ଅପରାଧ

ଶ୍ୱଶୁର ଘରେ ପଶି ଜ୍ୱାଇଁଙ୍କ ହାଇଡ୍ରାମା: ଶାଶୁଙ୍କୁ ଆକ୍ରମଣ ସହ ଅସଦାଚରଣ ପରେ ଜେଲ ଗଲେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖଇରପଙ୍କ ଗ୍ରାମର ବି. ହରି କନ୍ୟାରିଙ୍କୁ ମଙ୍ଗଳବାର କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ଗିରଫ କରି ସାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା...

ଆକ୍ସନ ମୋଡରେ ବରଗଡ଼ ପୋଲିସ: ପିସ୍ତଲ, ଗୁଳି ସହ ପୁଣି ୨ ପେଶାଦାର ଅପରାଧୀଙ୍କୁ…

ବରଗଡ଼,୭।୧୦(ପ୍ରେମାନନ୍ଦ ଖମାରୀ )- ଆକ୍ସନ ମୋଡରେ ବରଗଡ଼ ଜିଲା ପୋଲିସ । ସୋମବାର ୫ ଦେଶୀ ପିସ୍ତଲ, ୨୦ ଗୁଳି ସହିତ ୧୫ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିଲା। ତେବେ ଏହାର ୨୪ ଘଣ୍ଟା ନ ପୂରୁଣୁ ମଙ୍ଗଳବାର ବରଗଡ଼...

କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ

କଟକ,୬ା୧୦: କଟକ ସହରରେ ଅଶାନ୍ତି ସୃଷ୍ଟି କରିଥିବା ଘଟଣାରେ ୮ ଜଣଙ୍କୁ ସୋମବାର ଗିରଫ କରିଛି ପୋଲିସ। ଏନେଇ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି। ଭସାଣି ସମୟରେ ଅଶାନ୍ତି ସୃଷ୍ଟି କରି ଭଙ୍ଗାରୁଜା ଏବଂ ପୋଲିସକୁ...

ଜେଲ୍‌ରୁ ୨ କଏଦୀ ଚମ୍ପଟ ମାରିବା ଘଟଣାରେ ସାମ୍ନାକୁ ଆସିଲା ବଡ଼ ଷଡ଼ଯନ୍ତ୍ର

ଚୌଦ୍ୱାର,୫ା୧୦: ଚୌଦ୍ବାର ଜେଲ୍‌ରୁ ୨ କଏଦୀ ଚମ୍ପଟ ମାରିବା ଘଟଣାରେ ସାମ୍ନାକୁ ଆସିଛି ଏକ ବଡ଼ ଷଡ଼ଯନ୍ତ୍ରର ଗନ୍ଧ। ଚମ୍ପଟ ମାରିଥିବା ସେଲ ସର୍ଚ୍ଚ କରିବା ପରେ ଶୌଚାଳୟ ଭିତରୁ ମୋବାଇଲ, ଚାର୍ଜର ସହ ପାଓ୍ବାର ବ୍ୟାଙ୍କ ବି ମିଳିଥିବା...

୨ ଜୁଆଆଡ୍ଡା ଉପରେ ଚଢ଼ାଉ: ଘରମାଲିକଙ୍କୁ ପୋଲିସର ଜେରା, ୩୧ ଗିରଫ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ୨ଟି ଜୁଆଆଡ୍ଡା ଉପରେ ଚଢ଼ାଉ କରି ୩୧ ଜଣଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ପୋଲିସ ୮ଟି ବାଇକ୍‌, ୨୪ଟି ମୋବାଇଲ ଜବତ କରାଯାଇଥିବା ବାଲିଗୁଡ଼ା...

ବରଗଡ଼ରେ ବଡ଼ ଆକ୍ସନ: ଡ୍ରଗ୍ସ ବିଭାଗ ଜବତ କଲା…

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ)- ମଧ୍ୟପ୍ରଦେଶର ଛିନ୍ଦୱାଡାରେ କଫ ସିରପ୍‌ ଖାଇ ୯଼ ଜଣ ଶିଶୁଙ୍କ ମୃତ୍ୟୁ ଘଟଣା ସାରାଦେଶରେ ହଇଚଇ ସୃଷ୍ଟି କରିଛି । ଏହି ଘଟଣା ପରେ ଓଡିଶା ସରକାର ମଧ୍ୟ ଆକ୍ସନ ମୋଡରେ ରହିଛି । ରାଜ୍ୟର ଏହି...

ଏଟିଏମ୍‌ରୁ ଟଙ୍କା ଉଠାଇ ଫେରୁଥିଲେ, ପିଛା କରି ଅଟକାଇଲେ ୩ ଯୁବକ; ରକ୍ତାକ୍ତ କରି…

ଧର୍ମଶାଳା,୪।୧୦(ଶିବ ପ୍ରସାଦ ମହାନ୍ତି): ରାତିରେ ଲୁଟେରା ଆତଙ୍କ। ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାନପୁର ନିକଟରେ ଶନିବାର ରାତିରେ ଜଣେ ଯୁବକଙ୍କୁ ତିନି ଜଣ ଲୁଟେରା ମାରଣାସ୍ତ୍ରରେ ଆକ୍ରମଣ କରି  ଟଙ୍କା ଛଡାଇ ନେଇଛନ୍ତି। ରକ୍ତାକ୍ତ ଅବସ୍ଥାରେ ଯୁବକ...

ଜାରକା ଅଞ୍ଚଳରେ ମାତିଛନ୍ତି ଚୋର: ସିରିଜ ଚୋରି ପରେ ବି ପୋଲିସ ହାତ ଖାଲି

ଧର୍ମଶାଳା,୪।୧୦(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକା ଅଞ୍ଚଳରେ ମାତିଛନ୍ତି ଚୋର। ଘରେ କେହି ନ ଥିବାର ସୁଯୋଗ ନେଇ ଲୁଟି ନେଉଛନ୍ତି ସବୁକିଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ନିକଟସ୍ଥ ଜାମୁବଣିଆ ଗ୍ରାମରେ ଦୁର୍ବୃତ୍ତମାନେ କବାଟ ତାଲା...

ପୋଲିସ SI ପରୀକ୍ଷା ପୂର୍ବରୁ ଜାଲିଆତି: ୧୧୪ ପରୀକ୍ଷାର୍ଥୀଙ୍କ ସହ ବନ୍ଧା ହେଲେ ୩ ଦଲାଲ, ବଡ଼ ଖୁଲାସା…

ଗୋପାଳପୁର,୧।୧୦(ନବୀନ ରାଜ ଆଚାରୀ): ରାଜ୍ୟରେ ପୋଲିସ ଏସ୍‌ଆଇ ପରୀକ୍ଷା ପୂର୍ବରୁ ବଡ଼ ଜାଲିଆତି ଘଟଣା ସାମ୍ନାକୁ ଆସିଛି। ବୁଧବାର ବ୍ରହ୍ମପୁର ପୋଲିସ ଜିଲା ଗୋଳନ୍ଥରା ଥାନା ପୋଲିସ ପର୍ଦ୍ଦାଫାଶ କରିବା ସହ ପୋଲିସ ୧୧୪ ପରୀକ୍ଷାଥି ଓ ତିନି ଦଲାଲଙ୍କୁ...

ଛତର ଯାତ୍ରାରୁ ଚୋରି କରି ଭାଗ ବାଣ୍ଟୁଥିଲେ, ୯ ଜଣଙ୍କୁ ବାନ୍ଧିଲା ବଲାଙ୍ଗୀର ପୋଲିସ; ୩୯ ମୋବାଇଲ ସହ…

ବଲାଙ୍ଗୀର , ୧।୧୦: କଳାହାଣ୍ଡି ଜିଲାର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା ମଙ୍ଗଳବାର ଥିଲା। ସେହି ଯାତ୍ରାରେ ଭକ୍ତ ମାନେ ମା’ଙ୍କ ଦର୍ଶନ କରି ଆସିଥିବାବେଳେ ସେମାନଙ୍କଠାରୁ ନାନାଦି ସାମଗ୍ରୀ ଚୋରି ହୋଇଥିଲା। ଘଟଣାରେ ଚଢାଉ କରି ପୋଲିସ ୩୯...

ହଜିଥିବା ୩୦ ମୋବାଇଲ ଫେରିପାଇଲେ ବ୍ୟବହାରକାରୀ, ପୋଲିସର କାର୍ଯ୍ୟକୁ କଲେ ପ୍ରଶଂସା

ଭଞ୍ଜନଗର,୨୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଲୋକଙ୍କ ହଜି ଯାଇଥିବା ୩୦ଟି ମୋବାଇଲ ଉଦ୍ଧାର କରି ସେମାନଙ୍କୁ ହସ୍ତାନ୍ତର କରିଛି। ଏନେଇ ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଏସ୍‌ପି ରଞ୍ଜନ କୁମାର ଦେ ହଜି ଯାଇଥିବା...

ଅଳିଆ ଗୋଟାଇ ପେଟ ପୋଷୁଥିଲେ ନାବାଳିକା, ବସ୍ତାରୁ ମିଳିଲା ମୃତଦେହ

ବାଲେଶ୍ୱର,୨୫ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସମଲପୁର ଗାଁ ନିକଟରେ ଏକ ଘରୁ ବସ୍ତା ଭିତରୁ ଜଣେ ନାବାଳିକାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଅନ୍ୟ ଦୁଇ ଝିଅଙ୍କ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri