ଅପରାଧ

ବିଦ୍ୟାଳୟ ପରିସରରେ ଛାତ୍ରଙ୍କୁ ଜଣେ ଅଭିଭାବକଙ୍କ ମରଣାନ୍ତକ ଆକ୍ରମଣ

ବାଲିଗୁଡ଼ା,୨୯ା୬(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ୧୧ନଂ ଓ୍ବାର୍ଡରେ ଥିବା ପଣସପୋଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ର ଶମ୍ଭୁ ମଳିକଙ୍କୁ ଅନ୍ୟ ଜଣେ ଅଭିଭାବକ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଶମ୍ଭୁଙ୍କ ମୁଣ୍ଡ…

ପାଣିଟାଙ୍କି କାନ୍ଥ ଭୁଶୁଡ଼ି ଛାତ୍ରଙ୍କ ଜୀବନ ଗଲା

ବାଲେଶ୍ୱର,୨୮ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅଧୀନ ପଦ୍ମପୁରସ୍ଥିତ ବାଞ୍ଛାନିଧି ଇଂରାଜୀ ମିଡିୟମ ଘରୋଇ ସ୍କୁଲର ଜଣେ ଅନ୍ତେବାସୀ ଉପରେ ପାଣିଟାଙ୍କି ଭୁଶୁଡ଼ି ପଡ଼ିବାର ଶୁକ୍ରବାର ପୂର୍ବାହ୍ନରେ ଜଣେ ଛାତ୍ରଙ୍କ ଜୀବନ ଯାଇଛି। ଛାତ୍ର ଜଣକ ହେଲେ ନାରାୟଣ ଟୁଡୁ(୧୦)।…

ଦୁଇ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ

ବ୍ରହ୍ମପୁର,୨୪ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌-୧ ଡ. ଇନ୍ଦୁ ଶର୍ମା ସୋମବାର ଏକ ଗଞ୍ଜେଇ ଚୋରାଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ସେ ଦୁଇ ଜଣ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତ। ସେମାନେ…

କୁନ୍ଦୁଲି ଡବଲ ମର୍ଡର: ୩ ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ପଟ୍ଟାଙ୍ଗି,୨୦ା୬(ଶରତ ଧଳ): ଅକ୍ଟୋବର ମାସରେ କୁନ୍ଦୁଲି ସାପ୍ତାହିକ ହାଟରେ ଘଟିଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଫେରାର ଅଭିଯୁକ୍ତମାନଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇ ସମସ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ତଥା…

ନିର୍ମାଣାଧୀନ କୋଠାରୁ ୨ ଟନ୍‌ ଲୁହା ସାମଗ୍ରୀ ଚୋରି

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ପେଟ୍ରୋଲ ପମ୍ପ ଅଞ୍ଚଳରୁ ଏକ ନିର୍ମାଣାଧୀନ କୋଠା ପରିସରରୁ ୨ ଟନ୍‌ ବିଭିନ୍ନ ଲୁହା ସାମଗ୍ରୀ ଚୋରି ନେଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏ ନେଇ…

ମହିଳାଙ୍କୁ ପଥରରେ ଆକ୍ରମଣ କରି ଜଣେ ଗିରଫ

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପନ୍ଦରା ସାହିରେ ମହିଳାଙ୍କୁ ପଥରରେ ଆକ୍ରମଣ କରିବା ଘଟଣାରେ ବୁଧବାର ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ପନ୍ଦରା ସାହିର ସାଗର ଜେନା ବୋଲି…

ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ଦେହରେ ଛୁରି ଭୁସିଲେ ପ୍ରେମିକ

ଖଲ୍ଲିକୋଟ,୧୯ା୬(ପ୍ରଶାନ୍ତ କୁମାର ମିଶ୍ର): ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ପେଟକୁ ନିଜେ ଛୁରି ମାରିଛନ୍ତି ପ୍ରେମିକ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ସୁମୁଣ୍ଡଳ ଗ୍ରାମରେ। ଉକ୍ତ ଘଟଣା ଘଟିଛି ବେଗୁନିଆପଡ଼ା…

ବ୍ଲକ୍‌ ହେବ ୩୦ ହଜାରରୁ ଅଧିକ ମୋବାଇଲ ନମ଼୍ବର

ନୂଆଦିଲ୍ଲୀ, ୧୯।୬: ଅନ୍‌ଲାଇନ୍‌ ସହ ବିଭିନ୍ନ ଉପାୟରେ ଲୋକଙ୍କୁ ଠକିବାକୁ ଡିଜିଟାଲ୍‌ ଠକମାନେ ଲାଗିପଡ଼ିଛନ୍ତି । ପାର୍ସଲ ଠାରୁ ଆରମ୍ଭ କରି ବିଜୁଳି ବିଲ୍‌ ପର୍ଯ୍ୟନ୍ତ ସମସ୍ତ ଉପାୟ ପ୍ରୟୋଗ କରି ଲୋକଙ୍କୁ ଠକି ପଇସା ଲୁଟୁଛନ୍ତି । ବିଜୁଳି ବିଲ୍‌…

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ ଶଳା ହେଲେ କୈଳାସ ନାୟକ। ରବିବାର ସକାଳୁ ଏ ବିଷୟରେ ଜଣାପଡ଼ିଛି। ଶିକାର କରିବାକୁ…

କନଷ୍ଟେବଳ ଶଙ୍କରଭାନୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୩ା୬(ସୁନୀଲ ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନ ପାଖ ହୋଟେଲ ଇନ୍ଦ୍ରପ୍ରସ୍ଥର ୨୧୨ ନମ୍ବର ରୁମ୍‌ରୁ ଗତ ମେ’ ୧୭ରେ ପୋଲିସ କନଷ୍ଟେବଳ ଶଙ୍କରଭାନୁ ବେହେରାଙ୍କ ହାତଗୋଡ଼, ମୁହଁବନ୍ଧା ମୃତଦେହ ଉଦ୍ଧାର କରିଥିଲା। ରତ୍ନପଥର ଚୋରା କାରବାରରୁ ଶଙ୍କରଭାନୁ ହତ୍ୟାକାଣ୍ଡ ଘଟିଥିବା ତଦନ୍ତରୁ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୃତ ଦିଲ୍ଲୀପଙ୍କ ପରିବାର, ହତ୍ୟାକାରୀଙ୍କୁ କଠୋର ଦଣ୍ଡ ପାଇଁ ନିବେଦନ

ଖଲ୍ଲିକୋଟ,୧୩ା୬(ପ୍ରଶାନ୍ତ କୁମାର ମିଶ୍ର): ଭୁବନେଶ୍ୱରସ୍ଥିତ ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହ ଆଲୋଚନା କରିଛନ୍ତି ମୃତ ଦିଲ୍ଲୀପ ପାହାନଙ୍କ ପରିବାର। ସୂଚନାନୁଯାୟୀ, ଶ୍ରୀକୃଷ୍ଣଶରଣପୁର ଗ୍ରାମର ମୃତ ଦିଲ୍ଲୀପଙ୍କ ପରିବାରକୁ ଭାଜପା ପକ୍ଷରୁ ଶପଥ ସମାରୋହରେ ଯୋଗ ଦେବା ପାଇଁ…

ମହିଳାଙ୍କ ଦରପୋଡ଼ା ମୃତଦେହ ଜବତ ଘଟଣା: ସ୍ବାମୀ, ଶାଶୁ-ଶ୍ୱଶୁର, ପୁତୁରା ଗିରଫ

ଲୋଇସିଂହା,୯ା୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁଡ଼ା ଗ୍ରାମର ନମିତା ବଣିଆ(୩୩) ନାମ୍ନୀ ଜଣେ ବିବାହିତା ମହିଳାଙ୍କ ଦରପୋଡ଼ା ମୃତଦେହ ଶ୍ମଶାନ ନିକଟ ଏକ ନାଳାରୁ ଶୁକ୍ରବାର ପୋଲିସ ଜବତ କରିଥିଲା । ଏହି ଘଟଣାରେ ସମ୍ପୃକ୍ତ ନମିତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?