭାମଣି ପାତ୍ର (୪୦) ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ୨୦୧୭-୨୦୨୨…
ବିଷ ପିଇ ଜୀବନ ହାରିଲେ ମା-ପୁଅ
କୋଚିଂ,୧୦ା୯: କୋଚିଂ ସହର କୋଟାରେ ପୁଣି ଥରେ ଦୁଇଜଣ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ଏଠାରେ ଥିବା ବୋରଖେଡ଼ା ଥାନା ଅନ୍ତର୍ଗତ ଏକ ବହୁ ମହଲା କୋଠାରେ ରହୁଥିବା ମା’ ଏବଂ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଆଶ୍ଚର୍ଯ୍ୟର…
ଛେଳି ଚୋରି କରି ୩ ଗିରଫ
ଚିତ୍ରକୋଣ୍ଡା,୯ା୯(କ୍ଷୀରୋଦ ବେହେରା): ଛେଳି ଚୋରି କରି ତିନି ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ତିନି ଜଣ ଫେରାର ହୋଇଯାଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଦୋରାଗୁଡା ପଞ୍ଚାୟତ ଅନ୍ତର୍ଭୁକ୍ତ ଆର୍ଏସ୍ସି-୩ ନମ୍ବର ଗ୍ରାମର ସୁକୁ ଜାନିଙ୍କର ଛେଳି…
ଜଣେ ବ୍ୟକ୍ତିଙ୍କୁ ମିଳିଛି ୧୧,୦୦୦ ବର୍ଷର କାରାଦଣ୍ଡ, ଜାଣନ୍ତୁ କ’ଣ ଥିଲା ତାଙ୍କ ଅପରାଧ
ଅଙ୍କରା,୯।୯: ଜଣେ ବ୍ୟକ୍ତିଙ୍କୁ ତୁର୍କୀର ଏକ ଅଦାଲତ ୧୦ କି ୧୨ ବର୍ଷ ନୁହେଁ ବରଂ ୧୧୦୦୦ ବର୍ଷର କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ବ୍ୟକ୍ତିଜଣଙ୍କ ହେଉଛନ୍ତି ଫାରୁକ୍ ଫାତିହ ଓଜର। ସେ ଜଣେ ହାଇସ୍କୁଲ ଡ୍ରପ୍ଆଉଟ୍ ହୋଇଥିବା ବେଳେ କ୍ରିପ୍ଟୋକରେନ୍ସି ଏକ୍ସଚେଞ୍ଜ…
ବିବାହିତା ମହିଳାଙ୍କୁ ବ୍ଲାକ୍ମେଲିଂ କରି କରୁଥିଲେ ବଳାତ୍କାର; ଯୁବକଙ୍କୁ ବାନ୍ଧିଲା ପାଟଣା ପୋଲିସ
ପାଟଣା,୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗ ରେ ପାଟଣା ପୋଲିସ ବୁଧବାର ୩୫ ବର୍ଷୀୟ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକଜଣଙ୍କ ହେଉଛନ୍ତି…
ବାଲୁଗାଁ ଅବକାରୀ ଏଏସ୍ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ନୟାଗଡ଼,୭।୯ (ଲୋକନାଥ ମିଶ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲା ବାଲୁଗାଁ ଅବକାରୀ ଏଏସ୍ଆଇଙ୍କ ନୟାଗଡ଼ ପୁରୁଣା ସହର ଶଗଡିଆ ସାହିସ୍ଥ ବାସଭବନ, ବାଲୁଗାଁ ଭଡ଼ା ଘର ସମେତ କାର୍ଯ୍ୟାଳୟରେ ଗୁରୁବାର ଚଢ଼ାଉ…
ଫିଲ୍ମ ଷ୍ଟାଇଲ୍ରେ କରିଥିଲେ ଅପହରଣ, ଧରାପଡ଼ିଲେ ୧୦ ଅଭିଯୁକ୍ତ
କୋଟଗଡ଼,୬ା୯(ସରୋଜ ବଳିୟାରସିଂ): ଫିଲ୍ମ ଷ୍ଟାଇଲ୍ରେ ଆସି ଦୁଇ ଜଣଙ୍କୁ ଅପହରଣ କରିନେଇଥିଲେ। ଏହି ଅଭିଯୋଗରେ ୧୦ ଅପହରଣକାରୀଙ୍କୁ ବୁଧବାର ଗିରଫ କରିଛି ବାଲିଗୁଡ଼ା ପୋଲିସ। ଏଥିସହିତ ଅପହରଣରେ ବ୍ୟବହୃତ ଗୋଟିଏ ବୋଲେରୋ ଓ ଗୋଟିଏ ଇନୋଭା କାର୍କୁ ମଧ୍ୟ ଜବତ କରିଥିବା…
Archives


