ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଘଟିଥିବା ବେଳେ ଜଣେ ‘ଇନଷ୍ଟା ଆଶିକ୍’ଙ୍କ ଏହି ହାଇଭୋଲଟେଜ୍ ଡ୍ରାମା…
ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…
ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା ଭରୁଆପାଲି ଗାଁରେ ପୁଣି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, ସ୍ବାମୀର ଟାଙ୍ଗିଆ…
ଘର ପଛ ଅଣ୍ଡରଗ୍ରାଉଣ୍ଡ୍ ସିକ୍ରେଟ୍ ଚାମ୍ବରରୁ ଚାଲିଥିଲା କଫ୍ ସିରପ୍ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର
ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍ ବଡ଼ମାଳ ଗ୍ରାମରେ ଚଢ଼ାଉ କରି ବିପୁଳ ପରିମାଣର ବେଆଇନ କଫ୍ ସିରପ୍ ସହ ପ୍ରଚୁର ନଗଦ…
ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…
ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ ଅଟକ ରଖିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା ନମ୍ବର ୨୪୦/୨୬ ରୁଜୁ ହୋଇଛି।…
ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ
ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମରେ ଦାଦା ବଟି ମାଗି ମରଣାନ୍ତକ ଆକ୍ରମଣ ଓ ଟଙ୍କା…
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକଜଣକ ହେଲେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ଜାଲୁମୁରୁ ଥାନା…
ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….
ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର ଥାନା କେସ୍ ନମ୍ବର ୧୦୫/୨୦୨୩ରୁ ଉତ୍ପନ୍ନ ସି.ଟି. କେସ୍ ନମ୍ବର ୫୪/୨୦୨୩ରେ ଅଭିଯୁକ୍ତ…
ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..
ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ ଘରୁ ଉଦ୍ଧାର ହୋଇଛି । ତାଙ୍କ ମୁଣ୍ଡକୁ କାଟି ଏକ ପଲିଥିନ୍ ବ୍ୟାଗ୍ରେ…
ସରକାରୀ ଅଧିକାରୀଙ୍କୁ ବ୍ଲାକ୍ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ
ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍ମେଲ୍ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗିରଫ ୨ ଖବରଦାତା ଜିଲାର ଜୁନାଗଡ଼ର ଦୁଷ୍ମନ୍ତ ପଣ୍ଡା…
ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍ ସହ ଅନେକ ସହରରେ ରହିଛି…
କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍ ଟଙ୍କା ନେଇ ଖୁସିରେ ଘରକୁ ଯାଉଥିଲାବେଳେ ସରକାରୀ…
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…
ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଚିଣ୍ଟୁ ସାହୁ ଓ ସିତୁ ସ୍ବାଇଁ। ଘଟଣା ଅନୁଯାୟୀ, ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମୁଖ୍ୟ…
ଠକେଇ-ବ୍ଲାକ୍ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…
ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ(ଏସ୍ପି) ମୁକେଶ କୁମାର ଭାମୁ ଗଣମାଧ୍ୟମକୁ ବିସ୍ତୃତ ସୂଚନା…

