୩ କୋଟି ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
ଚିତ୍ରକୋଣ୍ଡା,୨୭ା୩(ଡି.ଏନ୍.ଏ.): ଚିତ୍ରକୋଣ୍ଡା ପୋଲିସକୁ ଗଞ୍ଜେଇ ଚଢ଼ାଉରେ ସଫଳତା ମିଳିଛି। ମାଲକାନଗରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଡାଇକ ଥ୍ରୀ (dyke-3) ଜଙ୍ଗଲରେ ଚଢ଼ାଉ କରି ୧୩୨ ଜରି ବସ୍ତା ଅର୍ଥାତ୍ ୩ ଟନ୍ ୩୦୦ କେଜି ଗଞ୍ଜେଇ ଜବତ ହୋଇଛି। ଯାହାର…
ମୁଖାପିନ୍ଧା ଚୋର ଆତଙ୍କ: ଗୋଟିଏ ରାତିରେ ୨ ଘରେ ବୁଲାଇଲେ କଳାକନା
କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ସହରର ବଳଦେବଜୀଉ କଲୋନୀ ଲେନ୍ ୬ ଏବଂ ଲେନ୍ ୭ରେ ଶନିବାର ବିଳମ୍ବିତ ରାତିରେ ଦୁଇ ଜଣ ଲୋକଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବନ ବିଭାଗ ପକ୍ଷରୁ ଟାଉନ ଥାନାରେ ରବିବାର…
ପ୍ରେମିକାଙ୍କ ଓଢ଼ଣୀରେ ଝୁଲିପଡ଼ିଲେ ପ୍ରେମିକ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜଧାନୀର ଏକ ହୋଟେଲରୁ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଜବତ ହୋଇଛି । ମୃତ ଯୁବକ ଜଣକ ହେଲେ ଦୁର୍ଗାପ୍ରସାଦ ମିଶ୍ର। ଖଣ୍ଡଗିରି ଜାଗମରାସ୍ଥିତ ଏକ ହୋଟେଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପ୍ରେମିକା ବାଥରୁମ୍ରେ ଥିବା ବେଳେ ତାଙ୍କ…
ଝରକା ଗ୍ରୀଲ୍ ତାଡ଼ି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର
ଆରଡ଼ି,୨୬ା୩(ଡି.ଏନ୍.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଭୂଇଁପୁରର ଦିବାକର ବିଶ୍ବାଳଙ୍କ ଘରୁ ଶନିବାର ବିଳମ୍ବିତ ରାତିରେ ଝରକା ଗ୍ରୀଲ୍ ତାଡ଼ି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ପରିବାର ଲୋକେ ନିକଟରେ ହେଉଥିବା ଅପେରା ଦେଖିବାକୁ ଯାଇଥିଲେ।…
ଶିକୁଳାରେ ଫୁଟିଲା ଗୁଳି: ଯୁବକଙ୍କୁ ହତ୍ୟା ଉଦ୍ୟମ
ପୁରୁଷୋତ୍ତମପୁର,୨୬ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ରବିବାର ସକାଳେ ନିରଞ୍ଜନ ମହାରଣା ଓରଫ କୋକି ନାମକ ଜଣେ ଯୁବକଙ୍କୁ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିବା ସହ ଗୁଳି କରି ହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ…
ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ମିଳିଲା
ମାଲକାନଗିରି,୨୪ା୩(ଡି.ଏନ୍.ଏ.): ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ଠାବ କରାଯାଇଛି। ଏପରି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଏମ୍ଭି ୭ ଗ୍ରାମ ନିକଟ ମୁଖ୍ୟ ରାସ୍ତାକଡ଼ ଏକ ଜଙ୍ଗଲ ଭିତରେ। ସୂଚନାନୁଯାୟୀ ମୃତ ଝିଅ ନନ୍ଦେ ମାଡକାମୀ ଓ…
ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡାଦେଶ
ଯାଜପୁର ଟାଉନ,୨୩ା୩(ଡି.ଏନ.ଏ.): ଜଣେ ୪ର୍ଥ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ସ୍କୁଲ୍ ରାସ୍ତାରୁ ଅପହରଣ କରି ନେଇ ବଳାତ୍କାର କରିଥିବା ମାମଲାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ୨୦ଜେଲ ଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା ଆଦାୟ ନିର୍ଦ୍ଦେଶ ହୋଇଛି। ମାମଲାରେ ମୋଟ୍ ୨୦ଜଣ…
ବରଗଡ଼ ଗୁଳିକାଣ୍ଡ ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ
ବରଗଡ଼ ଅଫିସ,୨୨ା୩: ବରଗଡ଼ ସହରର ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ଗତ ୯ ତାରିଖ ରାତିରେ ସଂଘଟିତ ଗୁଳିକାଣ୍ଡ, ଭୁଜାଲି ମାଡ଼ ଘଟଣାରେ ସମ୍ପୃକ୍ତ ଆଉ ୩ ଅଭିଯୁକ୍ତଙ୍କୁ ସ୍ଥାନୀୟ ଟାଉନ ଥାନା ପୋଲିସ ବୁଧବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ,…
ସ୍ତ୍ରୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ
ସବ୍ଡେଗା,୨୨ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ସବ୍ଡେଗା ବ୍ଲକ ଡମକୁଡ଼ା ଗ୍ରାମର ଗାନ୍ଧୀପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀ ରେଶମା ଡନସନା(୨୦)ଙ୍କ ମୁହଁରେ ତକିଆ ପକାଇ ହତ୍ୟା କଲା ପରେ ସ୍ବାମୀ ହେମନ୍ତ ଡନସନା(୨୭) ଦୁଇଦିନ ପରେ ନିଜ ଘରେ ବେକରେ ଗାମୁଛା…
ଖାକିରେ ଲାଗିଲା ଦାଗ: ଗଞ୍ଜେଇ ଚାଲାଣ କରି କନଷ୍ଟେବଳ ଗିରଫ
ମାଲକାନଗିରି,୨୦ା୩(ଡି.ଏନ୍.ଏ.): ପୁଣି ଜଣେ ଖାକି ବର୍ଦ୍ଧିଧାରୀ ପୋଲିସ କନଷ୍ଟେବଳ ଗଞ୍ଜେଇ ଚାଲାଣ କରି ଗିରଫ ହୋଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ମାଲକାନଗିରି ଥାନା ମାର୍କାପାଲ୍ଲୀଠାରେ ଜଣେ ଗଞ୍ଜେଇ ବେପାରୀ ଶରତ ଚନ୍ଦ୍ର ହନ୍ତାଳ ଗଞ୍ଜେଇ ଚାଲାଣ କରୁଥିବା ଖବର ମିଳିବା ପରେ ମାଲକାନଗିରି…
କୂଅରୁ ମିଳିଲା ଯୁବକଙ୍କ ମୃତଦେହ
ପାଟଣା,୨୦ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଝାରବେଡ଼ା ଗାଁର ଏକ କୂଅ ଭିତରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଉଛନ୍ତି ତୁରୁମୁଙ୍ଗା ଗ୍ରାମର ମାନସ କୁମାର ପୃଷ୍ଟି ଓରଫ ବାବୁଲ। ସୂଚନା ଯେ, ମାନସ ଦୁଇଦିନ…
‘ଡିଜେ ଆଜେକ୍ସ’ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଲୋକପ୍ରିୟ ଓଡ଼ିଆ ଡିଜେ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଖାରବେଳନଗରସ୍ଥିତ ନିଜ ଘରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ତେବେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ। ପରିବାରଲୋକଙ୍କଠାରୁ ମିଳିଥିବା ସୂଚନା…
Archives


