ଛାତ୍ରୀଙ୍କୁ ସଂସ୍କୃତ ଶିକ୍ଷକଙ୍କ ମାଡ଼, ଅସଦାଚରଣ ଅଭିଯୋଗ, ଥାନାରେ ପହଞ୍ଚିଲା ମାମଲା
ଦେବଗଡ଼,୨୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ତଥା ବାରକୋଟ ବ୍ଲକ ଅନ୍ତର୍ଗତ ଏକ ନିର୍ଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସମ୍ପୃକ୍ତ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ମାଡ଼ ମାରିବା ସହ ଅସଦାଚରଣ ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି । ଏନେଇ…
ରେଞ୍ଜରଙ୍କ ଟଏଲେଟ୍ ଫ୍ଲସ୍ରୁ ମିଳିଲା ବିଡ଼ାବିଡ଼ା ଟଙ୍କା, ଭିଡିଓ ଦେଖିଲେ…
ଢେଙ୍କାନାଳ,୨୨ା୮: ଢେଙ୍କାନାଳ ସଦର ରେଞ୍ଜର ବିଭୂଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଟଏଲେଟ୍ ଫ୍ଲସ ଟାଙ୍କିରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ଭିଜିଲାନ୍ସକୁ ଦେଖି…
ଗିରଫ ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ
କେନ୍ଦ୍ରାପଡ଼ା,୧୭ା୮: କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଗତକାଲି ପ୍ରଦୀପଙ୍କ ଘର, ଅଫିସ ସହିତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଭିଜିଲାନ୍ସ ବିଭାଗ। ଏହି…
ବିଧବାଙ୍କୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲେ ଯୁବକ
ଆଠଗଡ଼,୧୭ା୮: କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚ ଗାଁରେ ଶନିବାର ଏକ ଅଭାବନୀୟ କାଣ୍ଡ ଘଟିଛି। ବିଧବାଙ୍କୁ ଜଣେ ଯୁବକ ହତ୍ୟା କରିବା ପରେ ଥାନାରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛନ୍ତି। ତେବେ ଉକ୍ତ ଯୁବକ ଜଣକ ବିଧବା ମହିଳାଙ୍କ ଘରେ…
ରାଜଧାନୀରେ ୭ ସିମ୍ ବକ୍ସ ଠାବ, ଫ୍ରଡ୍ କଲ୍ ପାଇଁ ହେଉଥିଲା ବ୍ୟବହାର
ଭୁବନେଶ୍ୱର,୧୬ା୮: ରାଜଧାନୀ ଭୁବନେଶ୍ବରରେ ୭ଟି ସିମ୍ ବକ୍ସ ଠାବ କରାଯାଇଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଏକ ସନ୍ଦିଗ୍ଧ ଘରୁ ଏହାକୁ ଠାବ କରାଯାଇଛି। ସ୍ପେଶାଲ ସ୍କ୍ବାଡ ଓ ଲକ୍ଷ୍ମୀସାଗର ପୋଲିସର ମିଳିତ ଚଢ଼ାଉରେ ଏହି ବକ୍ସକୁ ଠାବ କରାଯାଇଥିବା ବେଳେ ଜଣଙ୍କୁ…
ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ
ଭୁବନେଶ୍ୱର,୧୬ା୮: କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। କେନ୍ଦ୍ରାପଡ଼ାରେ ତାଙ୍କ କାର୍ଯ୍ୟାଳୟ, କଟକସ୍ଥିତ କଲ୍ୟାଣୀନଗର ଏବଂ ଭୁବନେଶ୍ୱରର ଲିଙ୍ଗିପୁର…
ପଦ୍ମପୁର ସବଜେଲରୁ ୨ ବିଚାରାଧୀନ କଏଦୀ ଫେରାର୍
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ସବଜେଲରୁ ବୁଧବାର ସ୍ପଷ୍ଟ ଦିବାଲୋକରେ ୨ବିଚାରାଧୀନ କଏଦୀ ଫେରାର ହୋଇଯାଇଛନ୍ତି। ସେମାନେ ହେଲେ, ଟିକେଶ୍ବର ମାହାର ଏବଂ ତ୍ରିନାଥ ଶବର । ଟିକେଶ୍ବର ଏକ ଡକାୟତି ମାମଲା ଏବଂ ତ୍ରିନାଥ ହତ୍ୟା ଉଦ୍ୟମ ମାମଲାରେ…
ଲୁହା ରଡ୍ ଚୋରି କରି ୫ କୋର୍ଟ ଚାଲାଣ
ଥୁଆମୂଳ ରାମପୁର,୧୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଅଡ୍ରି ପଞ୍ଚାୟତ ଅଧୀନରେ ଥିବା ମେଘା ଉଠା ପାନୀୟ ଜଳଯୋଗାଣ କ୍ୟାମ୍ପ୍ଠାରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁହାରଡ୍ ଚୋରି ଘଟଣାକୁ ନେଇ ସୋମବାର ଥୁଆମୂଳ ରାମପୁର ଥାନାରେ ବିଭାଗୀୟ…
ଏଟିଏମ୍ ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା
ଗୋପାଳପୁର,୧୨ା୮(ନବୀନ ରାଜ ଆଚାରୀ): ବେଶ୍ କିଛି ଦିନର ନୀରବତା ପରେ ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅଞ୍ଚଳରେ ମୁଣ୍ଡ ଟେକିଛନ୍ତି ଦୁର୍ବୃତ୍ତ। ରବିବାର ବିଳମ୍ବିତ ରାତିରେ ଏଟିଏମ୍କୁ କଟର ସାହାଯ୍ୟରେ କାଟି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ସୂଚନା ମିଳିଛି।…
ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣା: ନା ଅଛି ଡର ନା ଅଛି ଲାଜ, ପୋଲିସ ଧରିବା ପରେ ଅଭିଯୁକ୍ତ କହିଲେ…
କୋଲକାତା,୧୨ା୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର୍ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନି ବା ପ୍ରଶିକ୍ଷକ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ସଞ୍ଜୟ ରାୟ ବୋଲି ଜଣାପଡ଼ିଛି,…
ୟୁଟ୍ୟୁବ୍ରେ ଶେୟାର କଲେ ମୟୂର ମାଂସର ତରକାରୀ, ଆଉ ତା’ ପରେ…
ହାଇଦ୍ରାବାଦ,୧୧ା୮: ତେଲଙ୍ଗାନାର ଜଣେ ୟୁଟ୍ୟୁବର୍ଙ୍କୁ ଖାଦ୍ୟ ଭିଡିଓ ଶେୟାର କରିବା ମହଙ୍ଗା ପଡ଼ିଛି। ବାସ୍ତବରେ ୟୁଟ୍ୟୁବର କୋଡମ ପ୍ରଣୟ କୁମାର ତାଙ୍କ ଚ୍ୟାନେଲରେ ‘ପାରମ୍ପାରିକ ମୟୂର କରି’ର ରେସିପି ଅପଲୋଡ୍ କରିଥିଲେ। ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତେବେ ଏହି…
ଚାକିରି କରାଇ ଦେବାକୁ କହି ଶିକ୍ଷୟିତ୍ରୀ ଠକିନେଇଥିଲେ ୫ ଲକ୍ଷ ଟଙ୍କା, ଯିବାକୁ ପଡ଼ିଲା ଜେଲ୍
ଘସିପୁରା,୧୦ା୮(ନିରଞ୍ଜନ ସାହୁ): ଚାକିରି କରାଇ ଦେବା ନାଁରେ ଅର୍ଥ ତୋଷରପାତ କରି ଜଣେ ଶିକ୍ଷୟିତ୍ରୀଙ୍କୁ ଶେଷରେ ଜେଲ୍ ଯିବାକୁ ପଡ଼ିଛି। ଶିକ୍ଷୟିତ୍ରୀ ଜଣଙ୍କ ଚାକିରି କରାଇଦେବା ନାଁରେ ବିଭିନ୍ନ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ବେଳେ ଠକାମିର ଶିକାର ଜଣେ…

