ଅର୍ଚ୍ଚନାଙ୍କ ବିଜ୍ନେସ ପାର୍ଟନ୍ରଙ୍କୁ ଗିରଫ କଲା ଇଡି
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗ୍ଙ୍କ ବିଜ୍ନେସ ପାର୍ଟନର ଖଗେଶ୍ୱରଙ୍କୁ ଗିରଫ କରିଛି ଇଡି। ଗୁରୁବାର ଖଗେଶ୍ୱରଙ୍କ ଘର ଏବଂ କାର୍ ଶୋ’ ରୁମ୍ରେ ଇଡି ଚଢ଼ାଉ କରିଥିଲା। ତେବେ ଆଜି ତାଙ୍କୁ ଗିରଫ କରିଛି। ଅର୍ଚ୍ଚନା, ଜଗବନ୍ଧୁ ଏବଂ ଖଗେଶ୍ୱରଙ୍କ…
ନାବାଳକ ହତ୍ୟା ଘଟଣା: ନ୍ୟାୟ ପାଇଁ ଥାନାରେ ଶୋଇଲେ, ରାସ୍ତାରେ ବସିଲେ
ଭୁବନେଶ୍ୱର,୧୧।୧୧ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କ ହତ୍ୟା ଘଟଣାକୁ ୫ ମାସରୁ ଅଧିକ ଦିନ ବିତିଲାଣି, ହେଲେ ଏଯାଏ ପୋଲିସ ଚୁପ୍ ବସିଛି। ମୃତକଙ୍କ ପରିବାର ସଦସ୍ୟ ବାରମ୍ବାର ନ୍ୟାୟ ଆଶାରେ ଥାନାକୁ ଦୌଡ଼ି ହତାଶ ହୋଇଛନ୍ତି। ପୋଲିସ ସହଯୋଗ…
ଟ୍ରାକ୍ଟର ଡ୍ରାଇଭରଙ୍କ ସହ ପ୍ରେମ ସମ୍ପର୍କ, ୪ ମାସର ଗର୍ଭବତୀ: ଯୁକ୍ତ ୨ ଛାତ୍ରୀଙ୍କୁ ହତ୍ୟା
ନୂଆପଡ଼ା ଅଫିସ,୧୦।୧୧: ନୂଆପଡା ସଦର ଥାନା ଟାନୱାଟ ପଞ୍ଚାୟତ ରତିପାଲି ଗାଁର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀ ନିଖୋଜ ଘଟଣାର ରହସ୍ୟ ବେନାମୀ ଚିଠି ଆଧାରରେ ବୁଧବାର ସଦର ଥାନା ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୪ଜଣ ଯୁବକଙ୍କୁ…
ପାରିବାରିକ କଳହର କରୁଣ ପରିଣତି: ବାପାଙ୍କୁ ମାରି ଶ୍ମଶାନରେ ଫିଙ୍ଗିଦେଲେ ଦୁଇ ପୁଅ-ମା’
ଖଲ୍ଲିକୋଟ,୯ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ତୋଟାଗାଁରେ ପାରିବାରିକ କଳହରୁ ବାପାକୁ ମାରିଦେଇଛନ୍ତି ଦୁଇ ପୁଅ ଆଉ ମା’। ଘଟଣାରୁ ପ୍ରକାଶ, ମଙ୍ଗଳବାର ବିଳମ୍ବିତ ରାତିରେ ତୋଟାଗାଁ ଶ୍ମଶାନରେ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡ଼ିଥିବା ଖବର…
ମୃତଦେହ ସତ୍କାର ପାଇଁ ଯାଇଥିଲେ ପରିବାର ଲୋକେ, ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ
ସିମୁଳିଆ,୫ା୧୧(ଡି.ଏନ୍.ଏ.): ପରିବାର ଲୋକେ ମୃତଦେହ ସତ୍କାର ପାଇଁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ତାଲା ଭାଙ୍ଗି ଘରେ କଳାକନା ବୁଲାଇବା ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଅଞ୍ଚଳରେ। ସୂଚନାଯୋଗ୍ୟ, ମାର୍କଣା ଷ୍ଟେଶନ ରୋଡ୍ ପାର୍ଶ୍ୱରେ ଘର କରି…
ପରକୀୟା ପ୍ରୀତିକୁ ସନ୍ଦେହ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ
ଦେଗଗଡ଼/ରିଆମାଳ,୨ା୧୧(ଡି.ଏନ୍.ଏ.): କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୋଟାବାରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରି ଏକ ଠେଙ୍ଗାରେ ପିଟିବା ସହିତ ପଥରରେ ଛେଚି ହତ୍ୟା କରିବା ପରେ ସ୍ବାମୀ ଫେରାର ହୋଇଯାଇଛନ୍ତି। ମୃତ ମହିଳା ଜଣକ…
ଅର୍ଚ୍ଚନା ନାଗ ଘଟଣା: ୪ ଜଣଙ୍କ ନାଁରେ ମାମଲା ରୁଜୁ କଲା ଇଡି
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାରେ ବୁଧବାର ମାମଲା ରୁଜୁ କରିଛି ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହି ଘଟଣାର ମୁଖ୍ୟ କୁହାଯାଉଥିବା ଅର୍ଚ୍ଚନା ନାଗ, ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ, ଖଗେଶ୍ୱର ସାହୁ ଏବଂ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାମରେ…
ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼
କଟକ ଅଫିସ,୧ା୧୧: ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼ କଲେ ଯୁବକ। ଏଥିରେ ଛାତ୍ରୀଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଏଭଳି ଘଟଣା କଟକ ଜିଲା ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀଠାରେ…
୧୪ ବର୍ଷ ଜେଲଦଣ୍ଡ ଭୋଗି ଘରକୁ ଫେରିଥିଲେ, ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀଙ୍କୁ କଲେ ହତ୍ୟା
ବେତନଟୀ,୧।୧୧(ସ୍ବ.ପ୍ର.): ସମ୍ପର୍କୀୟକୁ ହତ୍ୟା କରି ଭୋଗିଥିଲେ ୧୪ ବର୍ଷ ଜେଲଦଣ୍ଡ । ଚାରି ମାସ ତଳେ ଘରକୁ ଫେରି ପୁଣି ସ୍ତ୍ରୀଙ୍କୁ ନିର୍ମମ ଭାବେ କରିଛନ୍ତି ହତ୍ୟା। ଏଭଳି ଚାଞ୍ଚଲ୍ୟକାର ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ…
ବନ୍ଦ କୋଠରିରୁ ୪ ସଦସ୍ୟଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁ କରି ପୋଲିସର ଛାନ୍ଭିନ୍
ବରଗଡ଼ ଅଫିସ,୩୧ା୧୦: ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଜାଣ୍ଡୋଲ କନ୍ଧପଡ଼ାର ବନ୍ଦ କୋଠରିରୁ ଏକ ବୁଣାକାର ପରିବାରର ୪ସଦସ୍ୟଙ୍କ ମୃତଦେହ ମିଳିବା ଘଟଣା ସଭିଁଙ୍କୁ ସ୍ତବ୍ଧ କରି ପକାଇଛି। ପାରିପାଶର୍ବିକ ସ୍ଥିତିରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ…
ଘରେ ପଶି ଲୁଟିନେଲେ ନଗଦ ଟଙ୍କା ସହ ସୁନା ଅଳଙ୍କାର
ଆନନ୍ଦପୁର,୩୦ା୧୦(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଘସିପୁରା ଥାନା ଅଧୀନ ୧୨ ନଂ ଓ୍ବାର୍ଡ ଶାଳପଡ଼ା କୈବଲ୍ୟ କଲୋନୀରୁ ଶନିବାର ବିଳମ୍ବିତ ରାତିରେ ଘରେ କେହି ନ ଥିବା ସୁଯୋଗରେ ଲୁଟେରାମାନେ ଘରେ ପଶି ସୁନା ଓ ନଗଦ ଟଙ୍କା ଲୁଟିନେଇଛନ୍ତି। ଏନେଇ ଘସିପୁରା…
କଲେଜ ଆଡମିଶନ୍ ନାଁରେ ୨ ଲକ୍ଷ ୩୯ ହଜାର ଠକେଇ; ଝାଡ଼ଖଣ୍ଡ ମହିଳାଙ୍କୁ ବାନ୍ଧିଲା ହିଞ୍ଜିଳି ପୋଲିସ
ହିଞ୍ଜିଳିକାଟୁ,୨୯।୧୦(ଡି.ଏନ୍.ଏ.): କମ୍ ଟଙ୍କାରେ ବ୍ରହ୍ମପୁରର ଏକ ଇଞ୍ଜିନିୟରିଂ କଲେଜରେ ଆଡମିଶନ ଲୋଭ ଦେଖାଇ ଠକି ନେଇଥିଲେ ୨ ଲକ୍ଷ ୩୯ ହଜାର ଟଙ୍କା। ଶେଷରେ ଅଭିଯୁକ୍ତ ମହିଳାଙ୍କୁ ଗିରଫ କରିଛି ପୋଲିସ। ସେ ହେଲେ ଝାଡ଼ଖଣ୍ଡ ପୂର୍ବ ସିଂହଭୂମି ଜିଲା ବିର୍ଶା…
Archives


