ଅପରାଧ

ରାଜଧାନୀରେ ହାତୀଦାନ୍ତ ର଼୍ୟାକେଟ୍‌

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱରରେ ହାତୀଦାନ୍ତ ର଼୍ୟାକେଟ ଧରାପଡିଛି। ସୈନିକ ସ୍କୁଲ ଛକ ନିକଟରେ ଡିଲ୍‌ବେଳେ ମୈତ୍ରୀବିହାର ଥାନା ପୋଲିସ ରବିବାର ସାରେ ଚଢ଼ାଉ କରି ୨ ବନ୍ୟଜନ୍ତୁ ଚାଲାଣକାରୀଙ୍କୁ ଧରିଛି। ସେମାନଙ୍କଠୁ ପ୍ରାୟ ୩ କେଜି ଓଜନର ଏକ ହାତୀ ଦାନ୍ତ ଜବତ…

ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): ତେଲକୋଇ ଥାନା ରଗଡ଼ା ଗାଁରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଶନିବାର ଏକ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହାଣି ହତ୍ୟା କଲାପରେ ରବିବାର ତେଲକୋଇ ଥାନାରେ ଆତ୍ମସମର୍ପଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତଙ୍କ ନାମ ରଥିଆ ସେଠୀ(୩୨)।…

ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ, ଥାନାରେ ଅଟକ

ଟିକିରି,୧୭ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୋରାଗୁଡ଼ା ଥାନା ଡି କରଳ ଆଦିବାସୀ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଦିବାସୀ ସାହିର ଏକ ଘରୁ ଜଣେ ମହିଳାଙ୍କ ଏକ ମୃତଦେହ ଜବତ କରିଛି ଦୋରାଗୁଡ଼ା ପୋଲିସ। ହତ୍ୟା ସନ୍ଦେହରେ…

ସ୍ତ୍ରୀଙ୍କଠାରୁ ତଥ୍ୟ ନେଇ ସ୍ବାମୀଙ୍କୁ ଠକିଲେ ସାଇବର ଠକ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ସ୍ତ୍ରୀଙ୍କଠାରୁ ତଥ୍ୟ ନେଇ ସ୍ବାମୀଙ୍କୁ ଠକିଲେ ସାଇବର ଠକ। ନିଜକୁ କେତେବେଳେ ବ୍ୟାଙ୍କ ମ୍ୟାନେଜର ତ ପୁଣି ଆଉ କେତେବେଳେ ଏଲ୍‌ଆଇସି ଅଧିକାରୀ କହି ଅନ୍‌ଲାଇନ ଜରିଆରେ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ୨ ସାଇବର ଠକଙ୍କୁ ଶେଷରେ…

ଶ୍ୱେତା ହତ୍ୟା ମାମଲା: ବୟଫ୍ରେଣ୍ଡ ଗିରଫ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ମୃତ୍ୟୁକୁ ୬ ମାସ ପୂରଣ ହୋଇଥିବା ବେଳେ ଗୁରୁବାର ଭୋର୍‌ରୁ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ କମିଶନରେଟ ପୋଲିସ ଗିରଫ କରିଛି।ସମ୍ବଲପୁର ବଂଶୀଧର ନଗରସ୍ଥିତଘରୁ ସୌମ୍ୟଜିତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ଆଜି…

ଯୁବତୀଙ୍କୁ ଗଳାକାଟି ହତ୍ୟା, ଭଉଣୀଙ୍କୁ ମରଣାନ୍ତକ ଆକ୍ରମଣ

ପାଇକମାଳ,୧୬ା୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପାଇକମାଳ ଥାନା ଜର୍ଜଗଡ଼ ଗ୍ରାମ ନିକଟ ଏକ ନାଳ ପାଖରେ ଗୁରୁବାର ଜଣେ ଯୁବତୀଙ୍କୁ ନିର୍ମମ ଭାବରେ ହତ୍ୟା କରାଯାଇଛି। ଯୁବତୀ ଜଣକ ହେଲେ, ଉକ୍ତ ଗ୍ରାମର ନମିତା ଶତନାମୀ (୨୦)। ସେ ଆଜି ପୂର୍ବାହ୍ନରେ ନିକଟସ୍ଥନାଳକୁ…

କାର୍‌ରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗରେ ମାମଲା ରୁଜୁ

କେନ୍ଦୁଝର,୧୫ା୨(ସ୍ବ.ପ୍ର.): ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ଚିଠି ନମ୍ବର ୧୯୦/୧୩-୨-୨୦୨୩ ରେ ‘ଧରିତ୍ରୀ’ରେ ପ୍ରକାଶିତ ଏକ ସମ୍ବେଦନଶୀଳ ଖବର ଉପରେ କେନ୍ଦୁଝର ଏସ୍‌ପି, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଓ ଜିଲା ଶ୍ରମ ଅଧିକାରୀଙ୍କୁ ସବିଶେଷ ରିପୋର୍ଟ…

ଯୁବକଙ୍କୁ ନିର୍ମମ ହତ୍ୟା

ଭବାନୀପାଟଣା,୧୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ପେଙ୍ଗସୁର ଗାଁରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ଗାଁର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ହେଲେ ପେଙ୍ଗସୁର ଗ୍ରାମର ଅମର ମାଝି। ଗୁଣି ଗାରେଡ଼ି ସନ୍ଦେହରେ…

ଯୁବକଙ୍କୁ ଛୁରାମାଡ଼ ଘଟଣା: ଗିରଫ ହେଲେ ଅଭିଯୁକ୍ତ

ନିରାକାରପୁର,୧୫ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ଛକଠାରେ ଗତ ୨ ତାରିଖରେ ରାମେଶ୍ୱର ଗ୍ରାମର ମହେଶ୍ୱର ସାହୁ ନାମକ ଯୁବକଙ୍କୁ ଖଜୁରୀପଡ଼ା ଗ୍ରାମର ଦିବାକର ପାହାଡ଼ସିଂହ ନାମଙ୍କ ଜଣେ ଯୁବକ ଛୁରିରେ ଆକ୍ରମଣ କରିଥିଲେ। ଏନେଇ ଆହତଙ୍କ ମା’…

ଅସଲି ଦେଖାଇ ବିକିଥିଲେ ନକଲି ସୁନା, ୪ ମାସ ପରେ ବନ୍ଧା ହେଲେ ୨ ଠକ

ଦେବଗଡ଼,୧୪।୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳରେ ଅସଲି ସୁନା ଦେଖାଇ ନକଲି ସୁନା ବିକ୍ରି କରି ଫେରାର ହେବା ଘଟଣାରେ ପୋଲିସକୁ ସଫଳତା। ଦୀର୍ଘ ୪ମାସ ପରେ ଧରା ପଡିଛନ୍ତି ଠକ ଗ୍ୟାଙ୍ଗର ୨ ସଦସ୍ୟ। ଗିରଫ ଅଭିଯୁକ୍ତ ହେଲେ…

ନବଦାସ ହତ୍ୟା ମାମଲା: ରିମାଣ୍ଡ ପରେ ଜେଲ୍‌ ଗଲେ ଗୋପାଳ

ବ୍ରଜରାଜନଗର,୧୩ା୨(ଡି.ଏନ୍‌.ଏ.): ନବଦାସ ହତ୍ୟା ମାମଲାରେ ତୃତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଅଭିଯୁକ୍ତ ଗୋପାଳ ଦାସ ପୁଣି ଜେଲ୍‌ ଯାଇଛନ୍ତି। ଗୋପାଳଙ୍କୁ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ନିଆଯାଇଛି। ତୃତୀୟ ପର୍ଯ୍ୟାୟ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରି ଠିକାଦାର ଗିରଫ

କେନ୍ଦୁଝର,୧୨ା୨(ସ୍ବ.ପ୍ର.): ଟାଉନ ଥାନା ପୋଲିସ ଜଣେ ୧୪ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଘରେ କାମରେ ଲଗାଇବା ସହ ଶନିବାର ବଳାତ୍କାର ଉଦ୍ୟମ ମାମଲାରେ ଜଣେ ଠିକାଦାରଙ୍କୁ ଗିରଫ କରିଛି। ତାଙ୍କ ନାମ ଫୁକୁ ପଣ୍ଡା (୫୯) ବୋଲି ଜଣାପଡ଼ିଛି। ଏନେଇ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri