ଏକୁଟିଆ ଥିବା ବେଳେ ଘରେ ପଶି ବିବାହିତା ମହିଳାଙ୍କୁ ବଳାତ୍କାର,ଜେଲ୍ ଗଲେ ଯୁବକ
କୋକସରା,୧୮।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଛଞ୍ଚାଣବାହିଲି ପଞ୍ଚାୟତ ପଲସପାଣି ଗ୍ରାମର ଜଣେ ବିବାହିତା ମହିଳାଙ୍କୁ ସେହି ଗ୍ରାମର ଜଣେ ବିବାହିତ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଜଣକ ହେଲେ ଦୁର୍ଯୋଧନ ଜୁଏଡ଼(୩୫) । ଗତ…
ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟ। ଗତ ଶୁକ୍ରବାର ଅର୍ଚ୍ଚନା ଜାମିନ ଆବେଦନ କରିଥିଲେ। ଆଜି ତାଙ୍କ ଏହି ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।
ବାଘଛାଲ ଜବତ, ୩ ଗିରଫ
ଝାରସୁଗୁଡ଼ା ଅଫିସ,୧୬ା୧୦: ଝାରସୁଗୁଡ଼ା ଏବଂ ସମ୍ବଲପୁର ପୋଲିସ ସହାୟତାରେ ଏସ୍ଟିଏଫ୍ ଟିମ୍ ମିଳିତ ଭାବେ ଚଢ଼ାଉ କରି ଝାରସୁଗୁଡ଼ା ଜିଲାର ମାଳିଡିହି ଛକରୁ ୩ଟି ବାଘଛାଲ ଜବତ କରିଛି। ବାଘଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ଏହି ଚଢ଼ାଉ କରିଥିଲା।…
ଜେଲ ଭିତରେ ଅର୍ଚ୍ଚନାଙ୍କୁ ଜେରା ଯୋଜନା
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଜେଲରେ ଥିବା ବହୁଚର୍ଚ୍ଚିତ ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କୁ ନେଇ ତଦନ୍ତ ସେପରି ଆଗେଇ ପାରିନାହିଁ। ଇତିମଧ୍ୟରେ ୧୦ରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ କଳା ସାମ୍ରାଜ୍ୟର ପେଡ଼ି ଖୋଲିପାରୁ ନାହିଁ ପୋଲିସ। କେମିତି ନିଜ ନାଗଫାଶରେ ପକାଇ…
ଘରେ ଛାଡ଼ି ଦେବା ନାଁରେ ନାବାଳିକାଙ୍କୁ କରିଥିଲେ ବଳାତ୍କାର, ଏବେ ଭୋଗିବେ ୮ ବର୍ଷ ଜେଲ୍ଦଣ୍ଡ
ସୁନ୍ଦରଗଡ଼,୧୫ା୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତର ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର ସୂତ୍ରଧର ଗତ ୨୦୧୬ରେ ଘଟିଥିବା ଏକ ନାବାଳିକା ବଳାତ୍କାର ମାମଲାର ଶନିବାର ଶୁଣାଣି କରି ବଣାଇ ବାଉଁରକେଲା ଗ୍ରାମର ଅଭିଯୁକ୍ତ ଅଲେଖ ପାତ୍ର(୩୬)ଙ୍କୁ…
ମହିଳାଙ୍କ ଗଳିତ ମୃତଦେହ ଜବତ: ବଡ଼ଭାଇ ଆଣିଲେ ହତ୍ୟା ଅଭିଯୋଗ
ଦାରିଙ୍ଗବାଡ଼ି,୧୫ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବୁଡ଼ାଙ୍ଗପିପିଲି ଜଙ୍ଗଲରେ ଜଣେ ମହିଳାଙ୍କ ଗଳିତ ମୃତଦେହ ମିଳିବା ଘଟଣାରେ ମୃତ ମହିଳାଙ୍କ ବଡ଼ଭାଇ ସନାତନ ପ୍ରଧାନ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପାଇବା ପରେ ପୋଲିସ ଏକ ହତ୍ୟା ମାମଲା (୧୮୩/୨୨)ରୁଜୁ କରି…
ଜାମିନ ଆବେଦନ କଲେ ଅର୍ଚ୍ଚନା,ଏପରି ଯୁକ୍ତି ବାଢ଼ିଲେ ତାଙ୍କ ଓକିଲ
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ବ୍ଲାକ୍ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାକୁ ସପ୍ତାହରୁ ଅଧିକ ଦିନ ବିତିଛି। ଇତିମଧ୍ୟରେ ଜେଲରେ ଥିବା ଅଭିଯୁକ୍ତା ଅର୍ଚ୍ଚନା ଶୁକ୍ରବାର ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ତାଙ୍କ ପକ୍ଷରୁ ଓକିଲ ଦେବାଶିଷ…
ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ନେଇ ସ୍ବାମୀଙ୍କୁ ହତ୍ୟା ଅଭିଯୋଗ
ମହାକାଳପଡ଼ା,୧୪ା୧୦ (ଡି.ଏନ୍.ଏ.): ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ମୃତ ସ୍ବାମୀଙ୍କ ପରିବାର ଲୋକଙ୍କୁ ନ୍ୟାୟ ଦାବିରେ ମହିଳାମାନେ ଘର ସମ୍ମୁଖରେ ମୃତଦେହ ରଖି ଗୁରୁବାର ରାସ୍ତାରୋକୋ କରିଛନ୍ତି। ଏଭଳି ଘଟଣା…
ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
ବାଲେଶ୍ୱର ଅଫିସ,୧୪ା୧୦: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲା କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମହେଶ ପ୍ରସାଦ ପଟ୍ଟନାୟକ ଭିଜିଲାନ୍ସ ଜାଲରେପଡ଼ିଛନ୍ତି। ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଦ୍ୱାରା ତାଙ୍କୁ ଅଟକ ରଖାଯାଇ ୩ ଡିଏସ୍ପିଙ୍କ ନେତୃତ୍ୱରେ ଏକକାଳୀନ…
ପୋଲିସ ହାତରେ ବ୍ୟାଙ୍କ ଷ୍ଟେଟ୍ମେଣ୍ଟ
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ବ୍ଲାକ୍ମେଲିଂ କରି ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କଠାରୁ ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ କମିଶନରେଟ ପୋଲିସର ହସ୍ତଗତ ହୋଇଛି। ଅର୍ଚ୍ଚନା କମ୍ ଦିନ ମଧ୍ୟରେ କିପରି…
ଭିଜିଲାନ୍ସ ଜାଲରେ ବିଇଓ
ବଲାଙ୍ଗୀର ଅଫିସ,୧୨ା୧୦: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଲାଙ୍ଗୀର ବ୍ଲକ ଶିକ୍ଷାଧିକାରୀ(ବିଇଓ) ରାଘବ ପାଣିଗ୍ରାହୀ। ୧୦ ହଜାର ଟଙ୍କା ଲାଞ୍ଚ ନେଇ ବିଇଓ ଗିରଫ ହୋଇଛନ୍ତି। କୌଣସି ଏକ ଅଭିଯୋଗକୁ ନେଇ ପାଟଣାଗଡ଼ ରମାଇ ହାଇସ୍କୁଲର ସହକାରୀ ଶିକ୍ଷକ ସୁରେଶ ମେହେରଙ୍କ ନାଁରେ…
ତେଲ ଚୋରି ଉଦ୍ୟମ, ବୋଲେରୋ-ବାଇକ୍ ଜବତ, ୪ ଗିରଫ
ବଡ଼ବିଲ,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ବୁଧବାର ଠାକୁରାଣୀ ଅଞ୍ଚଳରୁ ୨ଟି ଗ୍ୟାଲେନ ଭର୍ତ୍ତି ୧୦୦ ଲିଟର ଚୋରା ଡିଜେଲ, ଏକ ବୋଲେରୋ ଏବଂ ଏକ ବାଇକ୍ ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ…
Archives


