ନାବାଳିକାଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ହତ୍ୟା: ୨ଜଣଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କଲେ ପୋକ୍ସୋ କୋର୍ଟ
ଜୟପୁର,୨୯।୪: ଗତ ବର୍ଷ ଜଣେ ୧୫ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର ଏବଂ ନିର୍ମମ ଭାବେ ହତ୍ୟା ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କରିଛନ୍ତି ରାଜସ୍ଥାନର ଏକ ପୋକ୍ସୋ କୋର୍ଟ। ୨୦୨୧ ଡିସେମ୍ବର ୨୩ରେ ଘଟିଥିବା ଏହି ଜଘନ୍ୟ କାଣ୍ଡ...
ବନ୍ଧୁ ହେବ ତ ଏମିତି; ଚହଲ ଜିତନ୍ତୁ ବୋଲି କହି ଚର୍ଚ୍ଚାରେ କୁଲଦୀପ
ମୁମ୍ବାଇ,୨୯।୪: ଚଳିତ ବର୍ଷ ଟି-୨୦ କ୍ରିକେଟର ସବୁଠାରୁ ବଡ଼ ଟୁର୍ନାମେଣ୍ଟ ‘ଆଇସିସି ଟି୨୦ ବିଶ୍ୱକପ୍’ର ଆୟୋଜନ ହେବାକୁ ଯାଉଛି। ଏବେ ଆଇପିଏଲ୍ ଚାଲିଥିବାରୁ ସମସ୍ତ ଦେଶର ନଜର ନିଜ ନିଜ ଖେଳାଳିଙ୍କ ଉପରେ ରହିଛି। ଏହି କ୍ରମରେ ଭାରତୀୟ କ୍ରିକେଟ...
ଝିଅ ସାମ୍ନାରେ ବାପାଙ୍କୁ ହାଣିଲେ
ପଦ୍ମପୁର,୨୯ା୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆନ୍ଦଲା ପଞ୍ଚାୟତର ଜୋରଗଡ଼ିଆ ଗ୍ରାମର କରୁଣାକର ପ୍ରଧାନ(୫୦)ଙ୍କୁ ଗ୍ରାମର କିଛି ଦୁର୍ବୃତ୍ତ ସଙ୍ଗବଦ୍ଧ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସା ପାଇଁ କଟକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା କରୁଣାକରଙ୍କ...
ଆର୍ଏମ୍ସି କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଯାଜପୁର ଟାଉନ,୨୮ା୪(ଡି.ଏନ୍.ଏ.): ଯାଜପୁର ଆର୍ଏମ୍ସି କର୍ମଚାରୀ ଗୟାଧର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ଚଢ଼ାଉ ହୋଇଛି। ଯାଜପୁର ଥାନା ସନ୍ଥେଶ୍ବରପୁରଠାରେ ଗୟାଧର ସାହୁଙ୍କ ନିଜ ବାସଭବନ...
ମାଲକାନଗିରିର ପୂର୍ବତନ ଏଏସ୍ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ମାଲକାନଗିରି, ୨୮।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟଦାସଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ...
ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର
ଭୁବନେଶ୍ୱର,୨୮।୪(ବ୍ୟୁରୋ): ସାବଧାନ! ସହରରେ ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର। ଦେଖାଉଛନ୍ତି ଦିବ୍ୟାଙ୍ଗ ପ୍ରମାଣପତ୍ର। ଭିକ୍ଷା ମାଗିବା ଆଳରେ ଘରକୁ ଘର, ହଷ୍ଟେଲ, ମେସ୍ ବୁଲି ଚୋରି କରୁଛନ୍ତି। ଏଭଳି ଏକ ଗ୍ୟାଙ୍ଗ୍କୁ କମିଶନରେଟ ସ୍ପେଶାଲ ସ୍କ୍ବାଡ୍ ଧରିଛି।...
ଜେଲ୍ରୁ ମୁକୁଳିଲେ ଚିଲିକା ବିଧାୟକ
ଖୋର୍ଦ୍ଧା ଅଫିସ,୨୭।୪: ଜାମିନରେ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ୭ ଦିନିଆ ଅନ୍ତରୀଣ ଜାମିନରେ ବାଣପୁର ଉପକାରାଗାରରୁ ମୁକୁଳିଛନ୍ତି। ଗତ ଏପ୍ରିଲ ୨୨ ତାରିଖରେ ହାଇକୋର୍ଟରୁ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା। ତେବେ ସ୍ବାସ୍ଥ୍ୟଜନିତ...
ବାପ-ପୁଅଙ୍କୁ ଗୁଳିମାଡ଼
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଭୁବନେଶ୍ବର ଜାଆଁଳାରେ ଘଟିଛି ଗୁଳିକାଣ୍ଡ। ସୁନାଦୋକାନୀଙ୍କୁ ଲୁଟ୍ ଉଦ୍ଦେଶ୍ୟରେ ଏହି ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ଏଥିରେ ବାପ-ପୁଅ ଗୁରୁତର ହୋଇଛନ୍ତି। ସୂଚନାନୁସାରେ, ଦକ୍ଷିଣମୁଣ୍ଡ ମୁହାଣର ଭଗବାନ ସୁବୁଦ୍ଧି ଏବଂ ପୁଅ ଲୋକନାଥ ସୁବୁଦ୍ଧି ଦୋକାନ ବନ୍ଦ କରି ଘରକୁ...
ଜିଆର୍ଏସ୍ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଆର୍ଏସ୍ଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଭୁବନେଶ୍ୱର କଳାରାହାଙ୍ଗ ପଞ୍ଚାୟତର ଜିଆରଏସ୍ ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଏହି ଚଢ଼ାଉ କରାଯାଇଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।...
ଝାରସୁଗୁଡ଼ାରେ ଭାଜପା-ବିଜେଡି ମୁହାଁମୁହିଁ: ଉଭୟ ଗୋଷ୍ଠୀର ୫୦ରୁ ଊର୍ଦ୍ଧ୍ୱ ନେତୃବୃନ୍ଦ ଗିରଫ
ଝାରସୁଗୁଡା ଅଫିସ,୨୪।୪: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରବିବାର ଭାଜପା-ବିଜେଡି ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି । ପୋଲିସ ଉଭୟ ଗୋଷ୍ଠୀର ୫୦ରୁ ଊଦ୍ଧର୍ବ ନେତୃବୃନ୍ଦଙ୍କୁ ଗିରଫ କରିଛି ।...
ଏମ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟିନେଲେ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟ୍ ଅଭିଯୋଗ। ଜୁନିୟର ଆଡମିନ୍ଷ୍ଟ୍ରେଟିଭ୍ ଅଫିସର ପ୍ରବୀଣ କୁମାର ପାଠକକୁ ଆକ୍ରମଣ କରି ସୁନାଚେନ୍ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଏଥିରେ ସେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଏମ୍ସ ନିକଟବର୍ତ୍ତୀ ସୁଆଙ୍ଗ...
ଲାଞ୍ଚ ନେଇ ଧରାପଡ଼ିଥିଲେ ଜନସ୍ବାସ୍ଥ୍ୟ ଅଧିକାରୀ: ଡାକ୍ତରଖାନାରୁ ବାହାରି ଜେଲ ହାଜତକୁ ଗଲେ
ବରଗଡ଼ ଅଫିସ,୨୪।୪- ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁଙ୍କୁ ଶନିବାର ସମ୍ବଲପୁର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା।...
Archives


