ଅପରାଧ

୫-ଟି ବିଲ୍‌ କରାଇ ଦେବା ପାଇଁ ନେଉଥିଲେ ଲାଞ୍ଚ, ଧରାପଡ଼ିଲେ ପ୍ରଧାନଶିକ୍ଷକ

ଭବାନୀପାଟଣା,୨୧ା୩(ଉତ୍ତର କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ତ୍ରିଶକ୍ତି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦ୍ରୋଣ ତାଣ୍ଡି। ସ୍କୁଲରେ ହୋଇଥିବା ୫-ଟି କାମର ବିଲ୍‌ କରିଦେବା ପାଇଁ ପ୍ରଧାନଶିକ୍ଷକ ଠିକାଦାର ଜୟରାମ ସାହୁଙ୍କଠାରୁ ୪୦ ହଜାର…

ଏଏସ୍‌ଓ ଚାକିରି କରାଇ ଦେବାକୁ କହି ଯୁବତୀଙ୍କଠାରୁ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ଗିରଫ ହେଲେ ଅବସରପ୍ରାପ୍ତ କର୍ମଚାରୀ

ଗୋପାଳପୁର,୨୧ା୩(ନବୀନ ରାଜ ଆଚାରୀ): ଚାକିରି କରାଇ ଦେବାକୁ କହି ଯୁବତୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ଗୁରୁବାର ଗୋପାଳପୁର ଥାନା ପୋଲିସ ଅବସରପ୍ରାପ୍ତ କର୍ମଚାରୀ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଟକ ସିଡିଏ-୭…

୨୦ ଲକ୍ଷ ଟଙ୍କା ହଡ଼ପ କରି ବିଇଓ ଗିରଫ

ଦାରିଙ୍ଗବାଡ଼ି/ଫୁଲବାଣୀ ,୨୧ା୩(ଅରୁଣ ସାହୁ/ରାକେଶ ରାଉତ): ନ୍ୟାଶନାଲ ପେନ୍‌ସନ୍‌ ସିଷ୍ଟମ(ଏନ୍‌ପିଏସ୍‌)ର ୨୦ ଲକ୍ଷ ଟଙ୍କା ହଡ଼ପ କରି ଭିଜଲାନ୍ସ ପଞ୍ଝାରେ ପଡ଼ି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର ଗିରଫ ହୋଇଛନ୍ତି। ବୁଧବାର ତାଙ୍କୁ ଦାରିଙ୍ଗବାଡ଼ିରୁ ଭିଜିଲାନ୍ସ ଉଠାଇ ନେଇ ଫୁଲବାଣୀରେ…

ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ର ଭାରତ ମୁଖ୍ୟ ଗିରଫ

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ପୂର୍ବରୁ ସୁରକ୍ଷା ଏଜେନ୍ସିଂମାନଙ୍କୁ ବଡ଼ ସଫଳତା। କୁଖ୍ୟାତ ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ଆଇଏସ୍‌ର ଭାରତ ଚିଫ୍‌(ମୁଖ୍ୟ) ହାରିଶ ଫାରୁକି ଗିରଫ ହୋଇଛନ୍ତି। ଆସାମର ଧୁବରୀରେ ଭାରତ-ବାଂଲାଦେଶ ଅନ୍ତଃରାଷ୍ଟ୍ରୀୟ ସୀମା ନିକଟରୁ ତାଙ୍କୁ ଗିରଫ କରାଯାଇଛି। ହାରିଶ ଫାରୁକିଙ୍କ…

ବଳାତ୍କାରୀ, ବଳାତ୍କାରରେ ସାହାଯ୍ୟ କରିଥିବା ସାବତ ଆଈଙ୍କୁ ୩୦ ବର୍ଷ ଜେଲ୍‌

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ଶୁଭଶ୍ରୀ ତ୍ରିପାଠୀ ବୁଧବାର ଏକ ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାରେ ଏସ୍‌.କେ.ଶେହଜାଦ ଅଲ୍ଲୀ(୫୩)ଙ୍କୁ ୩୦ ବର୍ଷ ଜେଲ୍‌ ଦଣ୍ଡାଦେଶରେ ଦଣ୍ଡିତ କରିଥିବା ବେଳେ…

ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌

କେନ୍ଦୁଝର,୧୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଏକ ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୩ ବର୍ଷୀୟ ଯୁବକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ…

ହାର୍ଡଓ୍ବୟାର ଦୋକାନରେ ଜିଏସ୍‌ଟି ଚଢ଼ାଉ

ରାୟଗଡ଼ା,୧୬ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନ୍ୟୁ କଲୋନୀସ୍ଥିତ ଫେୟାର ଡିଲ୍‌ କର୍ପୋରେଶନ ଦୋକାନରେ ଶନିବାର ଜିଏସ୍‌ଟି ଚଢ଼ାଉ ହୋଇଛି। ରାୟଗଡ଼ାସ୍ଥିତ ଜିଏସ୍‌ଟି ଏନଫୋର୍ସମେଣ୍ଟ ଡେପୁଟି କମିଶନର ତୋଫାନ ବେମାଲଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି। ଟିକସ ଫାଙ୍କିବା ଅଭିଯୋଗରେ ଚଢ଼ାଉ…

ଲାଞ୍ଚ ନେଇ ଉଠାଜଳସେଚନ ବିଭାଗ ଯନ୍ତ୍ରୀ, ଠିକାଦାର ଗିରଫ

ନୟାଗଡ଼,୧୬ା୩(ଲୋକନାଥ ମିଶ୍ର): ବୋର୍‌ଓ୍ବେଲ୍‌ ଖୋଳିବା ପାଇଁ ୯ ହଜାର ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍‌ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରାଯାଇ କନିଷ୍ଠ ଯନ୍ତ୍ରୀ ଗୋପବନ୍ଧୁ ବୈତାଇ ଓ ଠିକାଦାର ଶ୍ରୀକାନ୍ତ ପତିଙ୍କୁ ଗିରଫ କରାଯାଇଛି।…

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରି ପୋତିଦେଲେ

କୋରାପୁଟ/ନାରାୟଣପାଟଣା,୧୫ା୩(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ମାଓବାଦୀ ଅଧ୍ୟୁଷିତ ନାରାୟଣପାଟଣା ଥାନା ଅଧିନସ୍ଥ ତଳ ଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିଙ୍ଗୁରୁ ତାଡ଼ିଙ୍ଗିଙ୍କୁ ଗୁରୁବାର ବିଳମ୍ବିତ ରାତିରେ କେହି ହତ୍ୟା କରି ପୋତି ଦେଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ଏପରି…

ଏଟିଏମ୍‌ରେ ଇ-ଡିଭାଇସ୍‌ ଲଗାଇ ଠକେଇ

ଭୁବନେଶ୍ୱର,୧୫।୩(ସତ୍ୟଜିତ୍‌ ରାଉତ): ଏଟିଏମ୍‌ କାଉଣ୍ଟରରେ ଏବେ ନୂଆ ଧରଣର ଠକେଇ ଚାଲିଛି। ଠକମାନେ ରିମୋଟ୍‌ କଣ୍ଟ୍ରୋଲ ଇଲେକ୍ଟ୍ରୋନିକ ଡିଭାଇସ୍‌ ଓ ହେଲ୍ପଲାଇନ୍‌ ନମ୍ବର ସହାୟତାରେ ଲୋକଙ୍କୁ ଫସାଇବା ସହ ଡେବିଟ୍‌ କାର୍ଡର ଚିପ୍‌ ନେଇ ଟଙ୍କା ଲୁଟୁଛନ୍ତି। ଜଣେ ଆକାଉଣ୍ଟାଣ୍ଟ୍‌ଙ୍କଠାରୁ ୧.୬୬…

ବ୍ୟବସାୟୀଙ୍କ ଘର ଉପରକୁ ବୋମାମାଡ଼, ପେଟ୍ରୋଲ ଢାଳି ଦାମୀ ଗାଡ଼ି ପୋଡ଼ିଲେ ଦୁର୍ବୃତ୍ତ

କାମାକ୍ଷାନଗର,୧୪।୩(ସରୋଜ ଭୂଷଣ ମହାନ୍ତି): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରଙ୍ଗଧର ଷ୍ଟାଡିୟମ ପଛପାଖରେ ଥିବା ଜଣେ ବ୍ୟବସାୟୀଙ୍କ ଘର ଓ ଗ୍ୟାରେଜ ଉପରେ ବୁଧବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଦୁର୍ବୃତ୍ତମାନେ ପେଟ୍ରୋଲ ଢାଳି ଗ୍ୟାରେଜରେ ଥିବା ପିକ୍‌ଅପ୍‌ ଗାଡ଼ି ଜାଳିଦେବା…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଟଙ୍କା ମାଗୁଥିଲେ ଯୁବକ, ଉଠାଇନେଲା ପୋଲିସ

ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ): ମହିଳାଙ୍କର ସାମାଜିକ ଗଣମାଧ୍ୟମରେ ଅଶ୍ଳୀଳ ଫଟୋ ଭାଇରାଲ କରିବାକୁ କହି ଧମକ ଚମକ ଦେଇ ଟଙ୍କା ନେଇଥିବା ଅଭିଯୋଗରେ ବୁଧବାର ଗୋଳନ୍ଥରା ଥାନା ଅଞ୍ଚଳରୁ ଯୁବକକୁ ମୋଟାଙ୍ଗ ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି l ଯୁବକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?