ଗୁମର ଖୋଲିବାକୁ କହୁଥିବା ଅର୍ଚ୍ଚନାଙ୍କ ପାଟି ଚୁପ୍
ଭୁବନେଶ୍ୱର, ୧୧।୧୨ (ବ୍ୟୁରୋ): ‘ମୋତେ ଫସାଇ ଦିଆଯାଇଛି। ପାଟି, ଆଖି, କାନ ବନ୍ଦ କରି ରଖାଯାଇଛି। ମୁଁ ମୁହଁ ଖୋଲିଲେ ରାଜ୍ୟ ଦୋହଲିଯିବ। ଇଡିକୁ ଅପେକ୍ଷା କରିଥିଲି, ଏବେ ମୁହଁ ଖୋଲିବାକୁ ସୁଯୋଗ ମିଳିବ। ମୋତେ ୩୦ ମିନିଟ୍ ଦିଆଯାଉ। ନେତା,…
ଟଙ୍କା, ସୁନା ଲୋଭରେ ବୃଦ୍ଧଙ୍କୁ ହତ୍ୟାକଲେ ନାତି
ନିଶ୍ଚିନ୍ତକୋଇଲି/ସାଲେପୁର, ୧୧ା୧୨(ସ୍ବ.ପ୍ର./ଡି.ଏନ୍.ଏ.): କଟକ ଜିଲା ନେମାଳ ଥାନା ଅଧୀନ କଳମିଶ୍ରି ପଞ୍ଚାୟତ ଲେଣ୍ଡୁରା ଭଗବାନପୁର ଗ୍ରାମରେ ଗଳାକାଟି ବୃଦ୍ଧଙ୍କୁ ହତ୍ୟା ଘଟଣାର ଶନିବାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପର୍କୀୟ ନାତି ଓମ୍ପ୍ରକାଶ ମୁଦୁଲି(୧୮)ଙ୍କୁ ପୋଲିସ ଗିରଫ କରି କୋର୍ଟ…
ଯୁବକଙ୍କୁ ଛୁରାମାଡ଼ ଘଟଣା: ଜଣେ ଗିରଫ
ବଡ଼ବିଲ,୧୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ପୁରୁଣା ବସ୍ଷ୍ଟାଣ୍ଡରେ ଜଣେ ଯୁବକଙ୍କୁ ଗତ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିଲେ। ଏହି ଘଟଣାରେ ଶନିବାର ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଆଜାଦ…
ଶିଖ୍ ମହିଳାଙ୍କୁ ହତ୍ୟା ଘଟଣାରେ ଗିରଫ ହେଲେ ସ୍ବାମୀ
ଟରେଣ୍ଟୋ,୧୦ା୧୨: କାନାଡାର ସରେ ପ୍ରାନ୍ତରେ ନିଜ ଘରେ ୪୦ ବର୍ଷୀୟା ଶିଖ୍ ମହିଳାଙ୍କୁ ହତ୍ୟା କରାଯାଇଥିଲା। ତେବେ ଏହି ମାମଲାରେ ସ୍ବାମୀଙ୍କୁ ଗିରଫ କରାଯାଇଥିବା କାନାଡା ପୋଲିସ ସୂଚନା ଦେଇଛି। ସ୍ଥାନୀୟ ରିପୋର୍ଟରୁ ପ୍ରକାଶ ଯେ, ବୁଧବାର ବ୍ରିଟିଶ କଲମ୍ବିଆର ସରେ…
ଜନ୍ତୁ ଶିକାର ପାଇଁ ବିଛାଇଥିଲେ ତାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ
ଦେବଗଡ଼,୯।୧୨(ଡି.ଏନ୍.ଏ.): ଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଇଥିଲେ ବିଦ୍ୟୁତ ତାର। ହେଲେ ତାହା ସଂସ୍ପର୍ଶରେ ଆସି ଜଣେ ମହିଳା ଗୁରୁତର ହୋଇଥିଲେ। ଏହି ଘଟଣାରେ ଶୁକ୍ରବାର ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିିଛି । ଗିରଫଦ୍ୱୟ ହେଲେ ଟାଇଁସର ଗ୍ରାମର ହିମାଂଶୁ…
ସୁଙ୍ଗେର ବୋମା ନିଷ୍କ୍ରିୟ ମାମଲା: ୪୮ ଘଣ୍ଟା ମଧ୍ୟରେ ୬ଜଣଙ୍କୁ ବାନ୍ଧିଲା ରାୟଗଡ଼ା ପୋଲିସ
ରାୟଗଡ଼ା,୯।୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ବୁଧବାର ଜିଲା ପୋଲିସ ଏବଂ ସିଆରପିଏଫ୍ କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମର ଏକ ଘର ପଛପଟେ ଥିବା ପାଇଖାନାରେ ରଖାଯାଇଥିବା ବୋମାକୁ ନିଷ୍କ୍ରିୟ କରିଥିଲେ। ୪୮ ଘଣ୍ଟା ନପୁରୁଣୁ…
ପ୍ରେମିକାଙ୍କ ଘରୁ ମିଳିଲା ପ୍ରେମିକଙ୍କ ଝୁଲନ୍ତା ମୃତଦେହ
ପାଟନା,୯ା୧୨: ବିହାରର ମୋତିହାରୀରେ ଜଣେ ନାବାଳକଙ୍କୁ ହତ୍ୟା କରାଯାଇଛି। ନାବାଳକଙ୍କ ମୃତଦେହ ତାଙ୍କ ପ୍ରେମିକାଙ୍କ ଘରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ମୃତଦେହ ଉଦ୍ଧାର ପରେ ଗାଁରେ ଏହି ଖବର ପ୍ରଚାରିତ ହୋଇଥିଲା। ଏହି ଘଟଣାଟି ପୂର୍ବ ଚମ୍ପାରଣ ଜିଲା ଘୋଡ଼ାସହାନ ଥାନା…
ବନ୍ତଳା ଅଞ୍ଚଳରେ ମାତିଛନ୍ତି ଡକାୟତ
ଅନୁଗୋଳ ଅଫିସ, ୮ା୧୨: ଅନୁଗୋଳ ଜିଲା ବନ୍ତଳା ଥାନା ଅଧୀନ ପୁରୁଣା କଟକ-ସମ୍ବଲପୁର ରୋଡ୍ରେ ଡକାୟତ ଗ୍ୟାଙ୍ଗ୍ ମାତିଛନ୍ତି। ବେଡ଼ା ବସଲା ଛକରେ ସେମାନେ ଗାଡ଼ି ଚାଳକଙ୍କୁ ଅଟକାଇ ମାଡ଼ ମାରୁଛନ୍ତି। ଭୁଜାଲି ଦେଖାଇ ଭୟଭୀତ କରାଇବା ସହ ଟଙ୍କା ଓ…
ଭିଜିଲାନ୍ସ ଜାଲରେ ଟିଟଲାଗଡ଼ ରେଞ୍ଜର
ବଲାଙ୍ଗୀର ଅଫିସ,୮।୧୨: ଭିଜିଲାନ୍ସ ଜାଲରେ ରେଞ୍ଜର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲା ଟିଟିଲାଗଡ ଜଙ୍ଗଲ ବିଭାଗର ରେଞ୍ଜର ଶିବପ୍ରସାଦ ନାଏକଙ୍କ ବାସଭବନରେ ଗୁରୁବାର ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ସମ୍ବଲପୁର ଭିଜିଲାନ୍ସ ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର…
ଫୁଲ ତୋଳୁଥିଲେ ମହିଳା, ସୁନା ଚେନ୍ ଝାମ୍ପିନେଲେ ଲୁଟେରା
କେନ୍ଦୁଝର,୭ା୧୨(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ କଲେଜରୋଡ୍ ସାତସିଙ୍ଗା ନିକଟରେ ଜଣେ ମହିଳାଙ୍କଠାରୁ ସ୍ପଷ୍ଟ ଦିବାଲୋକରେ ସୁନା ଚେନ୍ ଲୁଟ୍ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି। ବୁଧବାର ଅପରାହ୍ନରେ ଦୀପ୍ତିମୟୀ ରାଉତ ଫୁଲ ତୋଳୁଥିବାବେଳେ ଘର ନିକଟରେ ଜଣେ ଯୁବକ…
କାର୍ରେ ନେଉଥିଲେ ୭ ମେଣ୍ଢା, ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ଚୋର
କଣ୍ଟାପଡ଼ା,୭ା୧୨(ଡି.ଏନ୍.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଅଧିକାଂଶ ଅଞ୍ଚଳରୁ ଛେଳି ମେଣ୍ଢା ଚୋରି ହୋଇ ଆସୁଥିଲା। ଅଞ୍ଚଳରେ ଲୋକମାନଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଗତ ରାତିରେ ଓଡି ୦୫ କ୍ୟୁ ୬୩୬୨ ନମ୍ବର ବିଶିଷ୍ଟ ଏକ କାର୍ରେ ୫…
ଶ୍ରଦ୍ଧାଙ୍କୁ ତାଙ୍କ ପ୍ରେମିକ ୩୫ ଖଣ୍ଡ କରିଥିଲେ, ମୁଁ ତୁମକୁ ୭୦ ଖଣ୍ଡ କରିଦେବି
ମୁମ୍ବାଇ,୫ା୧୨: ଦିଲ୍ଲୀରେ ଶ୍ରଦ୍ଧା ଓ୍ବାକରଙ୍କୁ ତାଙ୍କ ପ୍ରେମିକ ୩୫ ଖଣ୍ଡ କରି କାଟି ଫିଙ୍ଗିଦେବା ଘଟଣା ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ମହାରାଷ୍ଟରେ ଆଉ ଜଣେ ଲିଭ୍ ଇନ୍ରେ ରହୁଥିବା ପ୍ରେମିକ ତାଙ୍କ ପ୍ରେମିକାଙ୍କୁ ଧମକ ଦେଇଛନ୍ତି। ସେ…
Archives


