ଅପରାଧ

ସୋସିଆଲ୍‌ ମିଡିଆରେ ସ୍ବାମୀଙ୍କ ଫଟୋ ଛାଡି ବ୍ଲାକମେଲ କରୁଛନ୍ତି ସ୍ତ୍ରୀ

ବ୍ରହ୍ମପୁର,୨୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦାମ୍ପତ୍ୟ ଜୀବନରେ ଫାଟ ସୃଷ୍ଟି ହେବା ପରେ ସ୍ବାମୀଙ୍କ ପୁରୁଣା ଫଟୋ ସୋସିଆଲ୍‌ ମିଡିଆରେ ଛାଡି ସ୍ତ୍ରୀ ବ୍ଲାକ୍‌ମେଲ କରୁଥିବା ନେଇ ନିମଖଣ୍ଡି ଥାନାରେ ଅଭିଯୋଗ ହୋଇଛି। ଯୁବକ ଜଣଙ୍କ ଏତଲାରେ ଦର୍ଶାଇଛନ୍ତି, ତାଙ୍କ ସହ କେତେଜଣ…

୧୦ ମାସରେ ଗଡ଼ିଲାଣି ୮୭ ମୁଣ୍ଡ

ବ୍ରହ୍ମପୁର,୨୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଦିନକୁ ଦିନ ହତ୍ୟା ଘଟଣା ବଢ଼ିବାରେ ଲାଗିଛି। କେଉଁଠି ରାଜନୈତିକ ଶତ୍ରୁତା ତ ଆଉ କେଉଁଠି ପୂର୍ବ ଶତ୍ରୁତାରୁ ମୁଣ୍ଡ ଗଡ଼ୁଛି। ନିର୍ବାଚନ ପୂର୍ବରୁ ହିଂସାକାଣ୍ଡ ଘଟି ଲୋକଙ୍କ ଜୀବନ ଯାଇଥାଏ। ୨୦୨୪ ସାଧାରଣ…

ଯବାନଙ୍କ ଖଣ୍ଡାଚୋଟରେ ଏସ୍‌ଆଇ, କନଷ୍ଟେବଳ ଆହତ

ବାଙ୍କୀ,୨୨ା୧୦ କଟକ ଜିଲା ବାଙ୍କୀର ହରିରାଜପୁରର ଅବସରପ୍ରାପ୍ତ ଯବାନ ସରୋଜ ଦାସ ବାଙ୍କୀ ଥାନା ଏସ୍‌ଆଇ ସମ୍ବିତ ସ୍ବାଇଁ ଓ କନଷ୍ଟେବଳ ଉତ୍ତମ କରଙ୍କୁ ଏକ ଖଣ୍ଡାରେ ଆକ୍ରମଣ କରିଛନ୍ତି। ସରୋଜ ରବିବାର ସକାଳେ ଖଣ୍ଡା ଧରି ଆଦିମାତା ଛକ ନିକଟରେ…

ଦୁଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଜଣେ ମୃତ, ଜଣେ ଗୁରୁତର

ପୁରୁଷୋତ୍ତମପୁର,୨୨ା୧୦(ସୀମାଞ୍ଚଳ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅତି ବୀଭତ୍ସ ଭାବରେ ହାଣି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମର କେ.ମିଟୁ ରେଡ୍ଡୀ ଓରଫ ପଦ୍ମଚରଣ। ମିଟୁ ଓ…

ଥାନାରୁ ହତ୍ୟା ଅଭିଯୁକ୍ତ ଫେରାର

କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ଥାନାରୁ ଜଣେ ହତ୍ୟା ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତଙ୍କୁ ନିଜେ ଧରି ବର୍ଷେ ପରେ ପୋଲିସକୁ ଜିମା ଦେଇଥିଲେ ପରିବାର ଲୋକେ। ଜିମା ଦେବାର ୧ ଘଣ୍ଟା ମଧ୍ୟରେ ପୋଲିସ ଉପସ୍ଥିତିରେ ଥାନା ଭିତରୁ ଫେରାର…

