ଅପରାଧ

ଘରେ ବ୍ରାଉନସୁଗାର ବିକୁଥିଲେ ବୃଦ୍ଧା, ଗ୍ରାହକ ସାଜି ଧରିଲା ଅବକାରୀ ବିଭାଗ

ଢେଙ୍କାନାଳ ଅଫିସ,୩୦ା୯: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ନୂଆ ଆଳୁତୁମା ଗ୍ରାମରୁ ଅବକାରୀ ବିଭାଗ ଶୁକ୍ରବାର ୩୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଘରେ ବ୍ରାଉନସୁଗାର ବିକ୍ରି କରୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଅଧିକାରୀ ଓ…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଟିକିରି,୩୦ା୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଶଙ୍କରଅଡ଼ା ପଞ୍ଚାୟତ ଚଣା ପୁକେଲ ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଟିକିରି ଅଞ୍ଚଳର କୃଷ୍ଣ ମାଝି ସ୍ତ୍ରୀ ହାକ ମାଝିଙ୍କୁ ଟାଙ୍ଗିଆରେ ହାଣି ଦେଇଛନ୍ତି। କୃଷ୍ଣଙ୍କ ପ୍ରଥମ ସ୍ତ୍ରୀ ମରିଯାଇଥିବା ବେଳେ କୃଷ୍ଣ…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭଞ୍ଜନଗର,୩୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାସ୍ଥିତ ବାଘୁଆ ଜଳସେଚନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ଦ୍ୱାରା ଦ୍ୱାରା ଜାରି ସର୍ଚ୍ଚ ଓ୍ବାରେଣ୍ଟ ବଳରେ…

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌

ଭୁବନେଶ୍ୱର,୨୯ା୯(ବ୍ୟୁରୋ): କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ଏମ୍‌ଡି ମହମ୍ମଦ ମୋକିମଙ୍କୁ ଗୁରୁବାର ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ  ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ…

ନାରାୟଣପାଟଣା ବିଡିଓ ନିଲମ୍ବିତ

କୋରାପୁଟ,୨୯ା୯(ସ୍ବ.ପ୍ର.): ନାରାୟଣପାଟଣା ବ୍ଲକ ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ନିଲମ୍ବନ କରିଛନ୍ତି ସରକାର। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକରେ କାର୍ଯ୍ୟରତ ସମୟରେ ଦୁର୍ନୀତି ହୋଇଥିବା ନେଇ ସରକାରଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହାକୁ ଆଧାର କରି ସରକାର ବିଡିଓଙ୍କୁ ନିଲମ୍ବନ କରିଛନ୍ତି।

ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିଲେ, ଶେଷରେ ମଳତ୍ୟାଗ କରି ଚାଲିଗଲେ ଦୁର୍ବୃତ୍ତ

ଗଞ୍ଜାମ,୨୯ା୯(ଡି.ଏନ୍‌.ଏ.): ଗଞ୍ଜାମ ଅଞ୍ଚଳରେ ଦିନକୁ ଦିନ ଚୋରି ରାହାଜାନି ବୃଦ୍ଧି ପାଉଥିବା ଜଣାପଡ଼ିଛି। ଗୁରୁବାର ଭୋର୍‌ରୁ ସହରସ୍ଥିତ ବୁଢ଼ୀ ଠାକୁରାଣୀ ମନ୍ଦିରରୁ କେହି ଦୁର୍ବୃତ୍ତ କାନ୍ଥ ଭାଙ୍ଗି ହୁଣ୍ଡିରେ ଥିବା ସମସ୍ତ ଟଙ୍କା ଲୁଟି ନେଇଥିବା ଦେଖିବାକୁ ମିଳିଛି। ଏଥିସହ ସେଠାରେ…

ନକଲି ଫେସବୁକ୍‌ ଆଇଡି ଖୋଲି କଲେଜ ଛାତ୍ରୀଙ୍କ ନାମରେ ଅଶ୍ଳୀଳ ପୋଷ୍ଟ, ଜେଲ୍‌ ଗଲେ ଯୁବକ

ଆଳି,୨୮ା୯ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଆୟତପୁର ଗ୍ରାମର ଶଶିକାନ୍ତ ମଲ୍ଲିକ ନାମକ ଜଣେ ଯୁବକ ନକଲି ଫେସବୁକ୍‌ ଆଇଡି ଖୋଲି ଜଣେ କଲେଜ ଛାତ୍ରୀଙ୍କ ନାମରେ ଅଶ୍ଳୀଳ ବାର୍ତ୍ତା ପୋଷ୍ଟ କରୁଥିଲେ । ଏ ସଂକ୍ରାନ୍ତରେ ଅଭିଯୋଗ…

ଫୋରେନ୍‌ସିକ୍‌ ଲ୍ୟାବ୍‌କୁଗଲା ଜବତ ମୋବାଇଲ

ଭୁବନେଶ୍ୱର,୨୬ା୯ (ବ୍ୟୁରୋ): ପୁରୀ ଜିଲା ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଭୁବନେଶ୍ୱରରେ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ରବିବାର ୨ଦିନ ବିତିଛି। ମୃତ୍ୟୁକୁ ନେଇ ରହସ୍ୟ ଲାଗି ରହିଥିବାବେଳେ ଏହା ଆତ୍ମହତ୍ୟା…

ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଜଣେ ଯୁବକଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ସେଠାରୁ ଅଭିଯୁକ୍ତଙ୍କୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଭୁବନେଶ୍ୱର ଅଣାଯିବା ପରେ ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ଯାଜପୁର ଜିଲା…

ନାବାଳିକାଙ୍କୁ ବଳାତ୍କାର କରି ଖସି ପଳାଉଥିଲେ ଅଭିଯୁକ୍ତ, ୪ ଜଣଙ୍କୁ ଧରିଲା ଆର୍‌ପିଏଫ୍‌

ଲକ୍ଷ୍ନୌ,୨୫ା୯: ଉତ୍ତରପ୍ରଦେଶର ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ କୋଝିକୋଡ ରେଳ ଷ୍ଟେଶନରେ ଛାଡ଼ିବା ଉଦ୍ୟମ ଅଭିଯୋଗରେ ୪ ଯୁବକଙ୍କୁ ଗିରଫ କରାଯାଇଛି। ଜଣେ ୧୬ ବର୍ଷୀୟା ନବାଳିକାଙ୍କର ୪ ଯୁବକଙ୍କ ସହ ଯୁକ୍ତିତର୍କ ହେଉଥିବା ଆର୍‌ପିଏଫ୍‌ ଦେଖିବା ପରେ ଘଟଣା ସାମ୍ନାକୁ…

ଅଢ଼େଇ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତଙ୍କୁ ଛେଚିଲେ ଗ୍ରାମବାସୀ

ବଡ଼ବିଲ,୨୪ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଚଟେଇ ହଟିଂ ଅଞ୍ଚଳରେ ଶନିବାର ଏକ ଲଜ୍ଜାକର ଘଟଣା ଘଟିଛି। ଜଣେ ଅଢ଼େଇ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଉଦ୍ୟମ କରି ଖସି ପଳାଉଥିବାବେଳେ ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଧରି ନିର୍ଧୂମ…

ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

କୋରାପୁଟ,୨୨ା୯(ସ୍ବ.ପ୍ର.): ମାଛକୁଣ୍ଡ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ବିସ୍ଫୋରକ ସାମଗ୍ରୀ ସମେତ ନଗଦ ଟଙ୍କା ଜବତ ହୋଇଛି। କୋରାପୁଟ ପୋଲିସକୁ ମାଓବାଦୀ ମୁକାବିଲା କ୍ଷେତ୍ରରେ ଏକ ବଡ଼ଧରଣର ସଫଳତା ମିଳିଛି। ସୂଚନାନୁଯାୟୀ ଏସ୍‌ଓଜି ଓ ଡିଭିଏଫ୍‌ ପକ୍ଷରୁ କୋରାପୁଟ ଜିଲା ମାଛକୁଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri