ଅପରାଧ

ପିଅନ ହତ୍ୟା ମାମଲା: ହତ୍ୟାକାରୀ ୩ ପୁଅ, ମା’ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ବହୁଚର୍ଚ୍ଚିତ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତିକରି ଧର୍ମଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ବନ୍ଦନା କର…

ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରୁଥିଲେ ଯୁବକ, ସୁରଟରୁ ହେଲେ ଗିରଫ

ହିଞ୍ଜିଳିକାଟୁ,୨୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁବତୀଙ୍କ ଅଶ୍ଲୀଳ ଭିଡିଓ ଭାଇରାଲ ଅଭିଯୋଗରେ କୋଦଳା ଥାନା ଅନ୍ତର୍ଗତ ସଚିନା ଗାଁର ନରେଶ ପ୍ରଧାନଙ୍କୁ ଗୁରୁବାର ହିଞ୍ଜିଳି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ…

ଦୁର୍ନୀତି ମାମଲାରେ ପୂର୍ବତନ ସହକାରୀ ବନସଂରକ୍ଷକ, ଠିକାଦାର ଦଣ୍ଡିତ

ମାଲକାନଗିରି,୨୭ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବନ ବିଭାଗର ପୂର୍ବତନ ବନ ସହକାରୀ ବନସଂରକ୍ଷକ ଶରତ କୁମାର ପଣ୍ଡା ଏବଂ ଠିକାଦାର ଜି.ଏମ୍‌. ସୁବାସ ଚନ୍ଦ୍ର ବୋଷଙ୍କ ଏକ ଦୁର୍ନୀତି ମାମଲାର ରାୟ ଗୁରୁବାର ଜୟପୁର ସ୍ବତନ୍ତ୍ର ଦୁର୍ନୀତି ନିବାରଣ ବିଚାରପତି ଶୁଣାଇ ଉଭୟଙ୍କୁ…

ନକଲି ଔଷଧ କାରବାର: ଉତ୍ତରପ୍ରଦେଶରୁ ୫ ଅଭିଯୁକ୍ତଙ୍କୁ ବରଗଡ଼ ଆଣିଲା ପୋଲିସ

ବରଗଡ଼ ଅଫିସ,୨୭ା୪:ବରଗଡ଼ ଜିଲାରେ ଧରାପଡ଼ିଥିବା ନକଲି ଔଷଧ କାରବାରର ଚେର ଉତ୍ତରପ୍ରଦେଶକୁ ଲମ୍ବିଛି। ଏହା ଜଣାପଡ଼ିବା ପରେ ପୋଲିସ ଟିମ୍‌ ସେଠାକୁ ପହଞ୍ଚି ୫ ଅଭିଯୁକ୍ତଙ୍କୁ ବରଗଡ଼କୁ ଆଣିଛି। ସେମାନେ ହେଲେ ଉତ୍ତରପ୍ରଦେଶର ବାରଣାସୀ ଜିଲା ଭେଲୁପୁର ଥାନା ବାଦିଗାଇବିର ଶୁଭମ୍‌…

ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ହତ୍ୟା: ୩ ମହିଳାଙ୍କ ସମେତ ୭ ଗିରଫ

ସୁନ୍ଦରଗଡ଼/ନୂଆଗାଁ, ୨୬।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ ତାଇନ୍ଦା ଗଞ୍ଜୁବସ୍ତିରେ ବୁଧବାର ଜମିବାଡ଼ି ବିବାଦକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଜଗେଶ୍ୱର ସିଂ (୩୪)। ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ମହିଳାଙ୍କ ସମେତ ୭ଜଣଙ୍କୁ ପୋଲିସ…

ନକଲି ସାର୍ଟିଫିକେଟ୍‌ରେ ଚାକିରି ଘଟଣା: ଆଉ ୫ ଅଟକ, ୨ କାର୍‌ ଜବତ

ବ୍ରହ୍ମପୁର ଅଫିସ,୨୬ା୪: ନକଲି ସାର୍ଟିଫିକେଟରେ ଚାକିରି ଘଟଣା ଏବେ ସାରା ଓଡ଼ିଶାରେ ଚହଳ ପକାଇଛି। ନକଲି ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ଚାକିରି ହାତେଇବା ଅଭିଯୋଗ ଗଞ୍ଜାମ ଜିଲାରେ ବହୁଦିନ ଧରି ହୋଇଆସୁଛି। ଏବେ ଏହି ରାକେଟ ଗଞ୍ଜାମ ଜିଲାରେ ସୀମିତ…

ପୂର୍ବତନ ଆର୍‌ଆଇଙ୍କୁ ଜେଲ୍‌

ବ୍ରହ୍ମପୁର ଅଫିସ,୨୬ା୪: ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ରାୟ ୮ବର୍ଷ ପରେ ପ୍ରକାଶ କରିଛନ୍ତି। ସେ ଗଞ୍ଜାମ ଜିଲା ଆସ୍କା ତହସିଲର ତତ୍କାଳୀନ ରାଜସ୍ବ ନିରୀକ୍ଷକ (ଆରଆଇ)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ…

ଚାକିରି ଦେବା ନାଁରେ ଲୁଟ୍‌, ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ମାଲକାନଗିରି,୨୬ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳରେ ବହୁ ଲୋକଙ୍କଠାରୁ ବିଦ୍ୟୁତ୍‌ ବିଭାଗରେ ଚାକିରି କରାଇ ଦେବା ନାଁରେ ଲୋକଙ୍କଠାରୁ ଟଙ୍କା ଲୁଟିଥିବା ଅଭିଯୁକ୍ତଙ୍କୁ ମାଲକାନଗିରି ପୋଲିସ ଗିରଫ କରିଛି। ଏ ସମ୍ପର୍କରେ ଏସ୍‌ପି. ନୀତିଶ ବାଧ୍ୱାନୀ ଦେଇଥିବା ସୂଚନାନୁଯାୟୀ, ଗତ…

କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା

ଭୋଗରାଇ,୨୬ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଚନ୍ଦନେଶ୍ୱର ୟୁନିୟନ ବ୍ୟାଙ୍କରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଥିବାର ଜଣାଯାଇଛି। ୭ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ବ୍ୟାଙ୍କ ଗ୍ରାହକ ଓ କର୍ମଚାରୀଙ୍କୁ ମାଡ଼ମାରିବା ସହିତ ଭୟଭୀତ କରି ଲକ୍ଷାଧିକ ଟଙ୍କା ଏବଂ…

ଅନ୍ତଃରାଜ୍ୟ ନକଲି ସାର୍ଟିଫିକେଟ ରାକେଟ ପର୍ଦାଫାଶ: ସରକାରୀ ଶିକ୍ଷକ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୨୪।୪: ଓଡ଼ିଶାରେ ଚାଲିଥିବା ଏକ ନକଲି ସାର୍ଟିଫକେଟ ରାକେଟର ପର୍ଦାଫାଶ କରିଛି ବ୍ରହ୍ମପୁର ପୁଲିସ । ଏହି ରାକେଟର ମୁଖ୍ୟ ତଥା ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଲଙ୍ଗଳେଶ୍ବରର ସରକାରୀ ଶିକ୍ଷକ ଦଇତାରୀ ବେହେରାଙ୍କ ସମେତ ଢେଙ୍କାନାଳର ପ୍ରଶାନ୍ତ କୁମାର…

ଯୌତୁକ ନିର୍ଯାତନା ଅଭିଯୋଗ

ଭଦ୍ରକ ଅଫିସ,୨୪।୪: ଭଦ୍ରକ ଜିଲା ବାସୁଦେବପୁର ଥାନା ବଡ ଆନନ୍ଦପୁର ଗ୍ରାମରେ ବଧୂ ହତ୍ୟା ହୋଇଥିବା ନେଇ ଭଦ୍ରକ ଏସପିଙ୍କ ଠାରେ ମୃତାଙ୍କ ମା ସୋମବାର ଅଭିଯୋଗ କରିଛନ୍ତି। ବାସୁଦେବପୁର ଥାନା ଲୁଙ୍ଗା ଗ୍ରାମର ରୀନା ଜେନାଙ୍କ ଅଭିଯୋଗ ମୁତାବକ ୫…

୮ ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଗାଡ଼ି ପାର୍କିଂକୁ ନେଇ ଯୁବକଙ୍କୁ ରାସ୍ତାରୁ ଉଠାଇ ମରଣାନ୍ତକ ଆକ୍ରମଣ ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ୮ ବର୍ଷ ପରେ ରବିବାର ଶହୀଦନଗର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri