ଅପରାଧ

ମୁଁ ତୁମ ବୋହୂକୁ ହତ୍ୟା କରିଛି, ଖୋଜିବ ଯଦି ଖୋଜି ପାର

ଭୋପାଳ,୧୩ା୫: ମୁଁ ତୁମ ବୋହୂକୁ ହତ୍ୟା କରିଛି, ଯଦି ତୁମେ ପାରିବ ତେବେ ଖୋଜ! ତାଙ୍କ ବୋହୂଙ୍କ ହତ୍ୟାକାରୀ ପୁଅ ବୋଲି ଭାବି ବୃଦ୍ଧଙ୍କ ଆତ୍ମା ଥରି ଉଠିଲା। ତାଙ୍କ ପାଦତଳୁ ମାଟି ଖସିଗଲା। କିଛି ସମୟ ପରେ ସେ ଅନୁଭବ…

ବ୍ରହ୍ମପୁର ଉପକଣ୍ଠରେ ପୁଣି ଜଣେ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୧୨ା୫: ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଥିବା ଏକ ଜମିରେ ମୃତଦେହ ଫିଙ୍ଗିଦେଇଛନ୍ତି ଦୁର୍ବୃତ୍ତ। ଖବର ପାଇ ସଦର ଥାନା…

ନକଲି ନଡ଼ିଆତେଲ ତିଆରି ବେଳେ ଚଢ଼ାଉ, ୨ ଗିରଫ

ରାଉରକେଲା ଅଫିସ,୧୨ା୫: ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ଏ. ବି. ଲେନ୍‌ ଇସଲାମ ନଗରରେ ବିଭିନ୍ନ ଦାମୀ କମ୍ପାନୀ ଲେଭଲ ବ୍ୟବହାର କରି ନକଲି ନଡିଆ ତେଲ ଓ ବଜାଜ ଏଲମଣ୍ଡ ଡ୍ରପ୍ସ ତିଆରି ବେଳେ ପୋଲିସ ଚଢାଉ କରି ୨ଜଣଙ୍କୁ…

ବଲିଉଡ୍‌ ଷ୍ଟାର୍‌ଙ୍କ ଫଟୋ ଲଗାଇ ବହୁ କୋଟି ଟଙ୍କା ଲୁଟ୍‌

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଅର୍ଥନେତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଏକ ଫ୍ରଡ୍‌ ଆପ୍‌ ଜଏନ ଟ୍ରେଡ’ର ୧ କୋଟି ୨୨ ଲକ୍ଷ ଟଙ୍କା ଜବତ କରିଛି। ଅକ୍ଷୟ କୁମାର ଏବଂ ମନୀଷ ପଲଙ୍କ ପରି ବଲିଉଡ୍‌ର ଲୋକପ୍ରିୟ ଅଭିନେତାଙ୍କ ଫଟୋ ଦେଇ ବିଜ୍ଞାପନ ମାଧ୍ୟମରେ ଜନସାଧାରଣଙ୍କୁ…

କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗ: ୪ ଗିରଫ

ପୋଲସରା,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ପକ୍ଷରୁ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ମୁଖ୍ୟ ଅଭିଯୁକ୍ତ ଥିବା ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ…

ଘରେ ପଶି ନାବାଳିକାଙ୍କ ତଣ୍ଟିକାଟି ହତ୍ୟା କଲେ ଯୁବକ

ଅନୁଗୋଳ ଅଫିସ,୮ା୫: ଅନୁଗୋଳ ସହର ଉପକଣ୍ଠ କୁଇଓ ଗ୍ରାମରେ ସୋମବାର ପୂର୍ବାହ୍ନରେ ଜଣେ ନାବାଳିକାଙ୍କ ତଣ୍ଟି କାଟି ହତ୍ୟା କରାଯାଇଛି। ମୃତ ନାବାଳିକା ହେଲେ, ଭାଗୀରଥି ସାହୁଙ୍କ ଝିଅ ଖୁସି (୧୨)। ତାଙ୍କ ପ୍ରକୃତ ଘର ତାଳଚେର ଡଅଁରାରେ ହୋଇଥିବା ବେଳେ…

ବୃଦ୍ଧାଙ୍କୁ ଗଣବଳାତ୍କାର

ଢେଙ୍କିକୋଟ,୮ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଭଗାମୁଣ୍ଡା ସାପ୍ତାହିକ ହାଟରୁ ଫେରୁଥିବା ଜଣେ ୬୦ ବର୍ଷୀୟା ଆଦିବାସୀ ବୃଦ୍ଧାଙ୍କୁ ଗଣବଳାତ୍କାର ହୋଇଛି। ଏ ନେଇ ହରିଚନ୍ଦନପୁର ଥାନାରେ ବୃଦ୍ଧା ଜଣଙ୍କ ଶନିବାର ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା…

ଏସ୍‌ଟିଏଫ୍‌ ଜାଲରେ ଉଚ୍ଚଶିକ୍ଷିତ ଠକ

ଭୁବନେଶ୍ୱର,୮।୫(ବ୍ୟୁରୋ): କେତେବେଳେ ଚାକିରି ଦେବାକୁ କହି ଫସାଉଥିଲେ ତ ଆଉ କେତେବେଳେ ଭିଜିଲାନ୍ସ ଅଧିକାରୀ ପରିଚୟରେ ବ୍ଲାକ୍‌ମେଲ କରି ଟଙ୍କା ଲୁଟୁଥିଲେ। ଏକାଧିକ ଚାକିରି ଆଶାୟୀ, ସରକାରୀ ଅଧିକାରୀ ଓ କଣ୍ଟ୍ରାକ୍ଟରଙ୍କୁ ଠକେଇ କରିଥିବା ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ…

ସ୍ତ୍ରୀଙ୍କୁ ଖଣ୍ଡଖଣ୍ଡ କରି କାଟି ଅଖାରେ ପୂରାଇ ରେଳଧାରଣାରେ ଫିଙ୍ଗିଦେଲେ ସ୍ବାମୀ

ବସ୍ତା,୭ା୫(ଡି.ଏନ୍‌.ଏ.): ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ମୃତଦେହକୁ ଖଣ୍ଡଖଣ୍ଡ କରି କାଟି ଅଖାରେ ଭର୍ତ୍ତି କରି ନିକଟସ୍ଥ ରେଳଧାରଣାରେ ଫିଙ୍ଗି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡ଼ିଛନ୍ତି। ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲା ବସ୍ତା…

ଠକେଇ ଟଙ୍କାରେ ଗାଡ଼ି ସଉକ

ଭୁବନେଶ୍ୱର,୫।୫ (ବ୍ୟୁରୋ): ମୋତେ ଟଙ୍କା ଦିଅ ମୁଁ ତୁମକୁ ଚାକିରି ଦେବି । ସରକାରୀ ହେଉ ବା ବେସରକାରୀ, ଟଙ୍କା ଦେଲେ ସହଜରେ ମିଳିଯିବ। ଏମିତି କହି ଚାକିରି ଆଶାୟୀ ଯୁବତୀଯୁବକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଧୃତ ଠକଙ୍କୁ…

ମହିଳାଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ ୨।୫(ଡି.ଏନ.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନଂ ୫୯ କଡ଼ରେ ମକରଝୋଳ ଗାଁ ନିକଟ ବିଲରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମହିଳାଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରାଯାଇଥିବା ପୋଲିସ ତଦନ୍ତରୁ…

ନୈନା ମୃତ୍ୟୁ ମାମଲା: ତଦନ୍ତ କମିଟି ଦ୍ୱାରା ତଦନ୍ତ କରିବାକୁ ହାଇକୋର୍ଟଙ୍କ ଆଦେଶ

କେନ୍ଦୁଝର,୨୯ା୪(ସ୍ବ.ପ୍ର.): କେନ୍ଦୁଝର ସମାଜସେବୀ ରୋଜାଲିନ ସାହୁ (ନୈନା) ମୃତ୍ୟୁ ଘଟଣାକୁ ନେଇ ହାଇକୋର୍ଟ ଏକ ମାମଲାର ବିଚାର କରି ଏକ ତଦନ୍ତ କମିଟି ଦ୍ୱାରା ଯାଞ୍ଚ କରିବାକୁ କେନ୍ଦୁଝର ଏସ୍‌ପିଙ୍କୁ ଆଦେଶ ଦେଇଛନ୍ତି। ଏଥିରେ ସଂପୃକ୍ତ ବ୍ୟକ୍ତିମାନଙ୍କୁ କୌଣସି ଛାଡ଼ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri