ଧରାପଡ଼ିଲେ ୫ ସୁନା ଚୋର
ରାୟଗଡ଼ା ଅଫିସ,୨ା୨: ରାୟଗଡ଼ା ପୋଲିସକୁ ଏକ ବଡ଼ଧରଣର ସଫଳତା ମିଳିଛି। ଜନୈକ ବ୍ୟବସାୟୀଙ୍କ ଘରୁ ଗତ ୧୯ ତାରିଖରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ ବୁଧବାର କରିବା ସହ ୫ ଜଣଙ୍କୁ ଗିରଫ ପୂର୍ବକ କୋର୍ଟ ଚାଲାଣ କରିଥିବା ପ୍ରେସ୍ମିଟ୍ରେ ସୂଚନା…
ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଗିରଫ
ବଲାଙ୍ଗୀର ଅଫିସ,୨ା୨: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂଙ୍କୁ ବେଲପଡ଼ା ପୋଲିସ ବୁଧବାର ରାତିରେ ଗିରଫ କରିଥିବା ଜଣାପଡ଼ିଛି। କଣ୍ଟାବାଞ୍ଜି-ବେଲପଡ଼ା ରାସ୍ତାରେ ଥିବା ଆଲିସାନ ସିନେମା ହଲର ମାଲିକଙ୍କ ଅଭିଯୋଗ ଅନୁସାରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।…
ପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ଜିଲା ଜଜ୍ଙ୍କୁ ଚିଠି ଲେଖିଲେ ଏସ୍ପି
କେନ୍ଦୁଝର,୧ା୨(ସ୍ବ.ପ୍ର.): ପୋଲିସ ହେପାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ କେନ୍ଦୁଝର ପୋଲିସ ଜିଲା ଜଜ୍ଙ୍କୁ ଚିଠି କରିଥିବା ଜଣାପଡ଼ିଛି। ମୃତ୍ୟୁ ହୋଇଥିବା ଅଭିଯୁକ୍ତ ଜଣଙ୍କ ମିଲୁ ବାରିକ। ଘର ସୁନ୍ଦରଗଡ଼ ଜିଲାରେ ହୋଇଥିବା ବେଳେ…
ଘରେ ପଶି ମା’-ପୁଅଙ୍କ ଉପରେ ଏସିଡ୍ ଆକ୍ରମଣ, ସିସିଟିଭିରେ କଏଦ ହେଲେ ସନ୍ଦିଗ୍ଧ
ଲକ୍ଷ୍ନୌ,୨୯।୧: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଘରେ ପଶି ମା’-ପୁଅଙ୍କ ଉପରେ ଏସିଡ୍ ଆକ୍ରମଣ କରାଯାଇଛି। ଏଥିରେ ଉଭୟ ଗୁରୁତର ହୋଇଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସିସିଟିଭିରେ ଘଟଣା କଏଦ ହୋଇଥିବା…
ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ
ନିରାକାରପୁର,୨୮ା୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପାନ୍ଥିକା ଅଞ୍ଚଳରୁ ନିରାକାରପୁର ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଥିବା ବେଳେ ବାଇକ୍ ଏବଂ ସ୍କୁଟି ଜବତ କରିଛି। ଏଥିରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…
ଜମିବାଡ଼ିକୁ କେନ୍ଦ୍ର କରି ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା: ୩ କୋର୍ଟ ଚାଲାଣ
ଭବାନୀପାଟଣା,୨୮ା୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଦେଉଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି। ଜମିବାଡ଼ିକୁ କେନ୍ଦ୍ର କରି କାହ୍ନୁ ଚରଣ ଠାକୁର ନାମକ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରା ଯାଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ମୃତକଙ୍କ…
ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଲୁଟ୍ ଘଟଣା: ୫ ଗିରଫ
ଭୁବନେଶ୍ୱର,୨୭ା୧(ବ୍ୟୁରୋ): ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଲୁଟ୍ ହେବା ଘଟଣାର ଶୁକ୍ରବାର ପର୍ଦ୍ଦାଫାଶ ହୋଇଛି। କ୍ୟାପିଟାଲ ଥାନା ପୋଲିସ ଏଥିରେ ସଂପୃକ୍ତ ୫ ଜଣଙ୍କୁ ଗିରଫ କରିବା ସହ ଲୁଟ୍ ସାମଗ୍ରୀ ମଧ୍ୟ ଜବତ କରିଛି। ସୂଚନାଯୋଗ୍ୟ, ଗତ ୨୧…
ପୁଅର ଖଣ୍ଡାଚୋଟରେ ବାପା ମୃତ
ଛତ୍ରପୁର,୨୫ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ଗାଁ ମଠସାହିରେ ହତ୍ୟାକାଣ୍ଡ ଘଟିଛି। ବାପା ପାଣ୍ଡ ମହାଙ୍କୁଡ (୬୦)ଙ୍କୁ ପୁଅ ସଞ୍ଜୟ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି। ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ ଘଟିଥିବା ଏସ୍ଆଇ ସିଲୁ ଧଳ ସୂଚନା…
ଡକାୟତି ଯୋଜନା ପଣ୍ଡ: ୪ ଗିରଫ, ୨ ଫେରାର
ବଡ଼ବିଲ,୨୫ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଏକ ଡକାୟତି ଯୋଜନାକୁ ପଣ୍ଡ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଘଟଣାସ୍ଥଳରୁ ଏକ ଦେଶୀ ପିସ୍ତଲ, ଦୁଇ ରାଉଣ୍ଡ ଗୁଳି, ଦୁଇଟି ଛୁରି, ଲଙ୍କା ଗୁଣ୍ଡ ପାଉଚ ଓ ୬ଟି…
କଟକରେ ସେକ୍ସ ରାକେଟ୍ ଠାବ
କଟକ ଅଫିସ,୨୪।୧: କଟକ ସୂର୍ଯ୍ୟବିହାର ଅଞ୍ଚଳରେ ଚାଲିଥିଲା ସେକ୍ସ ରାକେଟ । ଏନେଇ କୌଣସି ସୂତ୍ରରୁ ଖବର ପାଇ ମଙ୍ଗଳବାର ବାଦାମବାଡ଼ି ଥାନା ପୋଲିସ ଅଚାନକ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ରାଣୀ ମହୁମାଛି ସମେତ ୫ ଦେହଜୀବୀଙ୍କୁ ଉଦ୍ଧାର କରିଛି।…
ମଦ ଦୋକାନ ମ୍ୟାନେଜରଙ୍କ ଘରୁ ଦୁର୍ବୃତ୍ତ ଲୁଟିନେଲେ ନଗଦ ସାଢ଼େ ୪ ଲକ୍ଷ ଟଙ୍କା
ଦେବଗଡ଼,୨୩ା୧(ଡି.ଏନ୍.ଏ.): ଦେବଗଡ଼ ପୌର କାର୍ଯ୍ୟାଳୟ ପାଖ ଏକ ଘରୁ କେତେକ ଦୁର୍ବୃତ୍ତ ଜଣେ ବିଦେଶୀ ମଦ ଦୋକାନ ମ୍ୟାନେଜରଙ୍କ ଘର କବାଟ ତାଡ଼ି ଆଲମିରାରୁ ଦୋକାନର ବିକ୍ରି ହୋଇଥିବା ପ୍ରାୟ ସାଢ଼େ ୪ ଲକ୍ଷ ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ସହରରେ…
ଯୁବକଙ୍କୁ ହତ୍ୟା କରି ସୁଟ୍କେସରେ ପୂରାଇ ଫିଙ୍ଗିଦେଲେ
ଖୋର୍ଦ୍ଧା ଅଫିସ,୨୨ା୧(.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ହରିପୁର ଫରେଷ୍ଟ ଜଙ୍ଗଲରୁ ଜଙ୍ଗଲ ମଧ୍ୟରେ ପଡ଼ିଥିବା ଏକ ସୁଟ୍କେସରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ନାଚୁଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ରବିବାର ହରିପୁର…
Archives


