ଅପରାଧ

କୁଖ୍ୟାତ ଅପରାଧୀ ଚକ୍ରଧରଙ୍କୁ ତଡ଼ିପାର କଲା ପୋଲିସ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ରାଜଧାନୀର କୁଖ୍ୟାତ ଅପରାଧୀ ଚକ୍ରଧର ସାହୁଙ୍କୁ କମିଶନରେଟ୍‌ ପୋଲିସ ତଡ଼ିପାର ନିର୍ଦ୍ଦେଶ ଦେଇଛି। କମିଶନରେଟ୍‌ ପୋଲିସ ପକ୍ଷରୁ ୬ ମାସ ପାଇଁ ଚକ୍ରଧରଙ୍କୁ ତଡ଼ିପାର ନୋଟିସ୍‌ କରାଯାଇଛି। ଏହି ଆଦେଶ ଇନ୍‌ଫୋସିଟି ଥାନା ଅଞ୍ଚଳ ଏବଂ ଭୁବନେଶ୍ୱର ସହରାଞ୍ଚଳ ପୋଲିସ…

ଭିଜିଲାନ୍ସ ଜାଲରେ ତହସିଲଦାର

ବାରିପଦା ଅଫିସ,୨୯ା୫: ମୟୂରଭଞ୍ଜ ଜିଲା କରଞ୍ଜିଆ ତହସିଲଦାର ଚାର୍ଲସ ନାଏକଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ ବାସଗୃହ,କାର୍ଯ୍ୟାଳୟ ସହିତ ଭଦ୍ରକ ଜିଲା ପୈତୃକ ଘରେ ଚଢ଼ାଉ ଜାରି ରହିଛି।…

୩ ବାଘ ଛାଲ ଜବତ, ଅଭିଯୁକ୍ତ ଗିରଫ

ରାୟଗଡ଼ା ଅଫିସ,୨୬ା୫: ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଟିମ୍‌ ଦ୍ୱାରା ଗୁରୁବାର ରାୟଗଡ଼ାରୁ ୩ କଲରାପତରିଆ ବାଘ ଛାଲ ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଡମ୍ବୁରୁଧର ମାଝିଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା…

ଶ୍ୱଶୁର ଘରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ଭଦ୍ରକ ଅଫିସ,୨୫ା୫ ଭାଇ ବାହାଘରକୁ ସ୍ବାମୀଙ୍କୁ ନେଇ ସାଥୀରେ ଆସିଥିଲେ ଭଉଣୀ। ଭଲରେ ଖାଇପିଇ ରାତିରେ ସ୍ତ୍ରୀ-ସ୍ବାମୀ ଶୋଇଥିଲେ। କିନ୍ତୁ ରାତିରେ ଉଭୟଙ୍କ ମଧ୍ୟରେ କ’ଣ ଘଟିଲା କେଜାଣି ସ୍ବାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କ ବେକକୁ ଧାରୁଆ ଛୁରିରେ କାଟି ଜୀବନ…

ସ୍ତ୍ରୀଙ୍କୁ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲେ ସ୍ବାମୀ

ପାରଳାଖେମୁଣ୍ଡ/କାଶୀନଗର,୨୫ା୫(ଡି.ଏନ୍‌.ଏ.): ପାରିବାରିକ କଳହରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଇଛନ୍ତି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା କାଶୀନଗର ବ୍ଲକ ଅନ୍ତର୍ଗତ ସାରା ଗ୍ରାମରେ। ଏହି ଗ୍ରାମର ଚନ୍ଦ୍ରଶେଖର କାର୍ଜି ଓ ତାଙ୍କ ସ୍ତ୍ରୀ ଉର୍ମିଳା…

ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ ଚାଲିଛି। ଭଗତଙ୍କ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅନୁଗୁଳିଆପଡ଼ା ବାସଭବନ ଗାଇସିଲେଟ ଥାନା…

ଶିଶୁକନ୍ୟାଙ୍କୁ ବଳାତ୍କାର

ଢେଙ୍କାନାଳ ଅଫିସ, ୨୨ା୫: ଢେଙ୍କାନାଳ ଜିଲା ଗଁଦିଆ ଥାନା ବଣିଆପଡ଼ା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ୮ବର୍ଷର ଭାଇ ସମ୍ମୁଖରୁ ୬ବର୍ଷର ଭଉଣୀଙ୍କୁ ବଳପୂର୍ବକ ଉଠାଇ ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଅଭିଯୁକ୍ତ ଗୌତମ ଦାସ…

ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ପୁରୁଷୋତ୍ତମପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ବାଡ଼ିପଟେ ଶବ୍ଦ ହୋଇଥିଲା। ଏହାଶୁଣି ଘରମାଲିକ ଉଠିଯାଇ ଦେଖିବା ବେଳେ ଜଣେ ଅପରିଚିତ ବ୍ୟକ୍ତିଙ୍କୁ ଦେଖିବାକୁ ପାଇଥିଲେ।…

୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିଏସ୍‌ଏସ୍‌ଓ, ଧରିଲା ଭିଜିଲାନ୍ସ

ବେଗୁନିଆପଡ଼ା,୧୭ା୫(ଡି.ଏନ୍‌.ଏ.): ୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବିଏସ୍‌ଏସ୍‌ଓ। ବାର୍ଦ୍ଧକ୍ୟ ଭତ୍ତା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ବିଏସ୍‌ଏସ୍‌ଓଙ୍କୁ ଭିଜିଲାନ୍ସ ଧରିଛି। ବ୍ରହ୍ମପୁର ଖଲ୍ଲିକୋଟ ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ,…

ଗର୍ଭବତୀଙ୍କୁ କିରୋସିନ ଢାଳି ନିଆଁ ଲଗାଇଦେଲେ ପୂଜକ

ଭୁବନେଶ୍ୱର,୧୫।୫ (ବ୍ୟୁରୋ): ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ। ଜଣେ ବିବାହିତା ଗର୍ଭବତୀ ମହିଳାଙ୍କୁ ପ୍ରେମରେ ଫସାଇ ପାଖରେ ରଖିଲେ। ଏବେ କୌଣସି କାରଣରୁ ତାଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ। ମହିଳା ଜଣକ ଗର୍ଭବତୀ ଥିବାବେଳେ ସେ ଏବେ…

ଓଡ଼ିଶାରେ ପାକିସ୍ତାନ ଲିଙ୍କ୍‌, ତଥ୍ୟ ଦେଇ ବନ୍ଧାହେଲେ ୩

ଭୁବନେଶ୍ୱର/ନୟାଗଡ଼,୧୪ା୫(ବ୍ୟୁରୋ/ଡି.ଏନ୍‌.ଏ.): ଓଟିପି ଶେୟାରିଂ ସ୍କାମ୍‌ ନେଇ ଏସ୍‌ଟିଏଫ୍‌ ଚଢ଼ାଉ କରି ନୟାଗଡ଼ର ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୯ଟି ଦାମୀ ମୋବାଇଲ, ୪୭ଟି ସିମ୍‌କାର୍ଡ, ୬୧ଟି ଏଟିଏମ୍‌ କାର୍ଡ…

ମହିଳା ବିଷ ପିଇ ମୃତ୍ୟୁ ଘଟଣା: ସ୍ବାମୀ କୋର୍ଟ ଚାଲାଣ

କୋକସରା,୧୩ା୫(ଡି.ଏନ୍‌.ଏ.): ବିଷ ପିଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମୃତ ଝିଅଙ୍କ ବାପା ପରୀକ୍ଷିତ ନାଏକ କୋକସରା ଥାନାରେ ଜ୍ବାଇଁ ଘାସିରାମଙ୍କ ନାଁରେ ଝିଅକୁ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରି ଶନିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri