ପୋଲିସ ହାତରେ ଅଭିଯୁକ୍ତ
ଅନୁଗୋଳ ଅଫିସ,୨୪।୪: ଅନୁଗୋଳ ସହର ହୁଲୁରୁସିଂହା ଖେଳପଡ଼ିଆରେ ଶୁକ୍ରବାର ସଂଘଟିତ ପ୍ରକାଶ ବେହେରା (୩୮) ହତ୍ୟାକାଣ୍ଡର ଦୁଇଦିନ ପରେ ଘାସିସାହିର ଜଣେ ଯୁବକଙ୍କୁ ପୋଲିସ ଉଠାଇ ଆଣିଛି। ସମ୍ପୃକ୍ତ ଯୁବକ ହିଁ ଏହି ହତ୍ୟାକାଣ୍ଡ ପଛର ମାଷ୍ଟର ମାଇଣ୍ଡ୍ ବୋଲି କୁହାଯାଉଛି।…
ଧାନବାଦ୍ ଏକ୍ସପ୍ରେସ୍ରେ ପୋଷ୍ଟର ମାରିଲା ଜିଆର୍ପି
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଅଟକିଥିବା ଧାନବାଦ୍ ଏକ୍ସପ୍ରେସ୍ ଟଏଲେଟରେ ଅଚିହ୍ନା ମହିଳାଙ୍କୁ ହତ୍ୟା ଘଟଣାକୁ ରବିବାର ୩ଦିନ ବିତିଛି। ହେଲେ ମହିଳାଙ୍କ ପରିଚୟ ମିଳୁ ନ ଥିବାରୁ ଅଭିଯୁକ୍ତଙ୍କୁ ଧରିବା ସରକାରୀ ରେଲ୍ୱେ ଥାନା ପୋଲିସ (ଜିଆର୍ପି) ପାଇଁ କଷ୍ଟସାଧ୍ୟ…
ଦୁର୍ଦ୍ଦାନ୍ତ ମନୁଆଙ୍କ ସମେତ ୫ ଗିରଫ
ପୁରୀ ଅଫିସ,୨୪।୪: ବିଭିନ୍ନ ମାମଲାରେ ସମ୍ପୃକ୍ତ ଥିବା ୫ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୁରୀ ତାଳବଣିଆ ଥାନା ପୋଲିସ ଓ ସ୍ପେଶାଲ ସ୍କାଡ୍ ଗିରଫ କରିଛି। ଗିରଫ ୫ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ମନୁଆ ମହାନ୍ତିଙ୍କ ସମେତ ତାଙ୍କର ୪ ସହଯୋଗୀ…
ବିଜେବି କଲେଜରେ ପଶି ହାଣିବା ଘଟଣା: ୪ ଗିରଫ
ଭୁବନେଶ୍ୱର,୨୩ା୪(ବ୍ୟୁରୋ): ବିଜେବି କଲେଜ କ୍ୟାମ୍ପସରେ ପଶି କିଛି ଅଣଛାତ୍ର ଆତଙ୍କରାଜ ଘଟାଇଥିଲେ। ତେବେ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ରବିବାର ଗିରଫ କରିଛି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରି ଗୋଟିଏ ବାଇକ ଜବତ ହୋଇଛି। ଏହି…
ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଯିବା ଘଟଣା: ପୁଅ ଗିରଫ
ଦାରିଙ୍ଗବାଡ଼ି,୨୦ା୪(ଡି.ଏନ୍.ଏ.): ପୁଅବୋହୂଙ୍କ ଆକ୍ରମଣରେ ବୃଦ୍ଧା ମା’ଙ୍କ ମୃତ୍ୟୁ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ମୃତ ବୃଦ୍ଧା ପୁଷ୍ପାଞ୍ଜଳି ପରିଚ୍ଛାଙ୍କ ପୁଅ ସୁନାମ ପରିଛା। ତାଙ୍କ ନାମରେ…
ଜଗତସିଂହପୁରରୁ ନିଖୋଜ ଯବାନଙ୍କ ମୃତଦେହ ଯାଜପୁରରୁ ମିଳିଲା
ଯାଜପୁର/ଜଗତସିଂହପୁର ଅଫିସ,୨୦ା୪: ଜଗତସିଂହପୁର ଜିଲା ଏରସମା ଥାନା ଅଧୀନ ସୋମପୁର ଗ୍ରାମର ଯବାନ ସୂର୍ଯ୍ୟକାନ୍ତ କୁଆଁର ୧୭ ତାରିଖରୁ ନିଖୋଜ ରହିଥିଲେ। ଦୁଇ ଦିନ ପୂର୍ବରୁ ଯବାନଙ୍କ ବାଇକ୍ ଯାଜପୁର ଜିଲା ବଡ଼ଚଣା ଥାନା ଅଧିନସ୍ଥ ଧାନମଣ୍ଡଳ ନିକଟ ପାହାଡ଼ ପାଖରୁ…
ଯାତ୍ରା ଦେଖି ଫେରୁଥିବା ୨ ନାବାଳିକାଙ୍କୁ ଗଣବଳାତ୍କାର, ୫ ଅଭିଯୁକ୍ତ ଫେରାର
ଭବାନୀପାଟଣା/ଲାଞ୍ଜିଗଡ଼,୨୦ା୪(ସ୍ବ.ପ୍ର./ଡି.ଏନ୍.ଏ.): କଳାହାଣ୍ଡିରେ କଳଙ୍କ। ଯାତ୍ରା ଦେଖି ଫେରୁଥିବା ୨ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ମସଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପରିବାର ଲୋକେ ଏନେଇ ବିଜେପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, ଜିଲାର ବିଜେପୁର…
ଜୁଆଆଡ୍ଡାରେ ବଡ଼ଧରଣର ଚଢ଼ାଉ: ୯ ଗିରଫ, ୧୨ କାର୍ ଜବତ
ବରଗଡ଼ ଅଫିସ/ସୋହେଲା୧୯ା୪(ଡି.ଏନ୍.ଏ.): ବରଗଡ଼ ଜିଲା ପୋଲିସ ସ୍ପେଶାଲ ସ୍କ୍ବାଡ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଜୁଆଆଡ୍ଡାରେ ଚଢ଼ାଉ କରିଥିଲା। ଜିଲାର ସୋହେଲା ଥାନା ଲୁହୁରାଚଟି ନିକଟ ରାଜସ୍ଥାନୀ ଢାବା ପଛପଟେ ଚାଲିଥିବା ଏହି ଜୁଆଆଡ୍ଡାରୁ ପୋଲିସ ନଗଦ ୨ଲକ୍ଷ ୫୪ହଜାର…
ସାଇ ମନ୍ଦିରରୁ ଚୋରି: ଦାନ ବାକ୍ସ, ବାବାଙ୍କ ରୁପା ମୁକୁଟ ନେଇଗଲେ ଦୁର୍ବୃତ୍ତ
ବରପାଲି,୧୯ା୪(ଡି.ଏନ୍.ଏ.): ବରଗଡ଼ ଜିଲା ବରପାଲି କେନାଲ ରୋଡ୍ରେ ନୂଆ ପ୍ରତିଷ୍ଠା ହୋଇଥିବା ଶିରିଡି ସାଇ ମନ୍ଦିରରେ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମନ୍ଦିର ପୂଜକ ରୁଦ୍ର ନାରାୟଣ ଦାଶ ଏନେଇ ବରପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ…
ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର
ଯାଜପୁର ଅଫିସ,୧୯ା୪: ଯାଜପୁର ଜିଲା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପବିତ୍ର ସେଠୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ପାଇଁ ସେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏହି ଅଭିଯୋଗରେ…
ଝାମୁଯାତ୍ରା ଗହଳିରେ ଲୁଟେରା ମାତିଛନ୍ତି
ମହାକାଳପଡ଼ା,୧୭ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ସ୍ଥିତ ମା’ ଦରିଆପାରି ରାମଚଣ୍ଡୀ ମନ୍ଦିର ବିଜେସ୍ଥଳରେ ଝାମୁଯାତ୍ରାର ଗହଳି ପରିଲକ୍ଷିତ ହୋଇଥିଲା। ମା’ଙ୍କ ପୀଠ ପରିସରରେ ବିଭିନ୍ନ ଦୋକାନ ବଜାର ପସରା ମେଲାଇଥିବା ବେଳେ ଭିଡ଼ ମଧ୍ୟରେ ସୁଯୋଗ ଉଣ୍ଡି…
ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଗଲା
ଦାରିଙ୍ଗବାଡ଼ି,୧୬ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ପାଙ୍ଗଲି ଗ୍ରାମରେ ପାରିବାରିକ ଗଣ୍ଡଗୋଳକୁ ନେଇ ପୁଅବୋହୂଙ୍କ ଆକ୍ରମଣରେ ଜଣେ ବୃଦ୍ଧା ମା’ଙ୍କ ମୃତ୍ୟୁ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ମୃତା ବୃଦ୍ଧା ଜଣକ ହେଲେ ଉକ୍ତ ଥାନା ପାଡ଼ନକେତା ଗ୍ରାମର…
Archives


