ଅପରାଧ

ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍‌ଟିଓ

ବୌଦ୍ଧ,୧୫।୨: ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍‌ଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ବୌଦ୍ଧ, ଗଞ୍ଜାମ, ଭୁବନେଶ୍ୱରରେ ଥିବା ଏକକାଳୀନ ୧୦ ସ୍ଥାନରେ ଚଢ଼ାଉ ଜାରି ରହିଛି। ଚଢ଼ାଉରେ ଭିଜିଲାନ୍ସର…

ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା ଅଭିଯୋଗ

ଆଠଗଡ଼,୧୪ା୨: କଟକ ଜିଲା ଖୁଣ୍ଟୁଣି ଥାନା ରାଧାକୃଷ୍ଣପୁର ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୁଧବାର ତୁମୁଳ କାଣ୍ଡ ଘଟିଛି। ପୂର୍ବ ଶତ୍ରୁତା ଓ କମେଣ୍ଟ ମରାରୁ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ଗୋଟିଏ ଗୋଷ୍ଠୀର ଘର ଓ ଗାଡ଼ି ଜାଳି ଦେଇଥିବା…

୨ ପୋଲିସ କର୍ମଚାରୀଙ୍କୁ ଛୁରାମାଡ଼

ନିରାକାରପୁର,୧୪ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରି ଗ୍ରାମର ଜଣେ ବ୍ୟକ୍ତି ନିଶା କାରବାର କରୁଥିବା ଖବର ପାଇ ଏନ୍‌ଏଚ୍‌ ପାଟ୍ରୋଲିଂ ଗାଡ଼ି ସହିତ ସ୍ଥାନୀୟ ଥାନାର ଦୁଇ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ ଉକ୍ତ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବନ୍ଧାହେଲେ ପୋଲିସ ଭ୍ୟାନ୍‌ ଡ୍ରାଇଭର

ପୁରୁଷୋତ୍ତମପୁର,୧୪ା୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ୧୧୨ ପୋଲିସ ଭ୍ୟାନ୍‌ ଡ୍ରାଇଭର କୁନାଲ ବେହେରା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହାକୁ ନେଇ ପୋଲିସ କେସ୍‌ ନଂ ୮୧/୨୪ ବିଭିନ୍ନ ଦଫାରେ ମହିଳା ଓ ଶିଶୁ…

ଏଟିଏମ୍‌ କାଉଣ୍ଟର ବସାଇବା ପାଇଁ ପ୍ରାର୍ଥୀ ଆବଶ୍ୟକ ବିଜ୍ଞାପନ ଦେଇ ଠକି ନେଇଥିଲେ ୨ ଲକ୍ଷ ଟଙ୍କା, ଜବତ କଲା ପୋଲିସ

କୋରାପୁଟ,୧୨ା୨(ଅମିତାଭ ବେହେରା): ହିଟାଚି ଏଟିଏମ୍‌ ବସାଇବା ପାଇଁ ପ୍ରାର୍ଥୀ ଆବଶ୍ୟକ ମିଥ୍ୟା ବିଜ୍ଞାପନ ଦେଇ ଅନ୍‌ଲାଇନ୍‌ ମାଧ୍ୟମରେ ଲୁଟିନେଲେ ୨ ଲକ୍ଷ ଟଙ୍କା, ଠକ ସହ ୨ ଲକ୍ଷ ଟଙ୍କା ଓ ମୋବାଇଲ ଜବତ କରିଛି କୋରାପୁଟ ସାଇବର ପୋଲିସ। ପଶ୍ଚିମବଙ୍ଗର…

ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ

ଭୁବନେଶ୍ୱର,୧୨ା୨: ଭୁବନେଶ୍ୱରରେ କାର୍ଯ୍ୟରତ ଖବରଦାତା ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଶନିବାର ରାତିରେ କେତେଜଣ ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ। ଅଭିଯୁକ୍ତଙ୍କଠାରୁ ବାଇକ୍‌ ଏବଂ ମାରଣାସ୍ତ୍ର ଜବତ କରିଛି ପୋଲିସ।…

ଅନୈତିକ ସମ୍ପର୍କକୁ ନେଇ ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ପିଟିଥିଲେ, ୫ କୋର୍ଟଚାଲାଣ

ଖଲ୍ଲିକୋଟ,୧୦ା୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତେନ୍ତୁଳି୍‌ଆପଲ୍ଲୀ ଗ୍ରାମରେ ଗାଁ ମଝିରେ ଜଣେ ମହିଳାଙ୍କୁ ଏକ ଖୁଣ୍ଟରେ ବାନ୍ଧି ପିଟିବା ଘଟଣାରେ ୫ ଜଣ ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ତେନ୍ତୁଳିଆପଲ୍ଲୀ ଗ୍ରାମର ମଞ୍ଜରୀ ରାଉତ ନିଜ…

ଜମି କାରବାର ଲିଙ୍କ୍‌: ଜିଲାର ବିଭିନ୍ନ ସ୍ଥାନରେ ଇଡି ଚଢ଼ାଉ

ବ୍ରହ୍ମପୁର,୮ା୨(ସୁବାସ ପାଢ଼ୀ): ଜିଲାରେ ଜମି କାରବାର ଠକେଇର ଲିଙ୍କ୍‌ ମିଳିବା ପରେ ଗୁରୁବାର ଅର୍ଥନୈତିକ ଅପରାଧ ଶାଖା(ଇଡି)ର ୧୦ ଜଣିଆ ଟିମ୍‌ ଜିଲାର ବିଭିନ୍ନ ବିଲଡର ସଂସ୍ଥାରେ ଚଢ଼ାଉ କରିଛି। ବ୍ରହ୍ମପୁର ସହରର ଗୋଷାଣୀନୂଆଗାଁ, ଗାନ୍ଧିନଗର, ଡୁରା, ଦିଗପହଣ୍ଡି ଇତ୍ୟାଦି ଅଞ୍ଚଳରେ…

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ

ବଲାଙ୍ଗୀର,୮ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ତହସିଲର ଅମିନ ନିର୍ମଳେନ୍ଦୁ କବି ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସଇଁତଳାର ନିରଞ୍ଜନ ସାହୁ ନିଜ ଜମି ମାପ ପାଇଁ ତହସିଲ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ତହସିଲ ଅଫିସରେ କାର୍ଯ୍ୟରତ ଅମିନ ନିର୍ମଳେନ୍ଦୁ ୮୦୦୦ ଟଙ୍କା…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୭ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ ଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ବୁଧବାର ଏକ ୧୪ ବର୍ଷ ବୟସ୍କା ନାବାଳିକା ବଳାତ୍କାର ମାମଲାର ବିଚାର କରି ଦୈତାରୀ ଥାନା ଅନ୍ତର୍ଗତ ନୂଆବେଡ଼ା ଗ୍ରାମର ବିଜୟ କୁମାର ବାରିକ (୨୧)ଙ୍କୁ…

ପ୍ରେମିକାଙ୍କୁ ଭେଟିବାକୁ ଯାଇଥିଲେ ପ୍ରେମିକ, ହାତଗୋଡ଼ ବାନ୍ଧି ଟ୍ରେନ୍‌ ଲାଇନ୍‌ରେ ପକାଇଦେଲେ ପରିବାର ଲୋକେ

ଜୟପୁର,୪ା୨: ରାଜସ୍ଥାନର ଭରତପୁର ଜିଲାର ବୟାନା ଥାନା ପୋଲିସ ଅଞ୍ଚଳର ଶେରଗଡ଼ ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରିବାର ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ମୃତକଙ୍କ ପରିବାର ସଦସ୍ୟ ପ୍ରେମ ସମ୍ପର୍କକୁ ନେଇ ତାଙ୍କ ପୁଅକୁ ହତ୍ୟା କରିଥିବା ଅଭିଯୋଗ…

ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କୁ ଛୁରାମାଡ଼ କଲେ ସ୍ବାମୀ

ରାୟଗଡ଼ା,୪ା୨: ଘରୋଇ କଳିକୁ କେନ୍ଦ୍ରକରି ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ବିଚ୍‌ ରାସ୍ତାରେ ଛୁରାମାଡ଼ କରି ଲହୁଲୁହାଣ କରିଦେଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ନଦୀସାହିରେ। ଅଭିଯୋଗ ଅନୁସାରେ, କୌଣସି କାରଣ ବଶତଃ ସ୍ବାମୀ ପ୍ରଦୀପ ବେହେରା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?