ଅପରାଧ

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୯ା୧୦(ସ୍ବ.): ସ୍ଥାନୀୟ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ କୋର୍ଟ ବିଚାରପତି ଶନିବାର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଜଣେ ଅପରାଧୀକୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଧକ ୧ବର୍ଷ ଜେଲଦଣ୍ଡ ହୋଇଛି। ମିଳିଥିବା…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଆର୍‌ ଡବ୍ଲ୍ୟୁଏସ୍‌ଏସ୍‌ର ଅତିରିକ୍ତ ଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କୁ ଶନିବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଶୁକ୍ରବାର ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ହୋଇଥିଲା। ତାଙ୍କ ବାସଭବନ,…

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଆର୍‌ ଡବ୍ଲ୍ୟୁଏସ୍‌ଏସ୍‌ର ଅତିରିକ୍ତ ଯନ୍ତ୍ରୀ ନିହାର ରଞ୍ଜନ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ସକାଳେ ତାଙ୍କ ଘର ସମେତ ଏକାକାଳୀନ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ, ଅଫିସ, ଖୋର୍ଦ୍ଧା,…

ଝଡ଼ାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର

ମୋରଡା,୨୮ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ଶରୀର ଆରୋଗ୍ୟ ପାଇଁ ଝଡ଼ାଫୁଙ୍କା ବାହାନାରେ ଜଣେ ଗୁଣିଆ ଜନୈକା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ପୋକ୍‌ସୋ ଆକ୍ଟରେ…

ଏଟିଏମ୍‌ ଭାଙ୍ଗି ଲୁଟ୍‌ ମାମଲାର ପର୍ଦ୍ଦାଫାଶ: ୩ ଗିରଫ, ୪ ଫେରାର

ଢେଙ୍କାନାଳ ଅଫିସ,୨୭ା୧୦: ଢେଙ୍କାନାଳ ଜିଲା ଗଁଦିଆ ଥାନା ବରପଦା ଶ୍ରୀରାମଚନ୍ଦ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଥିବା ଷ୍ଟେଟ୍‌ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଏକ ଏଟିଏମ୍‌କୁ ଗତ ୩ ତାରିଖ ରାତିରେ ତାଡ଼ି ୭ ଜଣ ଦୁର୍ବୃତ୍ତ ୨୨ ଲକ୍ଷ ୧୭ ହଜାର ୯୦୦…

ନକଲି ମେଡିସିନ କାରବାର ମାମଲା: ଆଉ ୨ ଗିରଫ, ୮୦୦୦ ନକଲି ବଟିକା ଜବତ

କଟକ ଅଫିସ,୨୭ା୧୦: ନକଲି ମେଡିସିନ କାରବାର ମାମଲାରେ କଟକ ପୁରୀଘାଟ ଥାନା ପୋଲିସ ପୁଣି ୨ ଜଣଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ କ୍ୟାଲ ଏଜେନ୍ସିର ଶିବ କୁମାର କ୍ୟାଲ ଓ ମହାବୀର ପ୍ରସାଦ ରାଧେଶ୍ୟାମ ଏଜେନ୍ସିର ମହେନ୍ଦ୍ର କୁମାର…

ଗଞ୍ଜାମ-ଗଜପତି ସୀମାନ୍ତରେ ଅବକାରୀ ଚଢ଼ାଉ: ୧୧୪୦୦ ଲିଟର ପୋଚ୍‌ ନଷ୍ଟ, ଅଭିଯୁକ୍ତ ଚମ୍ପଟ

ଦିଗପହଣ୍ଡି,୨୬ା୧୦(ଡି.ଏନ୍‌.ଏ.): ଦୀର୍ଘଦିନ ହେଲା ଗଞ୍ଜାମ-ଗଜପତି ସୀମାନ୍ତ ଶ୍ୟାମସୁନ୍ଦରପୁର, ବାଦପୁର ଓ ପ୍ରତାପପୁର ଗ୍ରାମ ନିକଟସ୍ଥ ଜଙ୍ଗଲରେ ଚୋରା ଦେଶୀମଦ ପ୍ରସ୍ତୁତ କାରବାର ଚାଲିଥିଲା। ଏହି ଖବର ଅବକାରୀ ଗୋଇନ୍ଦାଙ୍କ ନିକଟରେ ସୂଚନା ପହଞ୍ଚିବା ପରେ ଜିଲା ଆରକ୍ଷୀ ଅଧୀକ୍ଷକ ରମେନ୍ଦ୍ର ନାରାୟଣ…

ପୁଅଙ୍କ ମାଡ଼ରେ ବାପାଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ନୟାକୋଟ ଥାନା ଅଧୀନ ଫୁଲଝର ଗାଁରେ ଜଣେ ପୁଅଙ୍କ ମାଡ଼ରେ ବାପାଙ୍କର ମୃତ୍ୟୁ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚହଳ ସୃଷ୍ଟି କରିଛି। ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ଗ୍ରାମର ବିଦେଶୀ ଦେହୁରୀ ମଦ୍ୟପାନ…

ଡକାୟତି ଯୋଜନା ବେଳେ ପୋଲିସର ଚଢ଼ାଉ: ୩ ଗିରଫ, ଖସିଗଲେ ୨

ବଡ଼ବିଲ,୨୬ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ କାଶିଆ ଜଙ୍ଗଲରେ ଚଢ଼ାଉ କରି ଡକାୟତି ଯୋଜନା କରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ୨ ଅଭିଯୁକ୍ତ ପୋଲିସକୁ ଚକ୍‌ମା ଦେଇ ଖସିଯିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତ ୩ ଜଣଙ୍କ…

ପୂର୍ବତନ ଏଜି ଅଶୋକ ମହାନ୍ତିଙ୍କ ବଢ଼ିଲା ଅଡ଼ୁଆ

କଟକ ଅଫିସ,୨୬।୧୦: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ଅଶୋକ ମହାନ୍ତିଙ୍କ ପାଇଁ ବଢ଼ିଛି ଅଡୁଆ। ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲାରୁ ତାଙ୍କୁ ବାଦ ଦେବାକୁ ସେ କରିଥିବା ଆବେଦନକୁ ବୁଧବାର ହାଇକୋର୍ଟ ଖାରଜ କରିଛନ୍ତି। ଏଣୁ ଏହି ମାମଲାରେ ସେ ବିଚାରର ସାମ୍ନା କରିବା…

ବର୍ଷେ ଯାଏ ଗ୍ୟାଙ୍ଗଷ୍ଟର ସକିଲଙ୍କୁ ତଡ଼ିପାର ନିର୍ଦ୍ଦେଶ

କଟକ ଅଫିସ,୨୬।୧୦: ଗ୍ୟାଙ୍ଗଷ୍ଟର ସକିଲଙ୍କୁ ତଡ଼ିପାର ନିର୍ଦ୍ଦେଶ। ବିଭିନ୍ନ ଅପରାଧିକ କାର୍ଯ୍ୟକଳାପରେ ସାମିଲ ଥିବାରୁ ତାଙ୍କ ନିକଟକୁ ବର୍ଷେ ଲାଗି ତଡ଼ିପାର ନୋଟିସ ପଠାଇଛି କଟକ କମିଶନରେଟ ପୋଲିସ। ଏହା ଅନୁଯାୟୀ ଆଗାମୀ ଗୋଟିଏ ବର୍ଷ ପର୍ଯ୍ୟନ୍ତ ସକିଲ କମିଶନରେଟ ପୋଲିସ…

୨ ସୁନା ବେପାରୀ, ୬ ଡକାୟତ ଗିରଫ

ନୟାଗଡ଼ ଅଫିସ,୨୪ା୧୦: ନୟାଗଡ଼ ଟାଉନ ଥାନା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବା ସହ ୨ ସୁନା ବେପାରୀ ଓ ୬ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏମାନଙ୍କ ଠାରୁ ୨୦ ଲକ୍ଷ ଟଙ୍କାର ସୁନା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri