ଗିରଫ ହେଲେ ଜଗତସିଂହପୁର ଡେପୁଟି କଲେକ୍ଟର
ଜଗତସିଂହପୁର ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୮।୧୨: ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ରାଜସ୍ବ ବିଭାଗରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଚିତ୍ତରଞ୍ଜନ ପିଳା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଭିଜିଲାନ୍ସ ଗିରଫ କରିଛି। ସେ ତାଙ୍କ ଆୟରୁ ୧୯୧%…
ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଭବାନୀପାଟଣା,୨୮ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଚାରିଛକସ୍ଥିତ ଆଲିଶାନ ହୋଟେଲ ସମ୍ମୁଖରୁ ବୁଧବାର ସ୍ପଷ୍ଟ ଦିବାଲୋକରେ ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତାରାପୁର ଗ୍ରାମର ଗୁଣଧର ଲହଜଳ ଷ୍ଟେଟ୍ ବ୍ୟାଙ୍କରୁ ୧ ଲକ୍ଷ ୩୬…
ମହାଲିଙ୍ଗରେ କ୍ରାଇମବ୍ରାଞ୍ଚ ଟିମ୍: ଗୋବିନ୍ଦ ସାହୁଙ୍କ ଘର, କଲେଜରେ ଚାଲିଛି ତଦନ୍ତ
ଭବାନୀପାଟଣା,୨୪ା୧୨(ସ୍ବ.ପ୍ର.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିଥିଲେ। ଗୋବିନ୍ଦଙ୍କ ପରିବାର ଲୋକେ ଏହାକୁ ହତ୍ୟା ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଟିମ୍ ଘଟଣାର ତଦନ୍ତ କରୁଥିବା…
ଫାର୍ମରେ ବିଦ୍ୟୁତ ସଂଯୋଗ ଲାଗି ନେଉଥିଲେ ଲାଞ୍ଚ, ଲାଇନ୍ ମ୍ୟାନ୍ଙ୍କୁ ଗିରଫ କଲା ଭିଜିଲାନ୍ସ
ପିପିଲି,୨୩।୧୨(ଡି.ଏନ୍.ଏ.): ପୁରୀ ଜିଲା ପିପିଲିର ଭାରତୀପୁର ବିଦ୍ୟୁତ୍ ସେକ୍ସନରେ ଲାଇନ ମ୍ୟାନ୍ ଭାବେ କାର୍ଯ୍ୟ କରୁଥିବା ମାନସ ରଞ୍ଜନ ସାହୁ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ବିଦ୍ୟୁତ୍ ସଂଯୋଗ କରିବା ପାଇଁ ମାନସ ଜଣେ ବ୍ୟକ୍ତିଙ୍କଠାରୁ ୭, ୫୦୦ଟଙ୍କା ନେଉଥିବା…
ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ୍ ଦଣ୍ଡାଦେଶ
ଫୁଲବାଣୀ ଅଫିସ,୨୨ା୧୨: ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରିବା ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ବଳାତ୍କାରୀଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ତାଙ୍କୁ ୨୨…
ଇଡ୍କଲ ଡିଏମ୍ ଗୟା ସାଁନ୍ତରା ଗିରଫ
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଇଡ୍କଲ ଡେପୁଟି ମ୍ୟାନେଜର(ଡିଏମ୍) ଗୟା ସାଁନ୍ତରାଙ୍କୁ ଗୁରୁବାର ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଗୟାଘରୁ ବିପୁଳ ପରିମାଣର ଟଙ୍କା ଏବଂ ସୁନା ଜବତ ହୋଇଥିଲା। ତାଙ୍କ ଘରୁ ୧୦…
ଖସିଯିବାକୁ ଉଦ୍ୟମ କଲେ ତଣ୍ଟି କାଟିଦେବୁ କହୁଥିଲେ ଅପହରଣକାରୀ: ଅମ୍ରିତ
ନୟାଗଡ଼ ଅଫିସ/ଓଡ଼ଗାଁ,୨୨ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କୁରାଳ ଗାଁର ଅମ୍ରିତ ପାତ୍ର ଗଣମାଧ୍ୟମ ସମ୍ମୁଖରେ ଅପହରଣ ସମୟର ଲୋମଟାଙ୍କୁରା କଥା ବୁଧବାର ବଖାଣିଛନ୍ତି । ମୁଁ ପୁଣି ଥରେ ମା’ବାପାଙ୍କୁ ଦେଖିବି କି ନାହିଁ ଜାଣି ନ ଥିଲି। ସେଦିନ…
ଅବକାରୀ ହେପାଜତରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ଭାଇ
ଚୌଦ୍ୱାର,୨୨।୧୨(ଡି.ଏନ୍.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ ମହିଁସାଲଣ୍ଡା ଗ୍ରାମର ଶରତ ପ୍ରଧାନ ମଙ୍ଗଳବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା କୁମାରପୁର-ବଳିପୁର ରାସ୍ତାରେ ଠିଆହୋଇଥିଲେ। ଏହି ସମୟରେ ଅବକାରୀ ବିଭାଗର ପାଟ୍ରୋଲିଂ ଟିମ୍ ତାଙ୍କ ଆଡ଼କୁ ଆସିବାରୁ ସେ ଭୟରେ ଦୌଡ଼ି ପଳାଇ ଯାଇଥିଲେ। ତେବେ…
ସହପାଠୀ, ସିନିୟରଙ୍କ ଆକ୍ରମଣରେ ଯୁକ୍ତ ଦୁଇ ଛାତ୍ର ଗୁରୁତର
ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣାରେ ଜଣେ ଯୁକ୍ତ ୨ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର…
ଭିଜିଲାନ୍ସ ପଞ୍ଝାରେ ଲାଞ୍ଚୁଆ ଯନ୍ତ୍ରୀ
ଗଜପତି,୨୧ା୧୨(ଡି.ଏନ୍.ଏ.): ଲାଞ୍ଚ ନେବାବେଳେ ଧରା ପଡ଼ିଛନ୍ତି ଜଣେ ଲାଞ୍ଚୁଆ ଅଧିକାରୀ। ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର ସାହୁ। ଠିକା କାର୍ଯ୍ୟର ବିଲ୍ କରାଇବା ପାଇଁ ଠିକାଦାରଙ୍କଠାରୁ ୩୦ ହଜାର ଟଙ୍କା…
କଣ୍ଟାବାଞ୍ଚି ସବ୍ଜେଲ୍ ଓ୍ବାର୍ଡର ଅକ୍ଷୟ ମହାନ୍ତି ନିଲମ୍ବିତ
ବଲାଙ୍ଗୀର ଅଫିସ,୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି। ଏହାପରେ ଜେଲ୍ ଡିଆଇଜି ଅନୁସୟା ଜେନା ମଙ୍ଗଳବାର କଣ୍ଟାବାଞ୍ଜି ସବ୍ଜେଲରେ ପହଞ୍ଚି ଛାନଭିନ ଆରମ୍ଭ…
ବାରଙ୍ଗ ଥାନା ଏଏସ୍ଆଇଙ୍କ ଆତ୍ମହତ୍ୟା ! କାରଣ ଅସ୍ପଷ୍ଟ
ବାରଙ୍ଗ,୧୮।୧୨(ଡି.ଏନ୍.ଏ.): ଆତ୍ମହତ୍ୟା କରିଛନ୍ତି ବାରଙ୍ଗ ଥାନା ଏଏସ୍ଆଇ ଅଶୋକ ପ୍ରଧାନ। ଗତକାଲି ବିଳମ୍ବିତ ରାତିରେ ତାଙ୍କ ନିଜ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର ପକୃତ କାରଣ ଜଣାପଡି ନ ଥିବାବେଳେ ପାରିବାରିକ କଳହ ଯୋଗୁ ଏହି ଘଟଣା ଘଟିଥାଇପାରେ…
Archives


