ଫାଇନାନ୍ସ କର୍ମଚାରୀଙ୍କ ଦାଦାଗିରି: ଆଦିବାସୀ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ସହ ଦେଲେ ହତ୍ୟା ଧମକ, ଥାନାରେ ମାମଲା
ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ ଦେବା ପାଇଁ ବିଭିନ୍ନ ସ୍ଥାନରେ ମାଳମାଳ ବ୍ୟାଙ୍କ ଖୋଲାଯାଇଛି। ଦାରିଙ୍ଗବାଡ଼ି ଓ ରାଇକିଆ ବ୍ଲକ ଅଞ୍ଚଳରେ ଏହି ଫାଇନାନ୍ସ କମ୍ପାନୀଗୁଡିକ କାର୍ଯ୍ୟାଳୟ ଖୋଲି ଲୋକଙ୍କୁ ଅବାଧରେ ଋଣ ପ୍ରଦାନ…
ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…
କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ ଶୁକ୍ରବାର ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଛି ଭିଜିଲାନ୍ସ। କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା…
ଦୁର୍ବୃତ୍ତ ଝାମ୍ପିନେଲେ ସୁନା-ରୁପା ଅଳଙ୍କାର ସହ ଟଙ୍କା ଭର୍ତ୍ତି ବ୍ୟାଗ୍
ପାରଳାଖେମୁଣ୍ଡି(ଗିରିଧାରୀ ପରିଚ୍ଛା),୨୬ା୯: ଗଜପତି ଜିଲା ମୋହନା ମୁଖ୍ୟ ବଜାରସ୍ଥିତ ଶ୍ରୀହରି ଜୁଏଲର୍ସରେ କଳାକନା ବୁଲାଇ ଦେଇଛନ୍ତି ଲୁଟେରା। ବୁଧବାର ବିଳମ୍ବିତ ରାତିରେ ଦୋକାନ ମାଲିକ ବି. ମୋହନ ରାଓ ଆଚାରୀ ପ୍ରତିଦିନ ଭଳି ଦୋକାନ ବନ୍ଦ କରି ସମସ୍ତ ସୁନା, ରୁପା…
ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ: କ୍ୟାଶିୟର ଗିରଫ, ଏବେ ବି ଫେରାର ଅଛନ୍ତି ୨ ମାଷ୍ଟରମାଇଣ୍ଡ୍
ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ମାମଲାରେ ସ୍ଥାନୀୟ ଟାଉନ୍ ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବୁଧବାର ପୋଲିସ ପୌରପରିଷଦରେ କାର୍ଯ୍ୟରତ କ୍ୟାଶିୟର ଦେବାନନ୍ଦ ରଣାଙ୍କୁ ଗିରଫ କରିଛି। ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ…
ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ
ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି। ମାଲକାନଗିରି ଥାନା ଅନ୍ତର୍ଗତ ଏମ୍ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ରେଳ…
୫୦ କେଜିରୁ ଊର୍ଦ୍ଧ୍ୱ ତମ୍ବା ତାର ଚୋରି: ୩ ଗିରଫ, ୭ ଫେରାର
ଛତ୍ରପୁର,୨୫ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ଇଣ୍ଡଷ୍ଟ୍ରିଆଲ୍ ପରିସରରେ ଥିବା ଦୀପ ଫର୍ଟିଲାଇଜର ଫ୍ଲାଟ୍ ପରିସରରୁ ଅଗଷ୍ଟ ୩୧ ରାତିରେ ୬୦ କି.ଗ୍ରା ତମ୍ବା ତାର ଚୋରି ଅଭିଯୋଗ ହୋଇଥିଲା। ଅପରପକ୍ଷରେ ଦୀର୍ଘ ୨୫ ଦିନ ପରେ…
ଭାଇ ହତ୍ୟାକାରୀଙ୍କ ଗିରଫ ଦାବି କରି ମା-ବାପାଙ୍କ ସହ ଥାନା ସମ୍ମୁଖରେ ଧାରଣାରେ ବସିଲେ ଭଉଣୀ
ସାଲେପୁର,୨୫ା୯(ଅରବିନ୍ଦ ଭୂୟାଁ): ମୃତ ଭାଇଙ୍କ ହତ୍ୟାକାରୀମାନଙ୍କୁ ଗିରଫ କରି କଠୋରରୁ କଠୋର ଦଣ୍ଡ ବିଧାନ ଦାବି କରି କଟକ ଜିଲା ସାଲେପୁର ଥାନା ସମ୍ମୁଖରେ ମା’-ବାପାଙ୍କ ସହ ଭଉଣୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଇଛନ୍ତି। ଘଟଣାକୁ ୧୩ ଦିନ ବିତିଯାଇଥିଲେ…
ଭରତପୁର ଥାନା ମାମଲା: ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ୍
ଭୁବନେଶ୍ୱର,୨୫ା୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ୍ ହେବ। ପଲିଗ୍ରାଫ୍ ଟେଷ୍ଟ୍ ପାଇଁ କ୍ରାଇମବ୍ରାଞ୍ଚକୁ ବୁଧବାର ଅନୁମତି ଦେଇଛନ୍ତି ଏସ୍ଡିଜେଏମ୍ କୋର୍ଟ। କ୍ରାଇମ୍ବ୍ରାଞ୍ଚ ଦୀନକୃଷ୍ଣଙ୍କୁ ଗୁଜରାଟ ଗାନ୍ଧିନଗରକୁ ନେବ। ପଲିଗ୍ରାଫ୍…
ମୋରଡ଼ା ଅଞ୍ଚଳରେ ବଢୁଛି ଚୋରି-ରାହାଜାନି, ମାମଲା ରୁଜୁ କରି ହାତବାନ୍ଧି ବସୁଛି ପୋଲିସ
ମୋରଡ଼ା,୨୩ା୯(ସ୍ମାରକ ମାଜୀ): ଲୁଟେରାଙ୍କ ଉପଦ୍ରବରେ ତ୍ରାହିତ୍ରାହି ଡାକିଲେଣି ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳବାସୀ। ପୋଲିସ କାଁ ଭାଁ ମାମଲା ରୁଜୁ କରି ଚୁପ୍ ହୋଇ ବସି ପଡୁଛି। ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନା ମୁତାବକ, ଗତ ୨୧…
ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍ ନୋଟ୍ରେ ଥିଲା…
ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍ ଆରମ୍ଭ ହୋଇଛି। ସୁଇସାଇଡ୍ ନୋଟ୍ରେ ଡିଏଫ୍ଓଙ୍କ ନାଁ ଥିବାରୁ ତଦନ୍ତ ନିର୍ଦ୍ଦେଶ ଦେଇଛି ବନ ବିଭାଗ। ସିସିଏଫ୍…
ସେଲ୍ଫି ନେଉଛନ୍ତି କି? ସାବଧାନ! ଖାଲି ହୋଇଯିବ ଆକାଉଣ୍ଟ, ଜାଣନ୍ତୁ କେମିତି…
ସାଇବର ଠକେଇର ନୂଆନୂଆ ମାମଲା ପ୍ରତିଦିନ ସାମ୍ନାକୁ ଆସୁଛି। ଏପରିକି ଲୋକଙ୍କ ଆଜୀବନ ରୋଜଗାର ମଧ୍ୟ ଲୁଟ୍ ହେଉଛି। ସାଇବର ଅପରାଧୀମାନେ ନୂଆ ଫର୍ମୂଲା ପକାଇ ଆକାଉଣ୍ଟ ଖାଲି କରିଦେଉଛନ୍ତି। ଆଜିକାଲି ସେଲ୍ଫି ନେବା ସାଧାରଣ କଥା ପାଲଟିଛି। ସମସ୍ତେ ନିଜର…
ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ…
ଭୁବନେଶ୍ୱର,୨୩ା୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ବିଜ୍ଞପ୍ତିରେ ଯୁବତୀ, ମେଜର ଏବଂ ପୋଲିସକୁ ଦୁର୍ବ୍ୟବହାର ଏବଂ ମାଡ଼ ଅଭିଯୋଗର ତଦନ୍ତ…