ବନ୍ଧୁକମୁନରେ ପେଟ୍ରୋଲ ପମ୍ପ୍‌ରୁ ୫ ଲକ୍ଷ ଟଙ୍କା ଲୁଟିନେଲେ ଲୁଟେରା

କେନ୍ଦୁଝର,୧୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ବନ୍ଧୁକମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୁର୍ବୃତ୍ତମାନେ ୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ଏଭଳି ଏକ ବଡ଼ଧରଣର ଡକାୟତି ଘଟଣା ବାଂଶପାଳ ବ୍ଲକ…

ବାଲାଜୀ ମନ୍ଦିର ହୁଣ୍ଡି ଚୋରିର ପର୍ଦ୍ଦାଫାଶ: ୩ କୋର୍ଟଚାଲାଣ

କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। କୋରାପୁଟ ବାଲାଜୀ ମନ୍ଦିରର ହୁଣ୍ଡି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଥିବା ବେଳେ ଏଥିରେ ସଂପୃକ୍ତ ୩ ଜଣ ଯୁବକକୁ କୋରାପୁଟ ଟାଉନ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା…

ଭାରତ-ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ଗିରଫ ହେଲେ ଲଶ୍କରର ୨ ଆତଙ୍କବାଦୀ

ଅମୃତସର,୧୪।୧୦: ଭାରତ-ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ପଞ୍ଜାବ ପୋଲିସ ଲଶ୍କର-ଏ-ତାଇବାର ୨ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନେ ଦେଶରେ ବିସ୍ଫୋରଣର ଷଡ଼ଯନ୍ତ୍ର କରିଥିବା ବେଳେ ଅମୃତସରରୁ ସେମାନଙ୍କୁ ଗିରଫ କରାଯାଇଛି। ପୋଲିସ କେନ୍ଦ୍ରୀୟ ଏଜେନ୍ସି ସହଯୋଗରେ ଏକ ଅପରେଶନ କରି ସଫଳତା ହାସଲ…

ଆର୍‌ବିଆଇ ଆଗରେ ନୋଟ୍‌ ଫିଙ୍ଗି ପ୍ରତିବାଦ

ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍‌ ରାଉତ)ଚିରାଫଟା ନୋଟ୍‌ ବଦଳାଇବାକୁ ଲୋକେ ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆ)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ଥିବା କାଉଣ୍ଟର ବନ୍ଦ ହୋଇଯାଇଥିବାବେଳେ ବିଭିନ୍ନ ବ୍ୟାଙ୍କ୍‌ ମନା କରୁଛି। ଫଳରେ ଟଙ୍କା ବଦଳାଇବାକୁ ଆସିଥିବା କେତେଜଣ…

ଯାନବାହନ ଯାଞ୍ଚ ବେଳେ ବିଦେଶୀ ମଦ ଜବତ, ୩ ଗିରଫ

ବାଲିଗୁଡ଼ା,୧୧ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ପକ୍ଷରୁ ଯାନବାହନ ଯାଞ୍ଚ ବେଳେ ଏକ ଗାଡ଼ିରୁ ପାଖାପାଖି ୨୨ ଲିଟର ବିଦେଶୀ ମଦ ପୋଲିସ ଜବତ କରି ତିନି ଜଣଙ୍କୁ ଗିରଫ କରାଯାଇଛି।…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍‌ ଶୁଭଶ୍ରୀ ତ୍ରିପାଠୀ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୦ ବର୍ଷ ଯୁବକ ମହା ଟୁଡୁଙ୍କୁ ୨୦ ବର୍ଷ ଜେଲ ଓ ୨୩ ହଜାର ଟଙ୍କା ଜରିମାନା…

ନାବାଳକ ହତ୍ୟା ଘଟଣା: ପଲିଗ୍ରାଫ୍‌ ଟେଷ୍ଟରୁ ଅଭିଯୁକ୍ତ ଚିହ୍ନଟ

ବ୍ରହ୍ମପୁର,୧୧ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଅନ୍ତର୍ଗତ ଜଗଦଳପୁର ନିକଟ ବାଉରି କମାପଲ୍ଲୀରେ ଗତ ମେ’ ମାସରେ ଶିବ ଦାସ ନାମକ ଜଣେ ନାବାଳକ (୭)ଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ପ୍ରଥମେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri