ଅପରାଧ

ଏଟିଏମ୍‌ରେ ଇ-ଡିଭାଇସ୍‌ ଲଗାଇ ଠକେଇ

ଭୁବନେଶ୍ୱର,୧୫।୩(ସତ୍ୟଜିତ୍‌ ରାଉତ): ଏଟିଏମ୍‌ କାଉଣ୍ଟରରେ ଏବେ ନୂଆ ଧରଣର ଠକେଇ ଚାଲିଛି। ଠକମାନେ ରିମୋଟ୍‌ କଣ୍ଟ୍ରୋଲ ଇଲେକ୍ଟ୍ରୋନିକ ଡିଭାଇସ୍‌ ଓ ହେଲ୍ପଲାଇନ୍‌ ନମ୍ବର ସହାୟତାରେ ଲୋକଙ୍କୁ ଫସାଇବା ସହ ଡେବିଟ୍‌ କାର୍ଡର ଚିପ୍‌ ନେଇ ଟଙ୍କା ଲୁଟୁଛନ୍ତି। ଜଣେ ଆକାଉଣ୍ଟାଣ୍ଟ୍‌ଙ୍କଠାରୁ ୧.୬୬…

ବ୍ୟବସାୟୀଙ୍କ ଘର ଉପରକୁ ବୋମାମାଡ଼, ପେଟ୍ରୋଲ ଢାଳି ଦାମୀ ଗାଡ଼ି ପୋଡ଼ିଲେ ଦୁର୍ବୃତ୍ତ

କାମାକ୍ଷାନଗର,୧୪।୩(ସରୋଜ ଭୂଷଣ ମହାନ୍ତି): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରଙ୍ଗଧର ଷ୍ଟାଡିୟମ ପଛପାଖରେ ଥିବା ଜଣେ ବ୍ୟବସାୟୀଙ୍କ ଘର ଓ ଗ୍ୟାରେଜ ଉପରେ ବୁଧବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଦୁର୍ବୃତ୍ତମାନେ ପେଟ୍ରୋଲ ଢାଳି ଗ୍ୟାରେଜରେ ଥିବା ପିକ୍‌ଅପ୍‌ ଗାଡ଼ି ଜାଳିଦେବା…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଟଙ୍କା ମାଗୁଥିଲେ ଯୁବକ, ଉଠାଇନେଲା ପୋଲିସ

ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ): ମହିଳାଙ୍କର ସାମାଜିକ ଗଣମାଧ୍ୟମରେ ଅଶ୍ଳୀଳ ଫଟୋ ଭାଇରାଲ କରିବାକୁ କହି ଧମକ ଚମକ ଦେଇ ଟଙ୍କା ନେଇଥିବା ଅଭିଯୋଗରେ ବୁଧବାର ଗୋଳନ୍ଥରା ଥାନା ଅଞ୍ଚଳରୁ ଯୁବକକୁ ମୋଟାଙ୍ଗ ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି l ଯୁବକ ଜଣକ…

୧୪ ବର୍ଷ ପରେ ଗିରଫ ହେଲେ ହତ୍ୟା ଅଭିଯୁକ୍ତ

କେନ୍ଦୁଝର,୧୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘ ୧୪ ବର୍ଷ ଧରି ଫେରାର ଥିବା ହତ୍ୟା ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଅଭୟ କୁଲୁଙ୍କ ନେତୃତ୍ୱରେ ଚଢାଉ କରି ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି। ୨୦୧୦ରେ ଏକ ହତ୍ୟା ମାମଲାରେ ସେ…

ଗ୍ରୀଲ୍‌ ଭାଙ୍ଗି ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ନିରାକାରପୁର,୧୩ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ରାତିରେ ସମସ୍ତେ ଘରେ ଶୋଇଥିବା ସମୟରେ ଗ୍ରୀଲ୍‌ ଭାଙ୍ଗି କେହି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ସମେତ ସୁନା ଅଳଙ୍କାର ଲୁଟ୍‌ କରି ନେଇଥିବା ନେଇ ନିରାକାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରିଛନ୍ତି ଖୋର୍ଦ୍ଧା…

ବେଆଇନ ବନ୍ଧୁକ କାରବାର: ଦୁର୍ଦ୍ଦାନ୍ତ ଅପରାଧୀ ବାବୁଆ ସହ ୩ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ,୧୧ା୩(କାର୍ତ୍ତିକ ସାହୁ): ଜଗତପୁର ଥାନା ପୋଲିସ ବେଆଇନ ବନ୍ଧୁକ କାରବାର କରୁଥିବା ତିନି ଯୁବକଙ୍କୁ ସୋମବାର ଗିରଫ କରିଛି। ସେମାନଙ୍କ ନିକଟରୁ ତିନୋଟି ପିସ୍ତଲ ଓ ଗୋଟିଏ ରିଭଲଭର ସହ ୧୨ଟି ଜୀବନ୍ତ ଗୁଳି ଜବତ କରାଯାଇଛି। ଏଥି ସହ ସେମାନେ…

କିଶୋର ମାଝି ହତ୍ୟାକାଣ୍ଡର ଅଭିଯୁକ୍ତ ଫେରାର, ସହଯୋଗୀ ଗିରଫ

ତୁମୁଡ଼ିବନ୍ଧ,୧୦ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚୟତର ସୁଲେରେଜୁ ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ। ଅର୍ତ୍ତା ବାଲି ଗ୍ରାମର କିଶୋର ମାଝି ଗତ ଶୁକ୍ରବାର ନିଜ ମାମୁଘର ଗାଁ ସୁଲେରେଜୁ ଆସିଥିଲେ ବାହାଘର ଭୋଜି ପାଇଁ।…

ସେକ୍ସ ର଼୍ୟାକେଟରେ ଧରାପଡ଼ିଲେ ରାଣୀ ମହୁମାଛି, ଦୁଇ ଗ୍ରାହକଙ୍କ ସହ କୋର୍ଟ ଚାଲାଣ

ଗୋପାଳପୁର,୧୦ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ହଳଦିଆପଦର ରାଳବ ରାସ୍ତାରେ ପୋଲିସ ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ରାଣୀ ମହୁମାଛି ସହିତ ଦୁଇ ଗ୍ରାହକ ପୋଲିସ କାବୁ କରିବା ସହ ଦୁଇ ଦେହଜୀବୀଙ୍କୁ ଉଦ୍ଧାର କରିଛି।…

ପୂର୍ବ ଶତ୍ରୁତାରୁ ଜଣଙ୍କୁ ପିଟିପିଟି ମାରିଦେଲେ, ଗାଁ ଦାଣ୍ଡରେ ପଡ଼ିଛି ମୃତଦେହ

ଖୋର୍ଦ୍ଧା/ବେଗୁନିଆ,୧୦।୩(ପ୍ରଭାତ ପାଣିଗ୍ରାହୀ/ହର ପ୍ରସନ୍ନ ପଣ୍ଡା) : ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବେଗୁନିଆ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଥାନା ଅନ୍ତର୍ଗତ ମାଣିବନ୍ଧ ପଞ୍ଚାୟତ ବଡନୂଆପଲ୍ଲୀ ଗାଁରେ ଘଟିଛି ହତ୍ୟାକାଣ୍ଡ। ମୃତ ବ୍ୟକ୍ତି ହେଲେ…

ଜେଲ୍‌ରୁ ଫେରାର ହୋଇଗଲେ ଦୁଇ ୨ ବିଚାରାଧୀନ କଏଦୀ

ଟିଟିଲାଗଡ଼,୧୦ା୩(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପକାରାଗାରରୁ ଦୁଇ ଜଣ ହତ୍ୟା ଅଭିଯୁକ୍ତ ବିଚାରାଧୀନ କଏଦୀ ଫେରାର ହେବା ଆଲୋଚନାର ବିଷୟ ହୋଇଛି। ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସିନ୍ଧେକେଲା ଥାନା ଅଞ୍ଚଳରେ ମାନସିକ ପୂରଣ ପାଇଁ ଦୁଇଟି ଶିଶୁ ବଳି ଦେଇଥିବା…

ବୋଲେରୋରେ ଲିଫ୍ଟ ଦେବାକୁ କହି ଡକାୟତି, ୨ ଯୁବକ ଗିରଫ

କଟକ,୯ା୩(କାର୍ତ୍ତିକ ସାହୁ): ବାରିପଦାରେ ପହଞ୍ଚାଇବାକୁ କହି ରାତିରେ ବୋଲେରୋରେ ଲିଫ୍ଟ ଦେବା ବାହାନାରେ ଡକାୟତି କରିଥିବା ୨ ଯୁବକ ପୋଲିସ ହାତରେ ଧରାପଡ଼ିଛନ୍ତି। ସେମାନଙ୍କ ନିକଟରୁ ଏକ ବୋଲେରୋ (ଓଡି-୦୨-ସିଜେ-୪୪୦୬), ୧ଟି ଭଙ୍ଗା ସୁନା ଚେନ୍‌, ୧ଟି ସୁନା ମୁଦି, ୪ଟି…

ଅବସରପ୍ରାପ୍ତ ମହିଳା କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ସାଢ଼େ ୪ ଲକ୍ଷ ଠକେଇ ଅଭିଯୋଗ: ଦମ୍ପତି ଗିରଫ

ବଡ଼ବିଲ,୬ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗନଗରରେ ଭଡ଼ା ଘରେ ରହୁଥିବା ପୂର୍ଣ୍ଣମାସୀ ଦଳେଇ ନାମକ ଅବସରପ୍ରାପ୍ତ ମହିଳା କର୍ମଚାରୀଙ୍କ ଆକାଉଣ୍ଟରୁ ସାଢେ ୪ ଲକ୍ଷ ଟଙ୍କା ଠକେଇ ହୋଇଥିବା ନେଇ ଅଭିଯୋଗ ହୋଇଥିବା ବେଳେ ପୋଲିସ ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?