ଅପରାଧ

ଧାନଫସଲରେ ମାଟି ପୋତିବା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ 

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଖଲିଆପାଲି ଗ୍ରାମରେ ଚାଷ ହୋଇଥିବା ଧାନଫସଲ ଉପରେ ମାଟି ପୋତିବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ଜଣକ ହେଲେ, ବରଗଡ଼ର ତଫିକ ଖାନ । ବରଗଡ଼…

ଇଞ୍ଜିନିୟରିଂ କଲେଜରେ ର଼୍ୟାଗିଂ ଅଭିଯୋଗ: ଜୁନିୟର ଛାତ୍ରଙ୍କୁ ଆକ୍ରମଣ କଲେ ସିନିୟର, ୫ ଅଟକ

କେନ୍ଦୁଝର,୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରି କଲେଜ(ଜିସିଇ)ରେ ମାଇନିଂ ଇଞ୍ଜିନିୟରିଂ ବିଭାଗର ଜଣେ ଜୁନିୟର ଛାତ୍ରଙ୍କୁ ଉକ୍ତ ବିଭାଗର ସିନିୟର ଛାତ୍ରମାନେ ଆକ୍ରମଣ କରି ଆହତ କରିଥିବା ନେଇ ଟାଉନ ଥାନା ଅଭିଯୋଗ ହୋଇଛି। ଆହତ ଜୁନିୟର ଛାତ୍ର…

ସପ୍ତାହେ ଧରି ଯୋଜନା, ୨ ସାଙ୍ଗଙ୍କୁ ଧରି ସ୍ତ୍ରୀଙ୍କୁ ହତ୍ୟା ପରେ ନାଟକ ରଚିଥିଲେ ସ୍ବାମୀ; ଧରାଇଦେଲା ଫୋନ୍‌

କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା/ସୁନିଲ କୁମାର ପଣ୍ଡା): ନିଜେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରି ରଚିଥିଲେ ନାଟକ। ସେ ଏଭଳି କାନ୍ଦି କାନ୍ଦି ଗଡ଼ୁଥିଲେ ଯେ ତାକୁ ଦେଖି ସ୍ବାମୀ ନିଜେ ଅଭିଯୁକ୍ତ ବୋଲି କେହି ବି ଭାବି ପାରିବେ ନାହିଁ। ଆମେ…

ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼, ପିଠିରେ ବାଜିଲା

ରାଉରକେଲା,୪ା୧୧(ସଙ୍ଗୀତା ଜେନା): ପ୍ଲାଣ୍ଟ ସାଇଟ୍‌ ଥାନା ଅନ୍ତର୍ଗତ ଟ୍ରାଫିକ ଗେଟ୍‌ ନିକଟରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଗୁଳି ତାଙ୍କ ପିଠିରେ ଲାଗିଛି। ଯୁବକ ହେଉଛନ୍ତି ଅଟୋ ଚାଳକ ଅବେଶ ରାୟ। ତାଙ୍କୁ ପ୍ରଥମେ ରାଉରକେଲା ସରକାରୀ ଡାକ୍ତରଖାନା ଓ…

ସ୍ବାମୀଙ୍କୁ ଛାଡ଼ି ଅନ୍ୟକୁ ବିବାହ କରିବାରୁ ହତ୍ୟା: ପ୍ରଥମ ସ୍ବାମୀ ସମେତ ୨ ଗିରଫ

ଶେରଗଡ଼,୪ା୧୧(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ ବାଦଗଡ଼ ଠାକୁରାଣୀ ମନ୍ଦିର ନିକଟ ଜଙ୍ଗଲରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଏହାର ଖୋଳତାଡ଼ କରି ଅଭିଯୁକ୍ତଙ୍କ ନିକଟରେ ପହଞ୍ଚତ୍ଛି। ସ୍ବାମୀଙ୍କୁ ଛାଡ଼ି…

ଅତିଥି ଭାବେ ବୁଲିବାକୁ ଆସିଥିଲେ, ସୁନାଗହଣା ଲୁଟିନେଲେ ସମ୍ପର୍କୀୟ, ଦୁଇ ମହିଳାଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ): ଅତିଥି ହୋଇ ଘରକୁ ବୁଲିବାକୁ ଆସଥିଲେ। ଆଉ ସମ୍ପର୍କୀୟମାନେ ବିଶ୍ୱାସଘାତକତା କରି ପୋଲିସ ହାତରେ ବନ୍ଧା ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ। ଜଣେ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳର ବିଧବା…

ବାଇକ୍‌ରେ ଆସି ବୋମାମାଡ଼ କଲେ ଦୁର୍ବୃତ୍ତ, ଖସିଲା ଘରର ଛାତ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ନଂ.ଓ୍ବାର୍ଡ ମୁକ୍ତେଶର ଶୈବପୀଠ ସଂଲଗ୍ନ କେନାଲ ସାହିରେ ଦୁର୍ବୃତ୍ତମାନେ ପୁଣି ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେନାଲ ସାହିରେ କୁସିଆଁ ମହାନ୍ତିଙ୍କ ଘରେ ଭଡ଼ାରେ ରହୁଥିବା ରାଜେନ୍ଦ୍ର…

ରାଜଧାନୀରେ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୩୧ା୧୦: ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା। ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ସମେତ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ଏ ନେଇ-ଭୁବନେଶ୍ବର ଡିସିପି ପିନାକ ମିଶ୍ର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ପୀଡ଼ିତାଙ୍କୁ ତାଙ୍କ ବାନ୍ଧବୀ…

ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୩ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି/ଚିକିଟି୩୦ା୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ରହ୍ମା ନଗର ସନ୍ତୋଷ କୁମାର ପଣ୍ଡାଙ୍କ ଘରୁ ଗତ ୭ ତାରିଖ ବିଳମ୍ବିତ ରାତିରେ ଚୋରି ଯାଇଥିବା ଘଟଣାର ପର୍ଦ୍ଦାଫାଶ କରିଛି କେ.ନୂଆଗାଁ ଥାନା ପୋଲିସ। ବୁଧବାର ଏହି ଚୋରି…

ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରି ଜେଲ୍‌ ଗଲେ ସ୍ବାମୀ

ଦିଗପହଣ୍ଡି,୩୦ା୧୦:(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଓ୍ବାର୍ଡ ନଂ.୨ ଅଧୀନ ମେଦିରି ସାହିରେ ରହୁଥିବା ଶଙ୍କର ନାୟକଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ ୪୨୧/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ…

କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍‌ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍‌ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି ା ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ସୋର ଓ…

ମା’ଙ୍କୁ ରଖିବାକୁ ନେଇ ମତଭେଦ; ସାନଭାଇଙ୍କୁ ବ୍ଲେଡରେ ଆକ୍ରମଣ କରି ଘାଇଲା କଲେ ବଡ଼ଭାଇ

ହିଞ୍ଜିଳିକାଟୁ, ୨୯।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗାଁରେ ମା’ଙ୍କୁ ପାଳନ ପୋଷଣ ନିମନ୍ତେ ମତଭେଦକୁ ନେଇ ମଙ୍ଗଳବାର ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ସାନଭାଇଙ୍କୁ ବ୍ଲେଡରେ ଆକ୍ରମଣ ଅଭିଯୋଗରେ ପୋଲିସ ବଡ଼ଭାଇଙ୍କୁ ଗିରଫ ପରେ କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?