ଅପରାଧ

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ପୁତୁରା ଏବଂ ତାଙ୍କ ବୋହୂ ମିଶି ବିଧବା ଖୁଡ଼ୀ ରେବତୀ ପ୍ରଧାନଙ୍କୁ ନିର୍ମମ…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ ମୃତଦେହ ଜବତ କରିଛି । ମୃତ ଦମ୍ପତି ହେଲେ ସେନାପତି ବଗିଚା ଅଞ୍ଚଳରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଶନିବାର ଗିରଫ କରିଛି। ସେଠୀଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଚାଲିଥିବା…

କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜଗନ୍ନାଥପ୍ରସାଦ,୨୦ା୬(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ପୁଣି କାୟା ମେଲାଇଲେଣି ଚୋର ନିଦ ହଜାଇଲାଣି ଚୋରି ଖବର ବଡ଼ଦାଣ୍ଡ ସାହିରୁ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଓ ନଗଦ ଟଙ୍କା ଲୁଟ୍‌, ଥାନାରେ ଏତଲା ସ୍ଥାନୀୟ ଅଞ୍ଚଳରେ ସହରରେ ପୁଣି ସକ୍ରିୟ…

କୋଟପାଡ଼ ଯନ୍ତ୍ରୀଙ୍କ ପୈତୃକ ଘର ଡେରାବିଶରେ ଚାଲିଛି ଚଢ଼ାଉ

ଡେରାବିଶ,୧୯ା୬(ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗର କୋରାପୁଟ ଜିଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିବା ପରେ ତାଙ୍କର ପୈତୃକ ଗ୍ରାମ କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଧୀନ…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ତାଙ୍କ ନାମ ଶ୍ରୀକାନ୍ତ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଘଟଣାର ଦୀର୍ଘ ୨ ବର୍ଷ ପରେ ଅଭିଯୁକ୍ତ ଯୁବକଙ୍କୁ ଗିରଫ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଘଟଣାର ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ ମାମଲା ସାମ୍ନାକୁ ଆସିଛି। ଲିଫ୍ଟ ଦେବା ବାହାନାରେ ଜଣେ ଯୁବକ ଉକ୍ତ ଯୁବତୀଙ୍କୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ ୨୫,୦୦୦ ଟଙ୍କା ଲାଞ୍ଚ ମାଗୁଥିଲେ ଏବଂ ତାଙ୍କ କ୍ଷେତରେ ଖନନ କରାଯାଇଥିବା ମାଟି…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଟିମ୍‌ ଧରିଛି। ସୂଚନା…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି ଏକ ସମ୍ବେଦନଶୀଳ ମାମଲାରେ ଗିରଫ ହୋଇଥିବା ସରପଞ୍ଚଙ୍କ ଜାମିନ୍ ଆବେଦନକୁ କୋର୍ଟ ମଞ୍ଜୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri