ଅପରାଧ

ବ୍ୟାଙ୍କ ନିକଟରୁ ଲୁଟ୍‌ ଘଟଣା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ୍‌, ୬ ଗିରଫ

ଫୁଲବାଣୀ ଅଫିସ,୫ା୪: ଫୁଲବାଣୀ ସହର ଆକ୍ସିସ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଲୁଟ୍‌ ଘଟଣାରେ କନ୍ଧମାଳ ଜିଲା ପୋଲିସ କଳାହାଣ୍ଡି ପୋଲିସ ସହାୟତାରେ ଲୁଟେରା ଗ୍ୟାଙ୍ଗ୍‌ଙ୍କୁ କେସିଙ୍ଗା ନିକଟରୁ ଧରିଛି। ଏହି ଘଟଣାରେ ମୋଟ ୬ ଜଣଙ୍କୁ…

ମାତିଛନ୍ତି ଝାଡ଼ଖଣ୍ଡ ଲୁଟେରା

ଅନୁଗୋଳ ଅଫିସ,୩।୪: ଅନୁଗୋଳରେ ମାତିଛନ୍ତି ଝାଡ଼ଖଣ୍ଡୀ ଲୁଟେରା ଗ୍ୟାଙ୍ଗ୍‌। ସାମାନ୍ୟ ଅନ୍ୟମନସ୍କ ହେଲେ ଆଖି ପିଛୁଳାକେ ସେମାନେ ମୋବାଇଲ ଫୋନ୍‌ ଝାମ୍ପି ନେଇ ଚମ୍ପଟ ମାରୁଛନ୍ତି। ତାଲା ବନ୍ଦ ଘରକୁ ଟାର୍ଗେଟ କରି କଳାକନା ବୁଲାଉଛନ୍ତି। ରବିବାର ସାପ୍ତହିକ ହାଟରେ ମୋବାଇଲ…

ଗିରଫ ଏସ୍‌ଆଇଙ୍କ ଲିଙ୍ଗକୁ ନେଇ ଦ୍ୱନ୍ଦ୍ୱ

ଭଦ୍ରକ ଅଫିସ,୩ା୪: ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ବିବାହ ପ୍ରଲୋଭନ ଦେଖାଇ ଦୁଇବର୍ଷ ଧରି ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଏସ୍‌ଆଇଙ୍କୁ ଭଦ୍ରକ ଟାଉନ ପୋଲିସ ଗିରଫ ପରେ ରବିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ଚୂଡ଼ାମଣି ମେରାଇନ…

ରାଜଧାନୀରେ ବାଉନ୍‌ସର ଗ୍ୟାଙ୍ଗ୍‌, ୭ ଗିରଫ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜଧାନୀରେ ବାଉନ୍‌ସରଙ୍କ ରାଜ୍‌ ଚାଲିଛି। ଗ୍ୟାଙ୍ଗ୍‌ ଗଢ଼ି ବଡ଼ ବଡ଼ ଅପରାଧ ଘଟାଉଛନ୍ତି। ରାତି ଅଧରେ ଜେସିବି ଲଗାଇ ଦୋକାନ ଘର ଭାଙ୍ଗି ଲୁଟ୍‌ କରିବା ସହ ଜମି ଜବରଦଖଲ କରୁଛନ୍ତି। ଏହି ଗ୍ୟାଙ୍ଗର ସଦସ୍ୟ ଥିବା ୭ ବାଉନ୍‌ସରଙ୍କୁ…

ରାମନବମୀରେ ଭିଡ଼ ଭିତରୁ ୬ ମହିଳାଙ୍କ ଚେନ୍‌ ଝାମ୍ପିନେଲେ ଲୁଟେରା

ନିଶ୍ଚିନ୍ତକୋଇଲି,୩୦ା୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଲ ପଞ୍ଚୟତ ରଘୁନାଥ ମନ୍ଦିରରେ ଶ୍ରୀରାମ ନବମୀ ଅବସରରେ ବହୁ ଜନ ସମାଗମ ହୋଇଥିଲା। ଏହାର ସୁଯଗ ନେଇ ଚେନ୍‌ ଲୁଟେରା ସକ୍ରିୟ ହୋଇ ପଡ଼ିଥିଲେ। ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖି ଲୁଟେରାମାନେ…

୫୦ଲକ୍ଷ ଟଙ୍କା ପାଇଁ ନାବାଳକଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗିରଫ

ବ୍ରଜରାଜନଗର,୨୯ା୩ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଟାଉନ ଥାନା ଅନ୍ତର୍ଗତ ସରବହାଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବାସ କରୁଥିବା ସୁମିତ ଅଗ୍ରଓ୍ବାଲଙ୍କ ପୁଅ ସମର୍ଥ ଅଗ୍ରଓ୍ବାଲ (୧୫)ଙ୍କୁ ୫୦ଲକ୍ଷ ଟଙ୍କା ପାଇଁ ହତ୍ୟା କରାଯାଇଛି। ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ…

ବୋହୂଙ୍କୁ ଶ୍ୱଶୁରଙ୍କ ବଳାତ୍କାର ଉଦ୍ୟମ

ହିଞ୍ଜିଳିକାଟୁ,୨୯ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ବୋହୂଙ୍କୁ ତାଙ୍କ ଶ୍ୱଶୁର ମଦ ନିଶାରେ ବଳାତ୍କାର ଉଦ୍ୟମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାଟି ଗତ ରବିବାର ଘଟିଥିବା ବେଳେ ମଙ୍ଗଳବାର ଏଥିନେଇ ପୀଡ଼ିତା ବୋହୂ ଥାନାରେ ଅଭିଯୋଗ…

ବିଡିଓ, ସହକାରୀ ଯନ୍ତ୍ରୀଙ୍କୁ ମାଡ଼ ମାରି ଜଣେ ଗିରଫ

ଟେନ୍‌ସା,୨୯ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବିଡିଓ ପଲ୍ଲବୀ ରାଣୀ ରାଜ ଏବଂ ସହକାରୀ ଯନ୍ତ୍ରୀ ଅଭିଷେକ ପାଣିଗ୍ରାହୀଙ୍କୁ ମାଡ଼ ମାରି ଜଣେ ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ବିଡିଓ ପଲ୍ଲବୀ ରାଣୀ ରାଜ ନିଜ ସରକାରୀ ବାସଗୃହରେ ଥିଲେ। ହଠାତ…

୩ କୋଟି ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୨୭ା୩(ଡି.ଏନ୍‌.ଏ.): ଚିତ୍ରକୋଣ୍ଡା ପୋଲିସକୁ ଗଞ୍ଜେଇ ଚଢ଼ାଉରେ ସଫଳତା ମିଳିଛି। ମାଲକାନଗରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଡାଇକ ଥ୍ରୀ (dyke-3) ଜଙ୍ଗଲରେ ଚଢ଼ାଉ କରି ୧୩୨ ଜରି ବସ୍ତା ଅର୍ଥାତ୍‌ ୩ ଟନ୍‌ ୩୦୦ କେଜି ଗଞ୍ଜେଇ ଜବତ ହୋଇଛି। ଯାହାର…

ମୁଖାପିନ୍ଧା ଚୋର ଆତଙ୍କ: ଗୋଟିଏ ରାତିରେ ୨ ଘରେ ବୁଲାଇଲେ କଳାକନା

କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ସହରର ବଳଦେବଜୀଉ କଲୋନୀ ଲେନ୍‌ ୬ ଏବଂ ଲେନ୍‌ ୭ରେ ଶନିବାର ବିଳମ୍ବିତ ରାତିରେ ଦୁଇ ଜଣ ଲୋକଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବନ ବିଭାଗ ପକ୍ଷରୁ ଟାଉନ ଥାନାରେ ରବିବାର…

ପ୍ରେମିକାଙ୍କ ଓଢ଼ଣୀରେ ଝୁଲିପଡ଼ିଲେ ପ୍ରେମିକ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜଧାନୀର ଏକ ହୋଟେଲରୁ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଜବତ ହୋଇଛି । ମୃତ ଯୁବକ ଜଣକ ହେଲେ ଦୁର୍ଗାପ୍ରସାଦ ମିଶ୍ର। ଖଣ୍ଡଗିରି ଜାଗମରାସ୍ଥିତ ଏକ ହୋଟେଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପ୍ରେମିକା ବାଥରୁମ୍‌ରେ ଥିବା ବେଳେ ତାଙ୍କ…

ଝରକା ଗ୍ରୀଲ୍‌ ତାଡ଼ି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଆରଡ଼ି,୨୬ା୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଭୂଇଁପୁରର ଦିବାକର ବିଶ୍ବାଳଙ୍କ ଘରୁ ଶନିବାର ବିଳମ୍ବିତ ରାତିରେ ଝରକା ଗ୍ରୀଲ୍‌ ତାଡ଼ି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ପରିବାର ଲୋକେ ନିକଟରେ ହେଉଥିବା ଅପେରା ଦେଖିବାକୁ ଯାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri