ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…
ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ଗୁରୁବାର ରାତିରେ…
ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…
ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ ହୋଇଥିଲା। ଘଟଣାର ତଦନ୍ତ କରି ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ…
ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ
ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି। ଭାତ ଖାଇବା ସମୟରେ ସାମାନ୍ୟ ବଚସାକୁ ନେଇ ସାନ ଭାଇ ଧରମୁ ଶବର…
ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ
ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି । ମୃତ ଯୁବକ ଜଣକ ବଗଡା ଗାଁର ସନ୍ତୋଷ ଖର୍ସେଲ (୪୦) ହୋଇଥିବା ବେଳେ…
ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ
ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି । ପୋଖରୀ ପାଣିରେ କେବଳ ଶରୀର…
ଜାତୀୟ ରାଜପଥରେ ପିକ୍ଅପ୍ ଭ୍ୟାନ୍ ଅଟକାଇ ଲୁଟ୍ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍ଅପ୍ ଭ୍ୟାନ୍ ଅଟକାଇ ଡାଏରୀ ଫାର୍ମ ମାଲିକଙ୍କୁ ଆକ୍ରମଣ ଓ ଲୁଟ୍ କରିଥିବା ଘଟଣାରେ ପୋଲିସ…
କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…
କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ ବାପି କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସଜା ଶୁଣାଇଛନ୍ତି କୋର୍ଟ ।ଜରିମାନା…
ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…
ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦାନହୁଣ୍ଡି ଭାଙ୍ଗି ଚୋରି କରିଥିବା ଜଣାପଡ଼ିଛି।…
ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…
ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି। ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ଏହି ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…
ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ
ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି ଚାକିରିରୁ ବହିଷ୍କୃତ ହୋଇଥିବା ଜଣେ କନିଷ୍ଠ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ ସ୍ଥାନୀୟ ଅଞ୍ଚଳରେ…
ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା
ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି ରଥ (୩୧) କୈଣସି କାରଣକୁ ନିଜ ବାପା ରାମଚନ୍ଦ୍ରଙ୍କୁ ମାଡ଼ ମାରିବା ସହ…
ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…
ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି ଘାଟରୁ ମିଳିଥିବା ୧୬ ବର୍ଷୀୟ କିଶୋରଙ୍କ ମୃତଦେହ ମାମଲା ୧୧ ଦିନ ମଧ୍ୟରେ…

